Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ଆସିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ
ଆସିଲା CBSE ଦଶମ ଓ ଦ୍ୱାଦଶ ପରୀକ୍ଷା ତାରିଖ । ଫେବ୍ରୁଆରୀ ୧୫ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୮ ତାରଖ ଯାଏଁ ଚାଲିବ ଦଶମ ପରୀକ୍ଷା । ସେହିଭଳି ଫେବ୍ରୁଆରୀ ୧୫ରୁ ଅପ୍ରେଲ ୪ ତାରିଖ ଯାଏଁ ଚାଲିବ ଦ୍ୱାଦଶ ପରୀକ୍ଷା । ଏହାପୂର୍ବରୁ ଆଜି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାଦଶ ପରୀକ୍ଷା…
ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ,…
୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି
ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ।…
ଦିଲ୍ଲୀର ବାୟୁ ପ୍ରଦୂଷଣ: ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ
ସୋମବାର କ୍ରମାଗତ ଦ୍ବିତୀୟ ଦିନ ପାଇଁ ଦିଲ୍ଲୀର ବାୟୁ ପ୍ରଦୂଷଣସ୍ଥିତ ଅତି ସଂଗିନ (ସିଭିୟର ପ୍ଲସ୍) ରହିଛି। ଏପରିକି ସୋମବାର ଦିଲ୍ଲୀର ବାୟୁ ମାନକ ସୂଚୀ (ଏକ୍ୟୁଆଇ) ସର୍ବୋଚ୍ଚସ୍ତର ୪୮୬ରେ ପହଞ୍ଚିଛି। ଏଥିଲାଗି ଆଜିଠୁ ଦିଲ୍ଲୀରେ ସବୁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।…
ଟ୍ରାଫିକ କନ୍ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ
ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍ କଟା ଯାଇଥିବା ହୃଷୀକେଶ ଦାସ ନାମକ ପରୀକ୍ଷାର୍ଥୀ ଅଭିଯୋଗ…
ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ନାତକ ଏବଂ ପ୍ରଫେସନାଲମାନଙ୍କୁ ଦୁଇ ବର୍ଷ ଅଷ୍ଟ୍ରେଲିଆରେ କାମ କରିବାର ସୁଯୋଗ ଦିଆଯିବ
ଅଷ୍ଟ୍ରେଲିଆରେ କାମ କରିବାର ସ୍ୱପ୍ନ ଦେଖୁଥିବା ଦକ୍ଷ ଭାରତୀୟ ଯୁବକମାନଙ୍କୁ ସୁଯୋଗ ଦେବା ପାଇଁ ସେଠାରେ ସରକାର ଏକ ସ୍ୱତନ୍ତ୍ର ଯୋଜନା ଆରମ୍ଭ କରିଛନ୍ତି। ମୋବିଲିଟି ଆରେଞ୍ଜମେଣ୍ଟ୍ ଫର ଟ୍ୟାଲେଣ୍ଟେଡ୍ ଆର୍ଲି-ପ୍ରଫେସନାଲ୍ ସ୍କିମ୍ (MATES) ନାମକ ଏହି କାର୍ଯ୍ୟକ୍ରମ ଅଧୀନରେ ଭାରତୀୟ…
ବାଳିକା ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ପାଞ୍ଚ ବର୍ଷର କାର୍ଯ୍ୟକାଳ ବେତନ ଦାନ କଲେ ଯୁବ ସାଂସଦ
ବାଳିକାମାନଙ୍କ ଶିକ୍ଷା ପାଇଁ ଦେଶରେ ସରକାର ଅନେକ ଯୋଜନା ଚଳାଉଛନ୍ତି। ଏଥି ସହିତ, ବର୍ତ୍ତମାନ ବ୍ୟକ୍ତିଗତ ସ୍ତରରେ ନେତାମାନେ ଝିଅମାନଙ୍କ ପାଇଁ ମଧ୍ୟ ବଡ ପଦକ୍ଷେପ ଗ୍ରହଣ କରୁଛନ୍ତି | ତେବେ ବିହାରର ଯୁବ ସାଂସଦ ଶମ୍ବାଭୀ ଚୌଧୁରୀ ମଧ୍ୟ ଏଭଳି ପଦକ୍ଷେପ ନେଇଛନ୍ତି। ଲୋକସଭା ପାର୍ଟି (ରାମ…
ଫେବ୍ରୁଆରି ୨୧ ରୁ ମାଟ୍ରିକ ପରୀକ୍ଷା
ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ଦ୍ବାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା…
ଶିଶୁ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଲେ
ଆଜିର ଶିଶୁ ହେଉଛନ୍ତି ଆସନ୍ତା କାଲିର ନାଗରିକ। ଦେଶର ଭବିଷତ ହେଉଛନ୍ତି ଆଜିର ଛୋଟ ଶିଶୁ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଶୁ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ଏହା କହିଛନ୍ତି । ସେ କହିଛନ୍ତି, ଆଜିର ଶିଶୁ କାଲିର ଭବିଷ୍ୟତ ।
ମୁଖ୍ୟମନ୍ତ୍ରୀ…
ନିଯୁକ୍ତି ପରୀକ୍ଷାରେ ହେରଫେର କଲେ ଜେଲ, ଜରିମାନା
ରାଜ୍ୟ କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଅନେକ ବିଭାଗ ଓ କାର୍ଯ୍ୟଶୈଳୀ ଉପରେ ସମୀକ୍ଷା ହୋଇଥିଲା। ଏଥିରେ ନିଯୁକ୍ତି ପରୀକ୍ଷା ସଂପର୍କିତ…