Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Education
All education-related news will be uploaded will be uploaded in this page
ଆସୋସିଏଟ୍ ପ୍ରଫେସର ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି
ଆସୋସିଏଟ୍ ପ୍ରଫେସର ପଦ ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ସେପ୍ଟେମ୍ବର ୪ରୁ ଅକ୍ଟୋବର ୪ ତାରିଖ ମଧ୍ୟରେ ଏଥିପାଇଁ ଅନଲାଇନରେ ଆବେଦନ ଗ୍ରହଣ କରାଯିବ । ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧିନରେ କଳାହାଣ୍ଡି ସରକାରୀ…
ଲିଖିତ ପରୀକ୍ଷାର ରେଜଲ୍ଟ ଘୋଷଣା
ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଗତ ଜାନୁଆରୀ ମାସ ୨୧ ଓ ୨୮ ତାରିଖରେ ଏନେଇ ପରୀକ୍ଷା ଅନୁଷ୍ଠିତ ହୋଇଥିବା ବେଳେ ମୋଟ ୬୨ ଜଣ ପ୍ରାର୍ଥୀ ସମ୍ଭାବ୍ୟ ଡକ୍ୟୁମେଣ୍ଟ ଯାଞ୍ଚ ଓ ସାକ୍ଷାତକାର ପାଇଁ କୃତକାର୍ଯ୍ୟ ହୋଇଛନ୍ତି । ଏହି ପ୍ରାର୍ଥୀଙ୍କ ମଧ୍ୟରେ ୨୩ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ରାଜ୍ୟ…
ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ଆଇନ
ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ। ଏନେଇ ଶୁକ୍ରବାର ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ ସ୍ବତନ୍ତ୍ରତା…
ଶେଷ ୪ ମାସ ପାଇଁ ୧୫ଟି ପରୀକ୍ଷା ତାରିଖ ଘୋଷଣା
ଚଳିତ ବର୍ଷର ଶେଷ ଚାରି ମାସ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ନିଯୁକ୍ତି କ୍ୟାଲେଣ୍ଡର ଜାରି କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ମାସରେ କେଉଁ ସବୁ ପରୀକ୍ଷା ହେବ ତା’ର ତାରିଖ ଘୋଷଣା କରାଯାଇଛି । ସେପ୍ଟେମ୍ବରରେ ୩ଟି, ଅକ୍ଟୋବରରେ ୨ଟି,…
ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା
ରାଜ୍ୟରେ ଯୁକ୍ତ ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ଶେଷ ତାରିଖ ଚଳିତ ମାସ ୨୬ ତାରିଖ ଥିବା ବେଳେ ଏହାକୁ ଆସନ୍ତା ସେପ୍ଟେମ୍ବର ମାସ ୨ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଥିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତିରେ କୁହାଯାଇଛି…
ଗେଟ୍ ପାଇଁ ଆଜିଠୁ ଅନଲାଇନ୍ ରେଜିଷ୍ଟ୍ରେସନ୍
ଆଜିଠାରୁ ଆରମ୍ଭ ହେଉଛି ଗ୍ରାଜୁଏଟ୍ ଆପ୍ଟିଟ୍ୟୁଡ୍ ଟେଷ୍ଟ ଇନ୍ ଇଂଜିନିୟରିଂ(GATE) ୨୦୨୫ ପାଇଁ ରେଜିଷ୍ଟ୍ରେସନ୍ କମ୍ ଆପ୍ଲିକେସନ୍ ପ୍ରୋସେସ୍ । ଆଗ୍ରହୀ ପ୍ରାର୍ଥୀ ଗେଟ୍ ୨୦୨୫ର ଅଫିସିଆଲ ୱେବସାଇଟ୍ https://gate2025.iitr.ac.in କୁ ଯାଇ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ…
ଦ୍ୱାଦଶ ବୋର୍ଡରେ ଅନ୍ତର୍ଭୁକ୍ତ ହେବ ନବମ, ଦଶମ ଓ ଏକାଦଶ ଶ୍ରେଣୀର ମାର୍କ
ରାଷ୍ଟ୍ରୀୟ ଶୈକ୍ଷିକ ଗବେଷଣା ଓ ଟ୍ରେନିଂ ପରିଷଦ (ଏନସିଇଆରଟି) ପକ୍ଷରୁ ଆସିଛି ଏକ ବଡ଼ ଅପଡେଟ୍ । ଦ୍ୱାଦଶ ବୋର୍ଡ ଫଳାଫଳରେ ନବମ, ଦଶମ ଓ ଏକାଦଶ ଶ୍ରେଣୀର ମାର୍କକୁ ଅନ୍ତର୍ଭୁକ୍ତ କରାଯିବ । ଦ୍ୱାଦଶ ବୋର୍ଡ ପରୀକ୍ଷାରେଁ ଏକ ନୂଆ ମୂଲ୍ୟାଙ୍କନ ମଡେଲ ଲାଗୁ କରିବାକୁ ଏନସିଇଆରଟି ପକ୍ଷରୁ…
ଖୁବଶୀଘ୍ର ଜାରି କରିବ କନଷ୍ଟେବଳ ପଦବୀରେ ନିଯୁକ୍ତି
ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି ସେମାନଙ୍କୁ ଶୀଘ୍ର ଭଲ ଖବର ମିଳିବାକୁ ଯାଉଛି । ବାସ୍ତବରେ ଷ୍ଟାଫ୍ ସିଲେକସନ କମିଶନ (ଏସଏସସି) ଖୁବ୍ ଶୀଘ୍ର ଖାଲି ପଦବୀ ପାଇଁ ବିଜ୍ଞପ୍ତି ବାହାର କରିବାକୁ ଯାଉଛି, ଯେଉଁଥିରେ ଆସାମ ରାଇଫଲ୍ସରେ ସିଏପିଏଫ, ଏନଆଇଏ, ଏସଏସଏଫ ରେ କନଷ୍ଟେବଳ (ଜିଡି) ଏବଂ…
ଗେଟ ୨୦୨୫ର ଶିଡ୍ୟୁଲ ପରିବର୍ତ୍ତନ
ଆଇଆଇଟି ପକ୍ଷରୁ ଇଞ୍ଜିନିୟରିଂ କୋର୍ସରେ ଆଡମିସନ ପାଇଁ ଗ୍ରାଜୁଏଟ୍ ଆପ୍ଟିଟ୍ୟୁଡ୍ ଟେଷ୍ଟ ଇନ୍ ଇଞ୍ଜିନିୟରିଂ (ଗେଟ) ୨୦୨୫ର ଶିଡ୍ୟୁଲ ପରିବର୍ତ୍ତନ କରାଯାଇଛି । ଏବେ ଗେଟ ୨୦୨୫ ପାଇଁ ନୂଆ ରେଜିଷ୍ଟ୍ରେସନ ତାରିଖ ଘୋଷଣା କରାଯାଇଛି । ପୂର୍ବରୁ ରେଜିଷ୍ଟ୍ରେସନ ତାରିଖ ଅଗଷ୍ଟ ୨୪ ରହିଥିବା ବେଳେ…
+୩ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର
ଚଳିତ ୨୦୨୪-୨୫ ଶିକ୍ଷାବର୍ଷରେ +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଅଂଶଗ୍ରହଣ କରି +୩ ପାଠ୍ୟକ୍ରମରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ…