Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Education
All education-related news will be uploaded will be uploaded in this page
ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ
ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ । ୱେବ୍ସାଇଟରୁ ଡିଜିଟାଲ ସାର୍ଟିଫିକେଟ ପାଇପାରିବେ ପରୀକ୍ଷାର୍ଥୀ ।OSSTET ହେଉଛି ଓଡ଼ିଶା ସେକେଣ୍ଡାରୀ ସ୍କୁଲ୍ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ବୋର୍ଡ ପକ୍ଷରୁ ଏହି ପରୀକ୍ଷା ଚଳିତ ବର୍ଷ ଜାନୁୟାରୀରେ…
ବାୟୁସେନାରେ ଯୋଗଦେବା ପାଇଁ ବଢ଼ିଆ ସୁଯୋଗ
ଯେଉଁ ପ୍ରାର୍ଥୀମାନେ ଭାରତୀୟ ବାୟୁସେନାରେ ଯୋଗଦେବାକୁ ଚାହୁଁଛନ୍ତି ସେମାନେ ଆବେଦନ ଲିଙ୍କ୍ ଖୋଲିବା ପରେ ଏହି ନିଯୁକ୍ତି ପାଇଁ ଆବେଦନ କରିପାରିବେ ।ଆମେ ଏଠାରେ ଜଡିତ ଗୁରୁତ୍ୱପୂର୍ଣ୍ଣ ବିବରଣୀଗୁଡିକ ସେୟାର କରୁଛୁ । ବିଜ୍ଞପ୍ତିରେ ଦିଆଯାଇଥିବା ସୂଚନା ଅନୁଯାୟୀ, ଜୁଲାଇ ୮ ରେ ଭାରତୀୟ…
ଖରାଛୁଟି ପରେ ଖୋଲିଲା ସ୍କୁଲ
ଆଜିଠୁ ସ୍କୁଲ ଖୋଲିବାକୁ ସ୍ଥିର ହୋଇଥିଲା । କିନ୍ତୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ଦେଖାଦେଇଛି । ଏବେ ସ୍କୁଲ ଖୋଲିବାକୁ ନେଇ ନିର୍ଦ୍ଦେଶାନାମା ଜାରି କରିଛନ୍ତି ରାଜ୍ୟ ସରକାର । ପୂର୍ବ ନିଷ୍ପତ୍ତି ଅନୁସାରେ ଆଜିଠୁ ସ୍କୁଲ ଖୋଲିବ । କିନ୍ତୁ…
ନିଟ୍ ବିବାଦ:ଅଭିଯୋଗ ପ୍ରମାଣିତ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ଜାତୀୟ ଯୋଗ୍ୟତା ସହ ପ୍ରବେଶିକା ପରୀକ୍ଷା (ନିଟ୍) ପରିଚାଳନାରେ ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)ର କର୍ମକର୍ତ୍ତାଙ୍କ ବିରୋଧରେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ…
ଏନ୍ସିଇଆର୍ଟିର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନ ବହିରୁ ହଟିଲା ବାବ୍ରି ମସ୍ଜିଦ ବିଷୟବସ୍ତୁ
ଏନ୍ସିଇଆର୍ଟିର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନର ସଂଶୋଧିତ ବହି ବଜାରକୁ ଆସିଛି। ଏହି ବହିରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଯୋଧ୍ୟା ବିବାଦ ପ୍ରସଙ୍ଗରେ ସବୁଠାରୁ ବଡ଼ ପରିବର୍ତ୍ତନ ଘଟିଛି, ଯେଉଁଠାରେ ବାବ୍ରି ମସ୍ଜିଦ ଉକ୍ତ ବହିରେ ନାହିଁ। ମସ୍ଜିଦର ନାମ ଲେଖିବା…
ଏନ.ସି.ଇ.ଆର.ଟି.ର ସର୍ବ ଭାରତୀୟ ଚୟନ ପରୀକ୍ଷା
ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର୍.ଟି.ର ବିଭିନ୍ନ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ଵର, ଭୋପାଳ, ଆଜ୍ ମେର, ମୈସୂର ଓ ଶିଲଂରେ ବି.ଇଡି, ଏମ.ଇଡି, ବିଏ.ବି.ଇଡି, ବି.ଏସ୍.ସି.ବି.ଇଡି, ଏମ୍.ଏସସି.ଇଡି ଆଦି ଉନ୍ନତମାନର ଶିକ୍ଷାଭିତ୍ତିକ ପାଠପଢ଼ାପାଇଁ ଆସନ୍ତା…
ନିଟ୍ ଅନିୟମିତତା – ୫ ଗିରଫ
ନିଟ୍ ଅନିୟମିତତା ଅଭିଯୋଗରେ ଗୁଜରାଟ ପୁଲିସ ଗୋଧ୍ରାରୁ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଜଣେ ପରୀକ୍ଷା କେନ୍ଦ୍ରର ଅଧ୍ୟକ୍ଷ ବା ପ୍ରିନ୍ସିପାଲ ଅଛନ୍ତି। ଏମାନେ ୨୭ ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ସହାୟତା କରିଥିବା ଜଣାପଡ଼ିଛି। ଏପରି କି ପରୀକ୍ଷାରେ ସହାୟତା ପାଇଁ ପ୍ରତି…
ବର୍ଷକୁ ଦୁଇଥର ହେବ ବୋର୍ଡ ପରୀକ୍ଷା
ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ୨୦୨୫-୨୬ ଅଧିବେଶନରୁ ବର୍ଷକୁ ଦୁଇଥର କରାଯିବ । ଛାତ୍ରମାନଙ୍କୁ ଉଭୟ ପରୀକ୍ଷାରେ ହାଜର ହେବାକୁ ବିକଳ୍ପ ଦିଆଯିବ ଏବଂ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ ଚୂଡ଼ାନ୍ତ ସ୍କୋର ଭାବରେ ବିବେଚନା କରାଯିବ । ଦୁଇଥର ବୋର୍ଡ ପରୀକ୍ଷା କରିବା ପାଇଁ ଦୁଇଟି…
ଏନଟିଏକୁ ନୋଟିସ ଜାରି
ସୁପ୍ରିମକୋର୍ଟରେ ଶୁକ୍ରବାର ଦିନ ନୀଟ ମାମଲାକୁ ନେଇ ଶୁଣାଣି ହୋଇଛି । କୋର୍ଟ ସିବିଆଇ ଯାଞ୍ଚ ଦାବିର ପିଟିସନ ଉପରେ ନୀଟ ପରୀକ୍ଷା କରୁଥିବା ଏଜେନ୍ସି ଏନଟିଏ କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି । ଅନ୍ୟପକ୍ଷରେ ଏନଟିଏ ପକ୍ଷରୁ ଅବେଦନ କରାଯାଇଥିବା ଭିନ୍ନ-ଭିନ୍ନ ହାଇକୋର୍ଟରେ ଦାଖଲ…