Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Education
All education-related news will be uploaded will be uploaded in this page
ପାଗ ଅନୁକୂଳ ହେତୁ ଆଜି ଠାରୁ ସ୍କୁଲ ସ୍ବାଭାବିକ ସମୟରେ ଚାଲିବ
ସୋମବାରଠାରୁ ସ୍କୁଲ ସ୍ବାଭାବିକ ସମୟରେ ଚାଲିବ। ଏ ନେଇ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବରୁ ଖରା ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ସାଢ଼େ ୧୦ଟା ଯାଏ ସ୍କୁଲ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ…
ରାଜ୍ୟରେ ପାଣିପାଗ ବଦଳିଛି, ତେଣୁ ସ୍କୁଲ ସ୍ୱାଭାବିକ ହେବାରେ କୌଣସି ଅସୁବିଧା ହେବ ନାହିଁ -ଗଣଶିକ୍ଷା ମନ୍ତ୍ରୀ
ରାଜ୍ୟରେ ପାଣିପାଗ ବଦଳିବା ହେତୁ, ସ୍କୁଲ ସ୍ୱାଭାବିକ ଚାଲିବା ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଯେ, ରାଜ୍ୟରେ ପାଣିପାଗ ବଦଳିଛି, ତେଣୁ ସ୍କୁଲ ସ୍ୱାଭାବିକ ହେବାରେ କୌଣସି ଅସୁବିଧା ହେବ ନାହିଁ । ଏଥିସହିତ ଗଣିତ ଶିକ୍ଷାକୁ ନେଇ…
ଓପିଟିସିଏଲ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
ଓଡ଼ିଶା ପାୱର ଟ୍ରାନ୍ସମିସନ କର୍ପୋରେସନ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ୭ ଦିନ ଭିତରେ ଆବେଦନ କରିବାକୁ ପଡ଼ିବ । କ୍ରେଚେ ସୁପରଭାଇଜର ଓ କ୍ରେଚେ ଆସିଣ୍ଟାଣ୍ଟ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଇଚ୍ଛୁକ…
ଦେଶରେ ଲାଗୁ ହେଲା ଆଣ୍ଟି ପେପର ଲିକ୍ ଆଇନ୍
କେନ୍ଦ୍ର ସରକାର ଜାରି କଲେ ପରୀକ୍ଷା ଆଇନ୍, ୨୦୨୪ ଅଧିସୂଚନା ଆଇନ୍ । ଯେ କୌଣସି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାର ପ୍ରଶ୍ନପତ୍ର ଲିକକୁ ରୋକିବାକୁ ଲାଗୁ ହେଲା ଆଣ୍ଟି ପେପର ଲିକ୍ ଆଇନ୍ । ଏହାକୁ ସଂସଦରେ ପେବୃଆରୀଠାରୁ ପାରିତ କରାଯାଇଥିବାବେଳେ ଏବେ ଲାଗୁ କରାଗଲା । ଜାଣନ୍ତୁ ସମ୍ୟକରେ ଏହି ଆଇନ…
ଅଗଷ୍ଟ ୯ରେ ଓଟିଇଟି ପରୀକ୍ଷା
ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ନିମନ୍ତେ ତାରିଖ ଚୂଡ଼ାନ୍ତ ହୋଇଛି। ଆସନ୍ତା ଅଗଷ୍ଟ ୯ ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ପେପର-୧ ଓ ଅପରାହ୍ନ ୨ଟାରୁ ସାଢେ ୪ଟା ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହେବା ପାଇଁ ମାଧ୍ୟମିକ…
ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ – କ୍ରୀଡ଼ା ମନ୍ତ୍ରୀ
ଆଜି ବିଶ୍ବ ଯୋଗ ଦିବସ । ଏହି ଅବସରରେ ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ । ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବାଣୀବିହାରରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା…
ନୀଟ-ୟୁଜି ପେପର ଲିକ ମାମଲାକୁ ନେଇ ଏପରି କହିଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସାରା ଦେଶରେ ୟୁଜିସି-ନେଟ ଏବଂ ନୀଟ-ୟୁଜି ପରୀକ୍ଷାର ପେପର ଲିକ ମାମଲାକୁ ନେଇ ଆନ୍ଦୋଳନ ଦେଖାଦେଇଛି । ଏହାରି ମଧ୍ୟରେ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଏକ ଇଣ୍ଟରଭ୍ୟୁରେ କହିଛନ୍ତି ଯେ, ଖୁବଶୀଘ୍ର ବଡ଼ ପଦକ୍ଷେପ ନିଆଯିବ । ସର୍ବପ୍ରଥମେ କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ସ୍ୱୀକାର…
ନିଟ୍ ପ୍ରଶ୍ନପତ୍ର:ଲିକ୍ ଓ ଦୁର୍ନୀତି ମାମଲାରେ ତେଜସ୍ୱୀଙ୍କ ସହଯୋଗୀଙ୍କ ହାତ ଥିବା ଅଭିଯୋଗ
ବିହାର ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା ଗୁରୁବାର ଦିନ ଦାବି କରିଛନ୍ତି ଯେ ନିଟ୍-ୟୁଜି ୨୦୨୪ ପରୀକ୍ଷା ପରିଚାଳନାରେ ପ୍ରଶ୍ନପତ୍ର ଲିକ୍ ଓ ଦୁର୍ନୀତି ମାମଲାର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବଙ୍କ ସହଯୋଗୀଙ୍କ ହାତ ରହିଛି।ଏକ ସାମ୍ବାଦିକ ସମ୍ମିଳନୀରେ ସିହ୍ନା ଦାବି…
ବାତିଲ ହେଲା ଏନଟିଏ ପରୀକ୍ଷା
ନ୍ୟାସନ୍ୟାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ଗତ ୧୮ ତାରିଖରେ ଦେଶର ବିଭିନ୍ନ ସହରରେ ୟୁଜିସି-ନେଟ୍ ଆୟୋଜିତ ହୋଇଥିଲା । ଦୁଇଟି ଶିଫ୍ଟରେ ଓଏମଆର (ପେନ ଓ ପେପର) ମୋଡ଼ରେ ଏହି ପରୀକ୍ଷା ଆୟୋଜିତ ହୋଇଥିଲା । ଆଜି ଗୃହ ମନ୍ତ୍ରଣାଳୟର ଭାରତୀୟ ସାଇବର…
ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କଲେ ମୋଦୀ
ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ହି ଅବସରରେ ପ୍ରଧାନମନ୍ତ୍ରୀ ପୁରୁଣା ବିଶ୍ୱବିଦ୍ୟାଳୟକୁ ବି ବୁଲି ଦେଖିଥିଲେ। ୧୭୪୯ କୋଟି ଟଙ୍କା ବିନିମୟରେ ଏହି ନୂତନ କ୍ୟାମ୍ପସ ନିର୍ମାଣ କରାଯାଇଛି। ଏଥିରେ ୨ଟି ଏକାଡେମିକ ବ୍ଲକ…