Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ଆସନ୍ତା ୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା
ଆସନ୍ତା ୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଏକା ସମୟରେ ହେବ। ଆସନ୍ତା ୧୨ରୁ ୧୫ ତାରିଖ ମଧ୍ୟରେ…
ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି…
ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା।…
ଦୀର୍ଘବର୍ଷ ପରେ ଫିଟିଲା ‘ବର୍ଣ୍ଣବୋଧ’ର ଭାଗ୍ୟ, ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଦୀର୍ଘବର୍ଷ ପରେ ଫିଟିଲା ‘ବର୍ଣ୍ଣବୋଧ’ର ଭାଗ୍ୟ। ବହୁ ବାଦବିବାଦ, ମାମଲା ପରେ ଆଜି ‘ବର୍ଣ୍ଣବୋଧ’ର ଲୋକାର୍ପଣ କରାଯିବ। ମଧୁସୂଦନ ରାଓଙ୍କ ଜନ୍ମତିଥିରେ କୃଷିଭବନଠାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହି ପୁସ୍ତକକୁ ଲୋକାର୍ପିତ କରିବେ ବୋଲି ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସୂଚନା…
ବାସି ପଖାଳ ଖାଇ 22 ପିଲା ଅସୁସ୍ଥ
ବାସି ଖାଦ୍ୟ ଖାଇ ୨୨ ଜଣ ଛାତ୍ରୀ ଅସୁସ୍ଥ । କେନ୍ଦୁଝର ଜିଲ୍ଲା ତେଲକୋଇ ଆଦର୍ଶ ବିଦ୍ୟାଳୟର ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତେଲକୋଇ ବ୍ଲକ ଓରିଆ ଠାରେ ଥିବା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ଥିବା ଛାତ୍ରୀମାନେ ବାସି ପଖାଳ ଖାଇବା ପରେ ଅସୁସ୍ଥ ହୋଇଛନ୍ତି…
ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ
ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ। ଏନେଇ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିକଟରେ ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ବବିଦ୍ୟାଳୟ ପକ୍ଷରୁ ଏମବିଏ ପାଠ୍ୟକ୍ରମ ପାଇଁ ଓଡ଼ିଆ ପୁସ୍ତକ ପ୍ରକାଶ କରାଯାଇଥିଲା ବେଳେ ଆଗକୁ ଡାକ୍ତରୀ ଏବଂ ଇଂଜିନିୟରିଂ ମଧ୍ୟ ଓଡ଼ିଆ ଭାଷାରେ…
ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିସନ୍ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳକୁ ନେଇ ବିବାଦ,ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ…
ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିସନ୍ ଅଧ୍ୟକ୍ଷଙ୍କ କାର୍ଯ୍ୟକାଳକୁ ନେଇ ବିବାଦ ଦେଖା ଦେଇଛି। ବର୍ତ୍ତମାନର ଅଧ୍ୟକ୍ଷ ଆଉ ଏହି ପଦରେ ରହିବା ଆଇନ ସମ୍ମତ ନୁହେଁ ବୋଲି ଦର୍ଶାଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରି ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି।…
ଆଜିଠାରୁ ଭୁବନେଶ୍ବରରେ ଆରମ୍ଭ ହୋଇଛି ତିନିଦିନିଆ ଏନ୍ଇପି କର୍ମଶାଳା
୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ଏନ୍ଇପି କାର୍ଯ୍ୟକାରିତା ନେଇ ଆଜିଠୁ ଆରମ୍ଭ ହେଉଛି ତିନି ଦିନିଆ ଜାତୀୟ କର୍ମଶାଳା। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ହେବାକୁ ଥିବା କାର୍ଯ୍ୟକ୍ରମରେ…
୬ ରୁ ଅଧିକ ବର୍ଷ ବୟସ ପ୍ରାପ୍ତ କରିଥିବା ପିଲାମାନେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ଯୋଗ୍ୟ ହେବେ
ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି। ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ ସମ୍ପୃକ୍ତ ଶିକ୍ଷାବର୍ଷର…
ଆସନ୍ତା ଶିକ୍ଷାବର୍ଷରୁ ଏନଇପିରେ ହେବ ପାଠପଢା, ଜାନୁଆରୀ ୨୧, ୨୨, ୨୩ ତାରିଖରେ ଏନେଇ ୱାର୍କସପ ଅନୁଷ୍ଠିତ ହେବ
ଆସନ୍ତା ଶିକ୍ଷାବର୍ଷରୁ ଏନଇପିରେ ହେବ ପାଠପଢା । ବାଲବାଟିକାରୁ ଆରମ୍ଭ ଏନଇପି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତା ସହିତ ଜାନୁଆରୀ ୨୧, ୨୨, ୨୩ ତାରିଖରେ ଏନେଇ ୱାର୍କସପ ଅନୁଷ୍ଠିତ ହେବ । ନୂଆ ଶିକ୍ଷାନୀତି ଓଡ଼ିଶାରେ ଲାଗୁ ହେଲେ, ଓଡିଶାର ସ୍କୁଲ ପାଠ…
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ବାର୍ କୋଡ୍ ସହ ୱାଟର ମାର୍କ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା
ଦଶମ ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ ବୋର୍ଡର ବଡ଼ ପଦକ୍ଷେପ। ଚଳିତ ବର୍ଷ ବୋର୍ଡ ପକ୍ଷରୁ ହେବାକୁ ଯାଉଥିବା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ବାର୍ କୋଡ୍ ସହ ୱାଟର ମାର୍କ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା ହୋଇଛି। ବର୍ତ୍ତମାନ ପରୀକ୍ଷା ମୂଳକ ଭାବରେ ଓଡିଶା ସେକେଣ୍ଡାରୀ ହାଇସ୍କୁଲ ଟିଚର…