Trending
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
- ସରିଲା ମାଟ୍ରିକ୍ ପରୀକ୍ଷା, ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ
- ପଶ୍ଚିମ ଏସିଆରେ ଉତ୍ତେଜନା ଓ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ଦେଖି ଟେନସନରେ ଭାରତ,ଭାରତୀୟଙ୍କୁ ସୁରକ୍ଷା ଦବା କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଆମେରିକା ଦୂତାବାସ ସମ୍ପତ୍ତି ଭଙ୍ଗାରୁଜା କଲେ ପ୍ରଦର୍ଶନକାରୀ,୧୨ ମୃତ ୬୦ରୁ ଅଧିକ ଆହତ
Browsing Category
Education
All education-related news will be uploaded will be uploaded in this page
୨୦ ଜଣ ପିଲାଙ୍କୁ ରାଷ୍ଟ୍ରୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କରିଛନ୍ତି। ଦଶମ ଏବଂ ଶେଷ ଶିଖ ଗୁରୁ ଶ୍ରୀ ଗୋବିନ୍ଦ ସିଂହଙ୍କ ଚାରି ପୁତ୍ରଙ୍କ ସହିଦତାକୁ ସମ୍ମାନ ଜଣାଇ ପ୍ରତିବର୍ଷ ଡିସେମ୍ବର ୨୬କୁ ବୀର ବାଳ ଦିବସ ଭାବରେ ପାଳନ କରାଯାଏ ଏବଂ ପ୍ରଧାନମନ୍ତ୍ରୀ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ ପାଇଁ ଆବେଦନ ଆରମ୍ଭ
ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବେ ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ ପାଇଁ ୨୪…
ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଓ ଉତ୍ସାହିତ ବାତାବରଣ ସୃଷ୍ଟି କରିବା ପାଇଁ ବିଧାୟକ ମେଧା ସମ୍ମାନ-୨୦୨୫ର ଶୁଭାରମ୍ଭ
ବିଧାୟକ ମେଧା ସମ୍ମାନ-୨୦୨୫ର ଶୁଭାରମ୍ଭ କଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ଭଦ୍ରକ ଜିଲ୍ଲା ଧାମନଗର ନିର୍ବାଚନ ମଣ୍ଡଳୀରେ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଓ ଉତ୍ସାହିତ ବାତାବରଣ ସୃଷ୍ଟି କରିବା ପାଇଁ ଏକ ଅଭିନବ ପ୍ରୟାସ ଆରମ୍ଭ ହୋଇଛି । ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା,…
ଜାନୁଆରି ୨୦୨୬ ସତ୍ର ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ
ଭୁବନେଶ୍ୱର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଜାନୁଆରୀ–୨୦୨୬ ଶିକ୍ଷା ସତ୍ର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଆଗ୍ରହୀ ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ।
ଭିନ୍ନ…
ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା
ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ…
ଫର୍ମ ଫିଲଅପ ପାଇଁ CHSE ଦେଲା ଶେଷ ସୁଯୋଗ
ଯେଉଁମାନେ ଅନିବାର୍ଯ୍ୟ କାରଣରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିପାରି ନଥିବେ ସେମାନେ ଆସନ୍ତା ଡିସେମ୍ବର ୧୮ ସୁଦ୍ଧା କରି ପାରିବେ । ଯେଉଁଥିପାଇଁ ଆଜି ମିଳିବାକୁ ଥିବା ଆଡମିଟ କାର୍ଡ ଡିସେମ୍ବର ୧୯ ତାରିଖରେ ମିଳିବ ବୋଲି CHSE କହିଛି । ତେବେ ବିନା ଆଡମିଟ କାର୍ଡରେ ପିଲାମାନେ…
୭ମ ରାଜ୍ୟ ପୁସ୍ତକ ମହୋତ୍ସବ: ୧୦୦ରୁ ଅଧିକ ବହି କିଣିଲେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଛି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଚଳିତ ବର୍ଷ ୫୫୦ଟି ଷ୍ଟଲ ରହିଥିବା ବେଳେ ପୁସ୍ତକ ମହୋତ୍ସବରେ ୨୦୦ରୁ ଉର୍ଦ୍ଧ୍ୱ ପ୍ରକାଶକ ଓ ପୁସ୍ତକ ବିକ୍ରେତା ଭାଗ ନେଇଛନ୍ତି।
ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ…
ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା
ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି।
ସମସ୍ତ ପରୀକ୍ଷା…
ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ: ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ…
ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ୨୧ରେ ହେବାକୁ ଥିବା କଳା,…
ଶିକ୍ଷକ ବିଦ୍ୟାଳୟ ଛାଡି , ପାଠପଢ଼ା ଛାଡି ଧାରଣାରେ ବସିବା କେତେ ଦୂର ଠିକ୍ ?
ବର୍ଷ ବର୍ଷ ଧରି ଶିକ୍ଷକମାନଙ୍କ ଦାବିନେଇ ଚାଲିଛି ଆନ୍ଦୋଳନ । ଚାକିରି ନିୟମିତ କରିବା ଏବଂ ୪୨୦୦ ଟଙ୍କା ଗ୍ରେଡ୍ ପେ' ଭଳି ଦାବି ମାନିନେବାକୁ ଶିକ୍ଷକମାନେ ଦାବି କରୁଛନ୍ତି । ବିଭିନ୍ନ ଦାବିନେଇ ବିଦ୍ୟାଳୟ ଛାଡି ରାଜଧାନୀରେ ଏବେ ଶିକ୍ଷକ ଧାରଣାରେ ବସିଛନ୍ତି । ପ୍ରାଥମିକ ଶିକ୍ଷକମାନେ…