Browsing Category

Education

All education-related news will be uploaded will be uploaded in this page

ବର୍ଷକୁ ୨ ଥର ବୋର୍ଡ ପରୀକ୍ଷା ଦେବେ ମାଟ୍ରିକ ପିଲା

ଆସନ୍ତାବର୍ଷରୁ ମାଟ୍ରିକ ପିଲାଙ୍କ ପାଇଁ ବାର୍ଷିକ ୨ ଥର ବୋର୍ଡ ପରୀକ୍ଷା ଅନୁଷ୍ଠିତ କରିବା ନେଇ ଆଲୋଚନା ହେଉଛି । ଏଥିପାଇଁ ଲଜିଷ୍ଟିକ୍ସ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ଏହି ନିୟମ ଲାଗୁ ହେବ କରିପାରେ ସିବିଏସଇ । ଆସନ୍ତା…

ହାଇକୋର୍ଟରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ

ଓଡ଼ିଶା ହାଇକୋର୍ଟରେ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଓଡ଼ିଶା ହାଇକୋର୍ଟର ଅଫିସିଆଲ୍ ୱେବ୍‌ସାଇଟ୍‌ https://orissahighcourt.nic.in / କୁ ଯାଇ ଯାଞ୍ଚ କରିପାରିବେ। ଏନେଇ ଓଡ଼ିଶା ହାଇକୋର୍ଟ ଏକ ବିଜ୍ଞପ୍ତି ପ୍ରକାଶ କରିଛି।BA,…

ଜୁଲାଇ ୧୫ରୁ ଆରମ୍ଭ ହେବ ସିବିଏସଇ ସପ୍ଲିମେଣ୍ଟାରୀ ପରୀକ୍ଷା

ଜୁଲାଇ ୧୫ ତାରିଖରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ । ଆସନ୍ତା ସପ୍ତାହରେ ଏ ସମ୍ପର୍କରେ ସବିଶେଷ ବିବରଣୀ ପ୍ରକାଶ ପାଇବ । ଗତ ୧୩ ତାରିଖରେ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଉକ୍ତ ପରୀକ୍ଷାରେ ଗୋଟିଏ…

ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ନିଯୁକ୍ତି

ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ନିଯୁକ୍ତି ପାଇଁ ଆସିଛି ବଡ଼ ସୁଯୋଗ । ବିଜ୍ଞପ୍ତି ଅନୁଯାୟୀ, ଏହି ନିଯୁକ୍ତି ଡ୍ରାଇଭ୍ ମାଧ୍ୟମରେ ମୋଟ ୧୦୭୪ ଟି ପଦବୀରେ ନିଯୁକ୍ତି ଦିଆଯିବ ।ଏହି ପଦବୀ ପାଇଁ ଆବେଦନ କରୁଥିବା ପ୍ରାର୍ଥୀମାନେ ନିଶ୍ଚିତ ଭାବରେ କୌଣସି ସ୍ୱୀକୃତିପ୍ରାପ୍ତ ବୋର୍ଡରୁ ୧୦ + ୨…

ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି ଜଣାପଡିଛି। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସବୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସୂଚନା ଯୋଗ୍ୟ, ମାଟ୍ରିକ,…

ଆସିଷ୍ଟାଣ୍ଟ ମାଇନିଂ ପଦବୀ ପାଇଁ ନିଯୁକ୍ତି

ଆପଣ UPSC ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିଲେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଟେ । UPSC ଏହାର ଆସିଷ୍ଟାଣ୍ଟ ମାଇନିଂ ଇଂଜିନିୟର ପାଇଁ ନିଯୁକ୍ତି ଘୋଷଣା କରିଛି । ଆସିଷ୍ଟାଣ୍ଟ ମାଇନିଂ ଇଂଜିନିୟରର ୭ଟି ପଦବୀ ପୂରଣ କରିବା ପାଇଁ UPSC ଯୋଗ୍ୟ ପ୍ରାର୍ଥୀଙ୍କ ଠାରୁ ଆବେଦନ ଆହ୍ୱାନ…

ୟୁଜିସି-ନେଟ ପଞ୍ଜିକରଣର ଶେଷ ତାରିଖ ପୁଣି ବଢ଼ିଲା

ୟୁଜିସି-ନେଟ ଜୁନ୍ ୨୦୨୪ ପଞ୍ଜିକରଣର ଶେଷ ତାରିଖ ପୁଣି ବୃଦ୍ଧି କରାଯାଇଛି । ପ୍ରାର୍ଥୀମାନେ ମେ ୧୯ ତାରିଖ ସୁଦ୍ଧା ଏଥିପାଇଁ ଆବେଦନ କରିପାରିବେ । ଯେଉଁ ପ୍ରାର୍ଥୀମାନେ ବର୍ତ୍ତମାନ ସୁଦ୍ଧା ୟୁଜିସି-ନେଟ ଆବେଦନ କରିନାହାନ୍ତି ସେମାନେ ନିମ୍ନରେ ପ୍ରଦତ୍ତ ୱେବସାଇଟକୁ ଯାଇ ଆବେଦନ କରିପାରିବେ ।…

ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତଦୁଇ ରେଜଲ୍ଟ

ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାର ଫଳାଫଳ । କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ କିଛି ନିଷ୍ପତ୍ତି ହୋଇନଥିଲେ ହେଁ ଏକ ସମୟରେ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଫଳାଫଳ ଜାରି କରାଯିବ ବୋଲି ଜଣାପଡ଼ିଛି । ମେ ୧୫ ତାରିଖ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ…

ନୌସେନା ଅଗ୍ନିବୀର ବିଜ୍ଞପ୍ତି

ଭାରତୀୟ ନୌସେନା ଅଗ୍ନିବୀର ଭର୍ତ୍ତି ପାଇଁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଭାରତୀୟ ନୌସେନା ଦ୍ୱାରା ଅଗ୍ନିବୀର (MR) – 02/2024 ବ୍ୟାଚ୍ ତଥା ଅଗ୍ନିବୀର(SSR) – 02/2024 ବ୍ୟାଚରେ ଭର୍ତ୍ତି ପାଇଁ ଆବେଦନ ପ୍ରକିୟା ଆରମ୍ଭ କରିଛି । ଆଜିଠାରୁ ଏହି ବିଭାଗ ପ୍ରତି ପ୍ରାର୍ଥୀ ଆବେଦନ…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ । ୮୭.୯୮ ପାରକ୍ଷାର୍ଥୀ ପାସ୍ କରିଛନ୍ତି । ୨୪ ହଜାର ପରୀକ୍ଷାର୍ଥୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି । ସେହିଭଳି ୧ଲକ୍ଷ ୧୬ ହଜାର ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ।ସବୁ ବର୍ଷ ପରି ଏବର୍ଷ ମଧ ଦ୍ୱାଦଶ ପରୀକ୍ଷାରେ…