Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Education
All education-related news will be uploaded will be uploaded in this page
ନିଟ-ୟୁଜି ଦୁଇଦିନ ଭିତରେ ରେଜଲ୍ଟ ଘୋଷଣା ହେବ
ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଟ-ୟୁଜି ପରୀକ୍ଷା ରଦ୍ଦ କରାଯିବା ଓ ପୁନର୍ବାର ପରୀକ୍ଷା କରିବା ନେଇ ଅଗ୍ରାହ୍ୟ କରାଯିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ବଡ଼ ଘୋଷଣା କରିଛନ୍ତି । ଦୁଇଦିନ ଭିତରେ ଏନଟିଏ ତରଫରୁ ନିଟ-ୟୁଜିର ଅନ୍ତିମ ରେଜଲ୍ଟ ଘୋଷଣା କରାଯିବ ବୋଲି…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ରାଜ୍ୟ ସରକାର କଲେ ବଡ଼ ଘୋଷଣା। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ବିଧାନସଭାରେ ବିବୃତ୍ତି ରଖିବା…
ଓୟୁଏଟି ପକ୍ଷରୁ ନିଯୁକ୍ତି
ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ତରଫରୁ କିଛି ପଦରେ ନିଯୁକ୍ତି ଦିଅ।।ଯିବ । ଏନେଇ ଓୟୁଏଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଆଇ)ରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୨୦ ହଜାର ଟଙ୍କା ବେତନ ପ୍ରଦାନ କରାଯିବ…
ଷଷ୍ଠ ଶ୍ରେଣୀରୁ ପିଲାଙ୍କୁ ଦିଆଯିବ କୋଚିଂ
ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। ଏହା ସହ ଶିକ୍ଷା ଉପରେ ବିଶେଷ ଧ୍ୟାନ…
ଆଜି ଠାରୁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ
୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହେବ। ମୋଟ ୪,୨୬,୪୭୨ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରତି ଘଣ୍ଟାରେ କଲେଜରେ ୧୫ଜଣଙ୍କର ନାମଲେଖା କରାଯିବ। ଅଗଷ୍ଟ ୫ରେ…
ସ୍କୁଲରେ ଯୋଗ ବା ପ୍ରାଣାୟମ ବାଧ୍ୟତାମୂଳକ
ଏଣିକି ସ୍କୁଲରେ ଯୋଗ ବା ପ୍ରାଣାୟମ ବାଧ୍ୟତାମୂଳକ। ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜାରି ହୋଇଛି ଏହି ନିର୍ଦ୍ଦେଶାନାମା। ସ୍କୁଲରେ ପ୍ରାର୍ଥନା ପରେ ୧୦ ମିନିଟ୍ ଯୋଗ କରିବେ ଛାତ୍ରଛାତ୍ରୀ। ଦଣ୍ଡାୟମାନ ଅବସ୍ଥାରେ ହୋଇପାରୁଥିବା ଯୋଗ ବା ପ୍ରାଣାୟମ କରିବେ। ଏଥିରୁ କିଛି ଛାତ୍ରଛାତ୍ରୀଙ୍କୁ…
“ନାକ୍”ମାନ୍ୟତା ନିୟମରେ ପରିବର୍ତ୍ତନ
ବିଶ୍ୱ ବିଦ୍ୟାଳୟ ଓ କଲେଜ ଗୁଡିକରେ ସ୍ୱକୃତି ଓ ଅଣ ସ୍ୱୀକୃତି ମାନ୍ୟତା ପାଇଁ ନାକ୍ରେ ଆବେଦନ କରିବେ। ସ୍ୱୀକୃତି ପାଇବା ପରେ କଲେଜ ଲେଭଲ ୫ରୁ ଲେଭଲ ୧ ଯାଏ ବିଶ୍ୱବିଦ୍ୟାଳୟ କରିଥିବା ଉନ୍ନତିମୂଳକ କାର୍ୟ୍ୟ ଏବଂ ପରାମିଟର ଉପରେ ଲାଗୁ କରାଯିବ। ସବୁ ବିଶ୍ୱ ବିଦ୍ୟାଳୟ ଓ କଲେଜ ପାଇଁ ଏ ନିୟମ…
ଯୁକ୍ତ ଦୁଇ ପାଇଁ ପ୍ରଥମ କଟ ଅଫ ମାର୍କ ପ୍ରକାଶ
ଯୁକ୍ତ ଦୁଇ ୨୦୨୪ - ୨୫ ଶିକ୍ଷା ବର୍ଷ ପାଇଁ ଶନିବାର ପ୍ରଥମ କଟ ଅଫ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା। କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର ସେକେଣ୍ଡାରୀ ସ୍କୁଲ। ସେହିପରି ବିଜ୍ଞାନରେ ୯୧.୫୦% ଓ ବାଣିଜ୍ୟରେ ୭୭% ସହ ରେଭେନ୍ସା ହାୟର…
ନିଟ ୟୁଜି ଫଳାଫଳ
ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଶନିବାର ଜୁଲାଇ ୨୦ରେ ନ୍ୟାସନାଲ ଏଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ ଫର ଅଣ୍ଡର ଗ୍ରାଜୁଏଟ (NEET UG) ୨୦୨୪ପାଇଁ କେନ୍ଦ୍ର ଏବଂ ସହରର ଅନୁଯାୟୀ ଫଳାଫଳ ଘୋଷଣା କରିଛି। ଜୁଲାଇ ୧୮ରେ, ସୁପ୍ରିମକୋର୍ଟ ଏନଟିଏକୁ ନିଟ ୟୁଜି ୨୦୨୪ ଫଳାଫଳକୁ ସହର ଏବଂ…
ନିଟ ପ୍ରଶ୍ନପତ୍ର ଲିକ ମାମଲାରେ ମଧ୍ୟସ୍ଥିକୁ ଧରିଲା ସିବିଆଇ
ନିଟ ପ୍ରଶ୍ନପତ୍ର ଲିକ୍ ମାମଲାରେ ସିବିଆଇ ପାଟନାରୁ ଆଉ ଜଣେ ଅଭିଯୁକ୍ତ ସୁରେନ୍ଦ୍ର କୁମାରଙ୍କୁ ଗିରଫ କରିଛି। ସିବିଆଇ ସୁରେନ୍ଦ୍ର କୁମାରଙ୍କୁ ୪ ଦିନ ରିମାଣ୍ଡରେ ନେଇଛି। ପାଟନା ଏମ୍ସରୁ ୪ ଜଣ ଛାତ୍ରଙ୍କୁ ଗିରଫ କରିବା ପରେ ସୁରେନ୍ଦ୍ର କୁମାରଙ୍କ ନାମ ସାମ୍ନାକୁ ଆସିଥିଲା। ଏହା ପରେ ତାଙ୍କୁ…