Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Education
All education-related news will be uploaded will be uploaded in this page
୧୫ ଟି ଦେଶରେ ନିଯୁକ୍ତି
ସ୍କିଲ୍ ଇଣ୍ଡିଆ ଇଣ୍ଟରନ୍ୟାସନାଲ ମିଶନରେ ଦକ୍ଷତା ତାଲିମ ନେଇ ଯୁବକମାନେ ବିଦେଶରେ ଟଙ୍କା ରୋଜଗାର କରୁଛନ୍ତି । ଆନ୍ତର୍ଜାତୀୟ ଭ୍ରମଣର ଏହି ପଦକ୍ଷେପ ଅନୁଯାୟୀ, ଗତ ଦେଢ଼ ବର୍ଷରେ ୨୬ ହଜାରରୁ ଅଧିକ ଯୁବକ ୧୫ ଟି ଦେଶରେ ନିଯୁକ୍ତି ପାଇଛନ୍ତି ।
ସ୍ୱାସ୍ଥ୍ୟ ସେବା, ପର୍ଯ୍ୟଟନ, ଖୁଚୁରା,…
ନାଲକୋ ଜାରି କଲା ବିଜ୍ଞପ୍ତି
ନାଲକୋ ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ଆସନ୍ତା ୪ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଓ ତାହା ଏପ୍ରିଲ ମାସ ୨ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ନାଲକୋର ଅଫିସିଆଲ ୱେବସାଇଟକୁ ଯାଇ ଏ ବାବଦରେ ସବିଶେଷ ତଥ୍ୟ ପାଇ ପାରିବେ । ଏହି ନିଯୁକ୍ତି…
ହାଇକୋର୍ଟରେ ଅନୁବାଦକ ପଦ ଖାଲି
ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନୁବାଦକ ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ମାସ ୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଜାରି ରହିବ । ପ୍ରାର୍ଥୀଙ୍କୁ ୩୫,୪୦୦- ୧,୧୨,୪୦୦ ସ୍କେଲ ପେ’ ଅନୁସାରେ ବେତନ ପ୍ରଦାନ କରାଯିବ । ଦରମା ସହିତ ପ୍ରାର୍ଥୀଙ୍କୁ ମହଙ୍ଗା…
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ବଲାଙ୍ଗିର ପକ୍ଷରୁ ବିଜ୍ଞପ୍ତି
ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଅନେକ ପଦ ପୂରଣ ହେବ । ସେନେଇ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ପ୍ରଫେସର, ଆସୋସିଏଟ୍ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର / ଗେଷ୍ଟ ଫାକଲଟି ଭାବେ ନିଯୁକ୍ତି ଦିଆଯିବ…
ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିଲା ନୂଆ-ଓ ସ୍କଲାରସିପ
ସମ୍ବଲପୁର: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିଲା ନୂଆ-ଓ ସ୍କଲାରସିପ । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିଲା ନୂଆ-ଓ ସ୍କଲାରସିପ । ଛାତ୍ରୀଙ୍କୁ ବାର୍ଷିକ ୧୦ ହଜାର ଓ ଛାତ୍ରଙ୍କୁ ୯ ହଜାର ଟଙ୍କା ଲେଖାଏଁ ସ୍କଲାରସିପ ପ୍ରଦାନ କରାଯାଇଛି । ଆଜି ରାଜ୍ୟର ତିନି ଜିଲ୍ଲାକୁ ଯାଇ…
ଆରମ୍ଭ ହେବ ‘ନୂଆ-ଓ’ ଛାତ୍ରବୃତ୍ତି ବିତରଣ
ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ‘ନୂଆ-ଓ ଛାତ୍ରବୃତ୍ତି’ ଆଜିଠୁ ବିତରଣ କରାଯିବ । ଆଜି ସମ୍ୱଲପୁର, ଦେବଗଡ, ଅନୁଗୋଳ ଜିଲ୍ଲାରେ ଏହି ଛାତ୍ରବୃତ୍ତି ବିତରଣ କରାଯିବ।କିଛି ଦିନ ତଳେ ରାଜ୍ୟ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ…
ଓଡ଼ିଶାର ବଡ଼ମାଳ ଗୋଳାବାରୁଦ କାରଖାନାରେ ନିଯୁକ୍ତି ସୁଯୋଗ
ରାଜ୍ୟର ବଲାଙ୍ଗିର ଜିଲ୍ଲାରେ ଥିବା ବଡ଼ମାଳ ଗୋଳାବାରୁଦ କାରଖାନାରେ କିଛି ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୧୯,୯୦୦ ଟଙ୍କା ବେତନ ସହିତ ମହଙ୍ଗା ଭତ୍ତା ପ୍ରଦାନ କରାଯିବ । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ବିଜ୍ଞପ୍ତି ଲିଙ୍କକୁ ଯାଇ ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ…
କେନ୍ଦୁଝର ଜିଲାର ବିଭିନ୍ନ ମାଟ୍ରିକ ପରୀକ୍ଷା କେନ୍ଦ୍ରରେ କପି ହେଉଥିବା ଏଆଇ ପକ୍ଷରୁ ଜଣାପଡ଼ିଛି
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କପି ହେଉଥିବା ଅଭିଯୋଗ ହେଉଛି । ଏହା ମଧ୍ୟ ସିସିଟିଭି କ୍ୟାମେରାରେ ଧରାପଡୁଛି । କେନ୍ଦୁଝରରେ ଏଆଇ କ୍ୟାମେରା କପି ଧରିଛି । ଜିଲା ଶିକ୍ଷା ବିଭାଗ ପକ୍ଷରୁ କେନ୍ଦ୍ରର ୬ ଅଧୀକ୍ଷକ ଓ ପର୍ଯ୍ୟବେକ୍ଷକଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷା ଅଧିକାରୀ ଗୌରୀରାଣୀ…
‘ସ୍ୱୟମ୍’ ଯୋଜନା ପାଇଁ ଆବେଦନ ଆରମ୍ଭ
ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ସ୍ୱୟମ୍’ । ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି । ଯୋଗ୍ୟ ବ୍ୟକ୍ତି ଅନଲାଇନ୍ ଓ ଅଫଲାଇନ୍ ଆବେଦନ କରିପାରିବେ । ସରକାର ଦେଉଥିବା ଋଣ ଅର୍ଥରେ ନୂଆ କିମ୍ବା ପୁରୁଣା ବ୍ୟବସାୟ ବଢାଇ ପାରିବେ । ଋଣ…
ନିଜ ମନ ପସନ୍ଦ କୋର୍ସରେ କରନ୍ତୁ ଆଡମିସନ୍
ବୋର୍ଡ଼ ପରୀକ୍ଷାକୁ ନେଇ ଚିନ୍ତିତ ଛାତ୍ରଛାତ୍ରୀ । ସମସ୍ତଙ୍କ ଇଚ୍ଛା ଥାଏ ଭଲ କଲେଜ ବା ବିଶ୍ୱବିଦ୍ୟାଳୟରେ ମନପସନ୍ଦ ବିଷୟ ଅଧ୍ୟୟନ କରିବେ । କିନ୍ତୁ ଅନେକ ସମୟରେ ଏହା ସମ୍ଭବ ହୋଇନଥାଏ । କେତେ ବେଳେ ଆଡମିସନର କଟ୍ ଅଫ୍ ମାର୍କ କାରଣରୁ ମେରିଟ ଲିଷ୍ଟରେ ନାଁ ନଥାଏ ତ ପୁଣି କେତେ ବେଳେ ଅଧିକ ଫି…