Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Education
All education-related news will be uploaded will be uploaded in this page
ନିଟ୍ ପିଜି ପରୀକ୍ଷା
ଆସନ୍ତା ଅଗଷ୍ଟ ୧୧ ତାରିଖରେ ନିଟ୍ ପିଜି ପରୀକ୍ଷା ଅନୁଷ୍ଠିତ ହେବା ନେଇ ଘୋଷଣା କରାଯାଇଛି । ଏହି ପରୀକ୍ଷା ଦୁଇଟି ସିଫ୍ଟରେ ଅନୁଷ୍ଠିତ ହେବ । ଗତ ଜୁନ୍ ୨୧୩ ତାରିଖରେ ନିଟ୍ ପିଜି ପରୀକ୍ଷା ହେବାକୁ ଥିବା ବେଳେ ଏହାକୁ ସ୍ଥଗିତ ରଖାଯାଇଥିଲା । ନିଟ୍ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାକୁ…
ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ ଯିବା ଆସିବା ଖର୍ଚ୍ଚ
ଦେଶର ଅଧିକାଂଶ ରାଜ୍ୟରେ ଗ୍ରାମାଞ୍ଚଳ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ପିଲାମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ଲାଗି ସରକାର ମଧ୍ୟାହ୍ନଭୋଜନ, ପୋଷାକ ବଣ୍ଟନ, ସାଇକେଲ ବଣ୍ଟନ ଭଳି ଯୋଜନା କରୁଛନ୍ତି। ତଥାପି ଉପସ୍ଥାନ ହାର ବଢୁନାହିଁ। ଏପରି ସ୍ଥଳେ ରାଜସ୍ଥାନ ସରକାର…
OSSSC ପକ୍ଷରୁ ସୂଚନା
ଆସନ୍ତା ଅଗଷ୍ଟ ମାସ ୩ ତାରିଖ (ଶନିବାର) ଦିନ ଫାର୍ମାସିଷ୍ଟ ଓ ମଲ୍ଟିପର୍ପୋଜ ସ୍ୱାସ୍ଥ୍ୟ କର୍ମୀ (ପୁରୁ) ପଦ ପାଇଁ ଲିଖିତ ପରୀକ୍ଷା ଆୟୋଜିତ ହେବ । ମିଳତ ନିଯୁକ୍ତି ପରୀକ୍ଷା-୨୦୨୩ (୩) ଅଧିନରେ କମ୍ପ୍ୟୁଟର ବେସଡ୍ ରିକ୍ରୁଟମେଣ୍ଟ ଟେଷ୍ଟ (ସିବିଆରଟି) ଜରିଆରେ ଏହି ପରୀକ୍ଷା ହେବ । ପରୀକ୍ଷା…
ଇଗ୍ନୋରେ ନାମଲେଖା ଅବଧି ୧୫ ତାରିଖକୁ ବୃଦ୍ଧି
ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ-ଇଗ୍ନୋର ନାମଲେଖା ଅବଧି ଆସନ୍ତା ୧୫ ତାରିଖକୁ ବୃଦ୍ଧି କରାଯାଇଛି । ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡୁଥିବା କିମ୍ବା ଶିକ୍ଷା ପାଇବାରୁ ବଞ୍ଚିତ ଛାତ୍ରୀଛାତ୍ର ବା ବ୍ୟକ୍ତିବିଶେଷ ସମସ୍ତ ବିଭାଗରେ ଅଣ୍ଡରଗ୍ରାଜୁଏଟ୍, ପୋଷ୍ଟ ଗ୍ରାଜୁଏଟ୍,…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପ୍ରଫେସର ପଦ ଖାଲି
ରାଜ୍ୟର ବ୍ରହ୍ମପୁର ବିଶ୍ୱବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀମାନେ ପ୍ରାସଙ୍ଗିକ ବିଷୟରେ ମାଷ୍ଟର ଡିଗ୍ରୀ କରିଥିବା ଆବଶ୍ୟକ । ଜୁଲାଇ ୧୦ ତାରିଖ ଆବେଦନର ଅନ୍ତିମ ତାରିଖ ରହିଛି । ଆବେଦନ କରିବା ପୂର୍ବରୁ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ଭଲ…
ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର
ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।ଛାତ୍ର…
ଯୁକ୍ତ୨ ନାମଲେଖା ଅବଧି ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି
୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା…
ପ୍ରଶ୍ନପତ୍ର ପ୍ରଘଟ ପରେ ପୁନର୍ବାର ଅନୁଷ୍ଠିତ ହୋଇଥିବା ନିଟ୍ ପରୀକ୍ଷା ଫଳ ପ୍ରକାଶ
ପ୍ରଶ୍ନପତ୍ର ପ୍ରଘଟ ପରେ ପୁନର୍ବାର ଅନୁଷ୍ଠିତ ହୋଇଥିବା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ନିଟ୍) ୟୁଜି ଫଳାଫଳ ପ୍ରକାଶ ପାଇଛି। ଜାତୀୟ ପରୀକ୍ଷା ପରିଚାଳନା ସଂସ୍ଥା(ଏନଟିଏ) ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ଯେଉଁ ପରିକ୍ଷାର୍ଥୀମାନେ ପରୀକ୍ଷା ଦେଇଥିଲେ ସେମାନେ ଏନଟିଏର…
ଭାରତୀୟ ଡାକ ବିଭାଗରେ ୩୫ ହଜାର ପଦବୀ ଖାଲି
ଦଶମ ପାସ୍ ପ୍ରାର୍ଥୀଙ୍କ ପାଇଁ ଏକ ଭଲ ସୁଯୋଗ ସୃଷ୍ଟି ହୋଇଛି । ଗ୍ରାମିଣ ଡାକ ସେବାଙ୍କ ବମ୍ପର ପୋଷ୍ଟ ପାଇଁ ଇଣ୍ଡିଆ ପୋଷ୍ଟ ଘୋଷଣା କରିଛି । ବର୍ତ୍ତମାନ ଏହି ନିଯୁକ୍ତି ବିଷୟରେ କେବଳ ସଂକ୍ଷିପ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି ।ବିସ୍ତୃତ ବିଜ୍ଞପ୍ତି ଆଜି ଠାରୁ କିଛି ଦିନ ପରେ ୧୫ ଜୁଲାଇ ୨୦୨୪…
ବଦଳିପାରେ ହାଇସ୍କୁଲ ୟୁନିଫର୍ମ
ଆଗାମୀ ଦିନରେ ବଦଳିପାରେ ସ୍କୁଲ ୟୁନିଫର୍ମ। ଏନେଇ ସଙ୍କେତ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ଯେପରି ଅଛି, ସେହିପରି ରହିବ। ହେଲେ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ପରିବର୍ତ୍ତନ କରାଯାଇପାରେ। ଏନେଇ ଆଲୋଚନା…