Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
Education
All education-related news will be uploaded will be uploaded in this page
ଆଇଆଇଟି ଭୁବନେଶ୍ୱରର ଗବେଷଣା ଓ ଉଦ୍ୟମିତା ପାର୍କରେ ‘୧୦୦ କ୍ୟୁବ୍ ଷ୍ଟାର୍ଟଅପ’ର ଶୁଭାରମ୍ଭ
ଓଡ଼ିଶାରେ ଯୁବପିଢିଙ୍କ ମାଧ୍ୟମରେ ନବସୃଜନରୁ ନବଉଦ୍ୟୋଗ ପ୍ରତିଷ୍ଠା କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଆଇଆଇଟି ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କର ୧୦୦ କ୍ୟୁବ୍ ଷ୍ଟାର୍ଟଅପ୍ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି…
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି
ସରକାରୀ ଚାକିରି ଖୋଜୁଥିବା ସମସ୍ତ ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଭାରତୀୟ ମହାକଶ ଗବେଷଣା ସଂସ୍ଥା (ଇସ୍ରୋ) – ୟୁଆର ରାଓ ସାଟେଲାଇଟ୍ ସେଣ୍ଟର (ୟୁଆରଏସସି) ପକ୍ଷରୁ ଆସିଛି ଏକ ବଡ଼ ନିଯୁକ୍ତି ଖବର । ପ୍ରାର୍ଥୀଙ୍କୁ ୨୨୪ଟି ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ…
ଆସିଲା ଆଡମିଟ୍ କାର୍ଡ
ଆସନ୍ତା ୨୦ ତାରିଖରେ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ ବୋର୍ଡ ପରୀକ୍ଷା । ଏହି ପରୀକ୍ଷାକୁ କିଭଳି ସଠିକ୍ ଭାବେ ପରିଚାଳନା କରାଯିବ ସେନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ), ଓଡ଼ିଶା ପକ୍ଷରୁ ସମସ୍ତ ପ୍ରକାରର ବ୍ୟବସ୍ଥା ଗ୍ରହଣ କରାଯାଇଛି । ଚଳିତ ବର୍ଷ କପିକୁ ରୋକିବା ପାଇଁ ଛାତ୍ରଛାତ୍ରୀଙ୍କ…
ସହକାରୀ ଉପ-ବିଭାଗ ଅଧିକାରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ସଚିବାଳୟ ସେବା କ୍ୟାଡରରେ ୭୧୬ ଜଣ ସହକାରୀ ଉପ-ବିଭାଗ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ । ରାଜ୍ୟ ଗୃହ ବିଭାଗର ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଏହି ନିଯୁକ୍ତିପତ୍ର ପ୍ରଦାନ କରିବେ ।ନିକଟରେ ଏଥିରେ…
ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ୫୦୦ ପଦରେ ନିଯୁକ୍ତି
ଇଣ୍ଡଷ୍ଟ୍ରିଆଲ ଡେଭଲପମେଣ୍ଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆଇଡିବିଆଇ) ପକ୍ଷରୁ ୫୦୦ଟି ପଦ ପୂରଣ ପାଇଁ ନୋଟିଫିକେସନ ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ଜୁନିୟର ଆସିଷ୍ଟାଣ୍ଟ ମ୍ୟାନେଜର ଗ୍ରେଡ-ଓ ପଦରେ ନିଯୁକ୍ତି ଦିଆଯିବ । ସବୁଠାରୁ ବଡ଼ କଥା ହେଉଛି ଏହି ପଦରେ ପ୍ରାର୍ଥୀମାନେ ମାତ୍ର ୨ ମାସର…
ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ପଦବୀ ଖାଲି
ମହିଳା ସ୍ୱାସ୍ଥ୍ୟକର୍ମୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଫେବୃଆରୀ ୧୩ ତାରିଖରେ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଏହି ଆବେଦନ ପ୍ରକ୍ରିୟା । ଉତ୍ତରାଖଣ୍ଡ ଚିକିତ୍ସା ସେବା ଚୟନ ବୋର୍ଡ ତରଫରୁ ଏହି ଭର୍ତ୍ତି ପାଇଁ ସୁଯୋଗ ପ୍ରଦାନ କରାଯାଇଛି…
ପରୀକ୍ଷାରେ ଅନିୟମତା କରୁଥିବା ଦୋଷୀଙ୍କୁ ୧୦ବର୍ଷ ଜେଲଦଣ୍ଡ ଓ ୧କୋଟି ଟଙ୍କା ଫାଇନ
ସରକାରୀ ନିଯୁକ୍ତି ମୂଳକ ପରୀକ୍ଷାରେ ଅନିୟମିତତାକୁ ରୋକିବା ପାଇଁ ଲୋକସଭାରେ ଉପସ୍ଥାପିତ ହେଲା ବିଲ୍ । ସରକାର ଆଗତ କରିଥିବା ବିଲ ନା ରହିଛି ‘ଦ ପବ୍ଲିକ ଏକ୍ସାମିନେସନ ପ୍ରିଭେନସନ ଅଫ ଅନଫେୟାର’ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ଆଗତ କରିଛନ୍ତି । ଏହି…
ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାର ଟାଇମ୍ ଟେବୁଲ୍ ଜାରି ହେଲା
ଯୁକ୍ତଦୁଇ ବାର୍ଷିକ ପରୀକ୍ଷାର ଟାଇମ୍ ଟେବୁଲ୍ ଜାରି କରାଯାଇଛି । କେଉଁ ଦିନ କେଉଁ ସମୟରେ କେଉଁ ବିଷୟ ପରୀକ୍ଷା ରହିଛି ତାହାକୁ ଛାତ୍ରଛାତ୍ରୀମାନେ ଚେକ୍ କରିପାରିବେ । ଫେବୃଆରୀ ମାସ ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ), ଓଡ଼ିଶା…
୮ ତାରିଖ ଯାଏଁ ଜାରି ରହିବ ଓଡ଼ିଆ ଭାଷା ସମ୍ମିଳନୀ: ପ୍ରଶଂସା ସାଉଁଟିଲେ ସରକାର
ଆଜି ଉଦ୍ଯାପନୀ ହେବାକୁ ଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ର ଅବଧି କୁ ଆଉ କିଛି ଦିନ ବଢ଼େଇ ଦିଆ ଯାଇଛି । ପ୍ରବଳ ଜନସମାଗମକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଛି । ସମ୍ମିଳନୀ ଆସନ୍ତା ୮ ତାରିଖ ଯାଏଁ ଜାରି ରହିବ । ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି,ମୁଖ୍ୟମନ୍ତ୍ରୀ…
ଆଇଜର ପକ୍ଷରୁ ନିଯୁକ୍ତି
ରାଜ୍ୟର ବ୍ରହ୍ମପୁର ସ୍ଥିତ ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଜର) ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ସୁପରିଟେଣ୍ଡିଙ୍ଗ ଇଞ୍ଜିନିୟର ଓ ଜୁନିୟର ସୁପରିଟେଣ୍ଡେଣ୍ଟ ପଦରେ ନିଯୁକ୍ତି ଦିଆଯିବ । ଏହି ନିଯୁକ୍ତି ବିଷୟର ଅଧିକ ତଥ୍ୟ ଜାଣିବା ପାଇଁ…