Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Education
All education-related news will be uploaded will be uploaded in this page
ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ
ଦ୍ୱିତୀୟ ବୃହତ୍ତମ ଆଇଟି କମ୍ପାନୀ ଇନଫୋସିସ୍, ଆର୍ଥିକ ବର୍ଷ ୨୦୨୫ ପାଇଁ ପ୍ରାୟ ୧୫,୦୦୦-୨୦,୦୦୦ ଫ୍ରେସର ନିଯୁକ୍ତ କରିବ, ଯାହା ସମ୍ପ୍ରତି ତଥା ଆଗାମୀ କଲେଜ ସ୍ନାତକମାନଙ୍କୁ ଆଇଟି ଚାକିରିର ଅଫରରେ ହ୍ରାସ ପରେ ପୁଣି ଆଶା ବଢ଼ାଇବ ।ଇନଫୋସିସ୍ ଆର୍ଥିକ ବର୍ଷ୨୪ ରେ ୧୧,୯୦୦ ଫ୍ରେଶର୍ ନିଯୁକ୍ତ…
ଜାତୀୟସ୍ତରରେ ସୁନାମ ଆଣିଲେ ଓଡ଼ିଆ ଛାତ୍ର
ସର୍ବଭାରତୀୟ ସ୍ତରରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି ଜଣେ ଓଡ଼ିଆ ଛାତ୍ର । ସେ ହେଉଛନ୍ତି ବୌଦ୍ଧର ମେଡିକାଲ ଛାତ୍ର ଡା. ସିଦ୍ଧାର୍ଥ ରାହୁଲ ମହାପାତ୍ର । ସିଦ୍ଧାର୍ଥ ପୂର୍ବରୁ ୟୁକ୍ରେନର କିଭ୍ ମେଡିକାଲ ୟୁନିଭରସିଟିରୁ ଡକ୍ଟର ଅଫ୍ ମେଡିସିନରେ ଦେଶର ସର୍ବଶ୍ରେଷ୍ଠ ସ୍ନାତକ ସ୍ଥାନ ହାସଲ କରିଥିଲେ…
ରାଜ୍ୟରେ ଖୁବ୍ ଶୀଘ୍ର ହୋଇପାରେ ଛାତ୍ର ସଂସଦ ନିର୍ବାଚନ
ରାଜ୍ୟରେ ଖୁବ୍ ଶୀଘ୍ର ହୋଇପାରେ ଛାତ୍ର ସଂସଦ ନିର୍ବାଚନ । ଏଥିପାଇଁ ଛାତ୍ର ସଙ୍ଗଠନଗୁଡିକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବି ଏଥିପାଇଁ ପାଗ ଭିଡିଲାଣି । ଛାତ୍ର ସଂସଦ ନିର୍ବାଚନ ପାଇଁ ଏବିଭିପି ପ୍ରାୟ ୭୦ ପ୍ରତିଶତ କଲେଜରେ ପ୍ରାର୍ଥୀ ଦେବାକୁ ଲକ୍ଷ୍ୟ…
ଦ୍ୱାଦଶ ପାସ୍ କଲେ ମିଳିବ ୬ ହଜାର ଟଙ୍କା
ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦ୍ୱାଦଶ ଏବଂ ସ୍ନାତକ ଉତ୍ତୀର୍ଣ୍ଣ କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ସହାୟତା ଯୋଜନାର ଘୋଷଣା କରିଛନ୍ତି । ମହାରାଷ୍ଟ୍ରରେ ବଢ଼ୁଥିବା ବେକାରୀ ସମସ୍ୟାକୁ ନେଇ ବିରୋଧିମେଣ୍ଟ ବାରମ୍ବାର ସରକାରଙ୍କୁ ଘେରୁଥିବା ବେଳେ ଏହି ପ୍ରସଙ୍ଗକୁ ଦର୍ବଳ କରିବାକୁ…
ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ଶିକ୍ଷା ସପ୍ତାହ’
