Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
Education
All education-related news will be uploaded will be uploaded in this page
ପ୍ରତ୍ୟେକ ପାଠ୍ୟକ୍ରମ ଡିଜିଟାଲରେ ମିଳିବ
ନୂଆ ନୂଆ ପାଠ୍ୟକ୍ରମ ସହ ଆଧୁନିକ ଯୁଗକୁ ପ୍ରାଧାନ୍ୟ ଦେଉଛନ୍ତି ଭାରତ ସରକାର। ତେବେ ୧୬ ବର୍ଷରୁ କମ୍ ପିଲା ଅର୍ଥାତ ସ୍କୁଲ ପିଲା ଏଣିକି କୋଚିଂ ସେଣ୍ଟରରେ ପାଠ ପଢ଼ିବେନି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସର୍ବନିମ୍ନ ମାନ ପାଇଁ ସରକାର ଏପରି ଗାଇଡଲାଇନ୍ ଆଣିଥିବା କୁହାଯାଉଛି। ଏନେଇ ଗତକାଲି…
ନର୍ସରୀରୁ ଅଷ୍ଟମ ପିଲାଙ୍କ ସ୍କୁଲ ଟାଇମ ପରିବର୍ତ୍ତନ
ଏକ ନୂଆ ସମୟରେ ସ୍କୁଲକୁ ଆସିବେ ଛାତ୍ରଛାତ୍ରୀ । ନର୍ସରୀ ପିଲାଙ୍କଠାରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ଟାଇମିଙ୍ଗରେ ଏକ ବଡ଼ ପରିବର୍ତ୍ତନ କରିବା ପାଇଁ ଘୋଷଣା କରାଯାଇଛି । ବୃଦ୍ଧି ପାଉଥିବା ଶୀତ ଲହରିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ଏବେ…
OFDC ପକ୍ଷରୁ ଜାରି ହେଲା ଆଡମିଟ୍ କାର୍ଡ
ଓଡ଼ିଶା ଓଡ଼ିଶା ବନ ଉନ୍ନୟନ ନିଗମ ଲିମିଟେଡ (ଓଏଫଡିସିଏଲ) ପକ୍ଷରୁ ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେଥିପାଇଁ ନଭେମ୍ବର ମାସ ୨୨ ତାରିଖରୁ ଡିସେମ୍ବର ମାସ ୧୨ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଚାଲିଥିଲା । ପ୍ରାର୍ଥୀଙ୍କୁ ଆକାଉଣ୍ଟସ ଆସିଷ୍ଟାଣ୍ଟ ଗ୍ରେଡ-୨,…
କନଷ୍ଟେବଳଙ୍କ ବମ୍ପର ନିଯୁକ୍ତି
ରାଜ୍ୟରେ କନଷ୍ଟେବଳଙ୍କ ବମ୍ପର ପୋଷ୍ଟରେ ନିଯୁକ୍ତି କରାଯିବ। ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଶୀଘ୍ର ଆରମ୍ଭ ହେବ। ଆବେଦନ କରିବାକୁ, ପ୍ରାର୍ଥୀମାନେ ଅଫିସିଆଲ୍ ସାଇଟ୍ jssc.nic.in କୁ ଯାଇ ଆବେଦନ କରିପାରିବେ। ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ୨୨ ଜାନୁୟାରୀ ୨୦୨୪ ରୁ ଆରମ୍ଭ…
ବଦଳିଲା ସ୍କୁଲର ନିୟମ
ଅସହ୍ୟ ଥଣ୍ଡାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ସରକାର ସ୍କୁଲ ବନ୍ଦ କରିବାର ନିଷ୍ପତ୍ତି ନେଇଥିଲେ । ଏହି କ୍ରମରେ ଦେଶର ରାଜଧାନୀ ଦିଲ୍ଲୀର ସମସ୍ତ ସ୍କୁଲ ମଧ୍ୟ ବନ୍ଦ ରହିଥିଲା। ଜାନୁଆରୀ ୧୨ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ନର୍ସରୀ ଠାରୁ ୫ମ ଶ୍ରେଣୀ ପର୍ୟ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ…
ନିଯୁକ୍ତି ଦେବ ଇନକମ୍ ଟ୍ୟାକ୍ସ ଡିପାର୍ଟମେଣ୍ଟ
ଇନକମ୍ ଟ୍ୟାକ୍ସ ଡିପାର୍ଟମେଣ୍ଟ ମୁମ୍ବାଇ ଅଞ୍ଚଳର ସ୍ପୋର୍ଟସ କୋଟା ଅଧୀନରେ ଇନ୍ସପେକ୍ଟର, ଷ୍ଟେନୋଗ୍ରାଫର, ଟ୍ୟାକ୍ସ ଆସିଷ୍ଟାଣ୍ଟ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି । ଏହି ଅଭିଯାନ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଅଫିସିଆଲ୍…
ଭାରତୀୟ ସେନାରେ ନିଯୁକ୍ତି ସୁଯୋଗ
ଭାରତୀୟ ସେନାରେ ଅନେକ ସମୟରେ ବିଭିନ୍ନ ପଦରେ ନିଯୁକ୍ତି ସୁଯୋଗ ଆସିଥାଏ । ତେବେ ସେନାରେ ସମୟ ସମୟରେ ବିଟେକ ଏବଂ ବିଇ ପ୍ରାର୍ଥୀଙ୍କ ପାଇଁ ନିଯୁକ୍ତି ସୁଯୋଗ ବାହାରିଥାଏ । ତେବେ ସେନାରେ ପ୍ରି-ଫାଇନାଲ ଇୟର ୟୁନିଭର୍ସିଟି ସ୍କିମ ଅଧୀନରେ ସେନାରେ ସ୍ଥାୟୀ କମିଶନ ଚାକିରୀ ଉପଲବ୍ଧ ଥାଏ ଯାହା…
ସ୍କୁଲ-କଲେଜ ବନ୍ଦ
ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ବିଶ୍ୱବ୍ୟାପୀ କରାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ସମସ୍ତ ପ୍ରକାରର ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି । ଏହି ଉତ୍ସବରେ ୧୧ ହଜାରରୁ ଅଧିକ ଭିଆଇପି ଯୋଗଦେବେ । ସମସ୍ତ ଅତିଥିମାନେ ଅଯୋଧ୍ୟାରେ ପହଞ୍ଚିବା ପରେ ସେମାନଙ୍କୁ ଖାସ୍ ଉପହାର ପ୍ରଦାନ କରଯିବା ନେଇ…