Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ଲାଗୁ ହେବ ଜାତୀୟ ଶିକ୍ଷା ନୀତି
ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ…
ଡିସେମ୍ବର ୧୫ରେ ଓସିଏସ୍ ପ୍ରିଲିମ ପରୀକ୍ଷା
ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପରୀକ୍ଷା-୨୦୨୩ର ପ୍ରିଲିମ ପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧୫ରେ ଓସିଏସ୍ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା କରୁଥିବା ଓଡିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା…
ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ହେବ
ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା' । ମୁଖ୍ୟମନ୍ତ୍ରୀ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ଏହା ସାମ୍ନାକୁ ଆସିଛି । ଏହି ଯୋଜନା ଅନୁଯାୟୀ, ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ…
ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା
ଆଜି ଏକ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ ବିଦ୍ୟାର୍ଥୀମାନଙ୍କ ସହ କରିବେ ଆଲୋଚନା। ଭାରତୀୟ ଯୁବକଙ୍କ ରାଷ୍ଟ୍ର ଗଠନରେ କଣ ଯୋଗଦାନ ରହିଛି ସେ ନେଇ ଆଲୋଚନା ହେବ । ଏହା ସହ ଭୁବନେଶ୍ୱରରେ କିଛି ଲୋକପ୍ରତିନିଧିଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଓମ୍…
ଓଡ଼ିଶାରେ UG, PG ପାଠ୍ୟକ୍ରମ ପଢ଼ୁଥିଲେ ପାଇବେ ଛାତ୍ରବୃତ୍ତି
ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । UG ,PG, ବୈଷୟିକ/ବୃତ୍ତିଗତ ପାଠ୍ୟକ୍ରମ ପଢ଼ୁଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଆରମ୍ଭ ହେଲା ଅନଲାଇନ୍ ଆବେଦନ ପ୍ରକ୍ରିୟା । ଏହି ଛାତ୍ର ବୃତ୍ତି…
୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶିକ୍ଷା ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ ଗଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅକ୍ଟୋବର ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଓ ଅଷ୍ଟ୍ରେଲିଆରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।ସିଙ୍ଗାପୁରର ପ୍ରଧାନମନ୍ତ୍ରୀ,…
ଜାତୀୟ ଶିକ୍ଷା ସପ୍ତାହ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଆଜି ଜାତୀୟ ଶିକ୍ଷା ସପ୍ତାହ ଅଧିନରେ କର୍ମଯୋଗୀ ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀର ଡଃ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବେ ମୋଦି। ସରକାରୀ କର୍ମଚାରୀଙ୍କ ବ୍ୟକ୍ତିଗତ ଏବଂ ସାଂଗଠନିକ ଦକ୍ଷତା ବିକାଶ ପାଇଁ 2020ରେ…
ପୁଣି ବଦଳିଲା CTET ପରୀକ୍ଷା ତାରିଖ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(CBSE) ପୁଣିଥରେ ତାରିଖରେ ପରିବର୍ତ୍ତନ କରିଛି । ଡିସେମ୍ବରରେ ହେବାକୁ ଥିବା ପରୀକ୍ଷରେ ସଂଶୋଧନ କରିଛି । ବର୍ତ୍ତମାନ ଏହି ପରୀକ୍ଷା ଡିସେମ୍ବର 14 ତାରିଖରେ ହେବ । ସମ୍ପୁର୍ଣ୍ଣ ବିବରଣୀ ଜାଣିବାକୁ ହେଲେ ctet.nic.in ଓ୍ବେବସାଇଟରେ ଦେଖିପାରିବେ…
ଛାତ୍ରଛାତ୍ରୀଙ୍କୁ ମିଳିବ ହାତଖର୍ଚ୍ଚ
ସହିଦ ମାଧୋସିଂ ହାତଖର୍ଚ୍ଚ ଯୋଜନାର ମାର୍ଗଦର୍ଶିକା ଜାରି କରାଯାଇଛି । ଅନୁସୂଚିତ ଜନଜାତି ବର୍ଗ ସହ ଓଡ଼ିଶାର ସ୍ଥାୟୀ ବାସିନ୍ଦା ଛାତ୍ରଛାତ୍ରୀ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରିବେ । ଅନ୍ୟ ଛାତ୍ରବୃତ୍ତି ମିଳୁଥିଲେ ମଧ୍ୟ ସହିଦ ମାଧୋସିଂ ହାତଖର୍ଚ୍ଚ ଯୋଜନାରେ ସେମାନେ ସାମିଲ ହୋଇପାରିବେ…
ସାନ୍ତାଳୀ-ଅଲଚିକି ଭାଷାରେ ସିଟି ପ୍ରବେଶିକା ପରୀକ୍ଷା ବାତିଲ୍
ସାନ୍ତାଳୀ-ଅଲଚିକି ଭାଷାରେ ସିଟି ପ୍ରବେଶିକା ପରୀକ୍ଷାକୁ ବାତିଲ୍ କରାଯାଇଛି । ଗତ ସେପ୍ଟେମ୍ବର ୧୫ ତାରିଖରେ ହୋଇଥିବା ପରୀକ୍ଷା ପ୍ରଶ୍ନପତ୍ରରେ ବୈଷୟିକ ତ୍ରୁଟି କାରଣରୁ ଏହାକୁ ବାତିଲ୍ କରାଯାଇଛି । ପରୀକ୍ଷା ବାତିଲ ହେବା ପରେ ଏବେ ନୂଆ ତାରିଖ ଘୋଷଣା କରାଯାଇଛି । ଆସନ୍ତା ୧୯ ତାରିଖରେ…