ବିଭିନ୍ନ ଶିକ୍ଷାନୁଷ୍ଠାନରେ ଆସନ୍ତା ୨୨ରୁ ୨୮ ତାରିଖ ପର୍ଯ୍ୟନ୍ତ ‘ଶିକ୍ଷା ସପ୍ତାହ’ ପାଳନ କରାଯିବ । ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୩ର ଚତୁର୍ଥ ବାର୍ଷିକ ଉତ୍ସବ ଅବସରରେ ଏହା ପାଳନ କରାଯିବ । ଏନେଇ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନକୁ ଓଡ଼ିଶା ରାଜ୍ୟ ସ୍କୁଲ କାର୍ଯ୍ୟକ୍ରମ ପ୍ରାଧିକରଣ…
ଯୁକ୍ତ୩ ନାମଲେଖା ପାଇଁ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ
୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧୮ ତାରିଖ ସକାଳ ୯ଟାରୁ ୨୨ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ। ଅଗଷ୍ଟ ୧ରେ ଯୁକ୍ତ୩ ପ୍ରଥମ ବର୍ଷ ପାଠପଢ଼ା…
୧୯ରେ ସିୟୁଇଟି-ୟୁଜି ପରୀକ୍ଷା
ଏନ୍ଟିଏ ୧,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍ (ସିୟୁଇଟି-ୟୁଜି) ପରୀକ୍ଷା ୧୯ରେ ପୁଣିଥରେ କରାଇବାକୁ ଘୋଷଣା କରିଛି। ଏହି ଛାତ୍ରୀଛାତ୍ର ପରୀକ୍ଷା ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ଏନ୍ଟିଏ ନିକଟରେ ଅଭିଯୋଗ…
ସିୟୁଇଟି-ୟୁଜି ପୁନଃ ପରୀକ୍ଷା କେବେ ?
ସିୟୁଇଟି-ୟୁଜି ପୁନଃ ପରୀକ୍ଷା ପାଇଁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ତାରିଖ ଘୋଷଣା କରିଛି । ଏ ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁଯାୟୀ, ଜୁଲାଇ ୧୯ରେ ସିୟୁଇଟି ୟୁଜି ପୁନଃ ପରୀକ୍ଷା ହେବ । ଏହି ପରୀକ୍ଷା କମ୍ପ୍ୟୁଟର ଆଧାରିତ ପରୀକ୍ଷା ହେବ । ଏହି…
ପ୍ରିଲିମିନାରୀ ପରୀକ୍ଷା ପାସ୍ କଲେ ପ୍ରାର୍ଥୀଙ୍କୁ ମିଳିବ ଲକ୍ଷ ଟଙ୍କାର ସହାୟତା
ସଂଘୀୟ ଲୋକସେବା ଆୟୋଗ (ୟୁପିଏସସି) ଦ୍ୱାରା ପରିଚାଳିତ ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେବା ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କର ଏକ ସ୍ୱପ୍ନ ଥାଏ । ତେବେ ଅନେକ ମେଧାବୀ ଛାତ୍ରଛାତ୍ରୀ ବାରମ୍ବାର ପରିଶ୍ରମ କରିବା ପରେ ବି ଏଥିରେ ଅସଫଳ ହୋଇଥାନ୍ତି । ତେବେ ଆପଣ ଯଦି ସିଭିଲ୍…
ଗେଟ ୨୦୨୫ ପରୀକ୍ଷା ତାରିଖ ଘୋଷଣା
ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ରୁରକୀ ପକ୍ଷରୁ ଇଞ୍ଜିନିୟରିଂ କୋର୍ସରେ ଆଡମିସନ ପାଇଁ ଗ୍ରାଜୁଏଟ୍ ଆପ୍ଟିଟ୍ୟୁଡ୍ ଟେଷ୍ଟ ଇନ୍ ଇଞ୍ଜିନିୟରିଂ (ଗେଟ) ୨୦୨୫ର ତାରିଖ ଘୋଷଣା କରାଯାଇଛି । ଶିଡ୍ୟୁଲ ଅନୁସାରେ ୨୦୨୫ର ଗେଟ ପରୀକ୍ଷା ଫେବୃଆରୀ ମାସର ୧, ୨, ୫ ଓ ୧୬ ତାରିଖରେ…