Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Education
All education-related news will be uploaded will be uploaded in this page
ଜୁନ୍ ୧୭ରୁ ଖୋଲିବ ସ୍କୁଲ
ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବ । ଏନେଇ ପୂର୍ବ ପ୍ରସ୍ତୁତ କରାଯିବା ସହିତି ଶ୍ରେଣୀଗୃହ, ଶୌଚାଳୟ, କ୍ୟାମ୍ପସକୁ ପରିଷ୍କାର କରାଯିବ । ସ୍କୁଲ ଖୋଲିବାର ଦିନକ ପୂର୍ବରୁ ପାଚିକା ଓ ସହାୟିକା ସ୍କୁଲକୁ ଆସିବାକୁ କୁହାଯାଇଛି । ସେମାନେ ମଧ୍ୟାହ୍ନ ଭୋଜନ ପାଇଁ ସାମଗ୍ରୀକୁ ଯାଞ୍ଚ କରିବା ସହ…
ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ
ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ…
କାଲିଠାରୁ ଆରମ୍ଭ ହେଉଛି ଯୁକ୍ତ୨ ସିଟ୍ରେ ନାମଲେଖା
ଶୁକ୍ରବାରରୁ ଆରମ୍ଭ ହେଉଛି ୨୦୨୪-୨୫ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ପ୍ରଥମ ବର୍ଷ(ଏକାଦଶ ଶ୍ରେଣୀ)ରେ ନାମଲେଖା ପ୍ରକ୍ରିୟା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଅଧୀନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ…
ଜୁନ୍ ୨୨ରେ ହେବ ଓଡ଼ିଶା ନ୍ୟାୟିକ ସେବା-୨୦୨୩ ପ୍ରିଲିମିନାରୀ ପରୀକ୍ଷା
ଜୁନ ୨୩ରେ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବା ନେଇ ଗତ ମାସ ୨୪ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ ଓଜେଏସ୍ ପ୍ରିଲିମ୍ସ ପରୀକ୍ଷା ରିଶିଡ୍ୟୁଲ ହେବା ସହିତ ନୂଆ ତାରିଖ ଘୋଷଣା କରାଯାଇଛି । ଏନେଇ…
ଆରମ୍ଭ ହେଲା +୩ ପାଠ୍ୟକ୍ରମ ନାମଲେଖା
ଆଜିଠାରୁ +୩ ରେ ଅନଲାଇନ ମାଧ୍ୟମରେ ନାମଲେଖା ଆରମ୍ଭ ହୋଇଯାଇଛି । ସାମ୍ସ ୱେବସାଇଟ www.samsodisha.gov.inରେ ଜୁନ ୧୭ ତାରିଖ ପର୍ଯ୍ୟନ୍ତ ଅନଲାଇନ ଫର୍ମ ଜରିଆରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ପୋର୍ଟାଲ ଆବେଦନର ସମୟ ସୀମା ରାତି ୧୧ଟା ୪୫ ମିନିଟ ପର୍ଯ୍ୟନ୍ତ ରହିଛି ।ଉଚ୍ଚ ଶିକ୍ଷା…
ଓଜେଇଇ ରେଜଲ୍ଟ ପ୍ରକାଶ
ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୪)ର ଫଳାଫଳ ସୋମବାର ପ୍ରକାଶ ପାଇଛି। ଚଳିତବର୍ଷ ଓଜେଇଇ ପରୀକ୍ଷା ୬.୫.୨୦୨୪ରୁ ଆରମ୍ଭ ହୋଇ ୧୦.୦୫.୨୪ ପର୍ଯ୍ୟନ୍ତ ଚାଲିଥିଲା। ୨୦୨୪-୨୦୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷା…
ଜୁନ୍ ୨୨ରେ ହେବ ଓଡ଼ିଶା ନ୍ୟାୟିକ ସେବା-୨୦୨୩ ପ୍ରିଲିମିନାରୀ ପରୀକ୍ଷା
ଜୁନ ୨୩ରେ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବା ନେଇ ଗତ ମାସ ୨୪ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ ଓଜେଏସ୍ ପ୍ରିଲିମ୍ସ ପରୀକ୍ଷା ରିଶିଡ୍ୟୁଲ ହେବା ସହିତ ନୂଆ ତାରିଖ ଘୋଷଣା କରାଯାଇଛି । ଏନେଇ…
ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବି.ଏଡ୍. ପାଇଁ କରିପାରିବେ ଆବେଦନ
ବି.ଏଡ୍.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍.ସି.ଇ.ଆର୍.ଟି. ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆବେଦନର ସମୟ ସୀମା ମଇ ୩୧ ତାରିଖ ପର୍ଯ୍ୟନ୍ତ ଥିଲା…
ଜଳ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ମାସ୍ କମ୍ୟୁନିକେଶନ୍ ଇନ୍ଟର୍ଣ୍ଣସିପ୍ ପ୍ରୋଗ୍ରାମ ଘୋଷଣା
ଜଳ ସମ୍ପଦ, ନଦୀ ବିକାଶ ଏବଂ ଗଙ୍ଗା ନବୀକରଣ (ଡିଓଡବ୍ଲ୍ୟୁଆର୍, ଆର୍ଡି, ଜିଆର୍) ବିଭାଗ ପକ୍ଷରୁ ଗଣ ଯୋଗାଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ନାତକ/ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିବା ଛାତ୍ରଛାତ୍ରୀ କିମ୍ବା ଭାରତରେ ଗଣ ଯୋଗାଯୋଗ କ୍ଷେତ୍ରରେ…
OSSC ଜାରି କଲା ବିସ୍ତୃତ ସିଲାବସ୍
ଜୁନ୍ ମାସ ୧୨ ତାରିଖରେ ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ୨୦୨୩ ପଦର କମ୍ପ୍ୟୁଟର ଦକ୍ଷତା ଟେଷ୍ଟ କରାଯିବ । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ଅଧିନରେ ଭୁବନେଶ୍ୱର ଠାରେ ଏହି ଟେଷ୍ଟ ନିଆଯିବ । ଗୋଟିଏ ଶିଟିଂରେ ଏହି ପରୀକ୍ଷା କରାଯିବ । ମେ…