Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ଦଶମ ଶ୍ରେଣୀ ଛାତ୍ରଙ୍କୁ ମାରିଦେଲେ ମାଓବାଦୀ
ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଏପରି ବର୍ବର କାଣ୍ଡ ଘଟାଇଛନ୍ତି ବୋଲି କୁହାଯାଉଛି। ଗତ ଦଶଦିନ ତଳେ ମୃତ ଛାତ୍ରଙ୍କ ବଡ ଭାଇଙ୍କୁ ମଧ୍ୟ ମାଓବାଦୀମାନେ ପୋଲିସ…
ଘୁଞ୍ଚିବନି ଓଟିଇଟି ପରୀକ୍ଷା
ଅଗଷ୍ଟ ୧୭ରେ ହେବ ଓଟିଇଟି ପରୀକ୍ଷା। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଟିଇଟିକୁ ଘୁଞ୍ଚାଇବାକୁ ଦାବି କରାଯାଇଥିବା ବେଳେ ସେ ବାବଦରେ ବୋର୍ଡ କର୍ତ୍ତୃପକ୍ଷ କୌଣସି ନିଷ୍ପତ୍ତି ନେଇନାହାନ୍ତି । ଏହାଫଳରେ ଗୋଟିଏ ଦିନରେ ଦୁଇଟି ପରୀକ୍ଷା କେମିତି…
ଆସନ୍ତାକାଲିଠାରୁ ନିଟ୍ ୟୁଜି ୨୦୨୪ କାଉନସେଲିଂ
ମେଡିକାଲ କାଉନସେଲିଂ କମିଟି ବା ଏମସିସି ଅଗଷ୍ଟ ୧୪ ବୁଧବାରଠାରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ୟୁଜି କାଉନସେଲିଂ ୨୦୨୪ ଆରମ୍ଭ କରିବ। ନିଟ୍ ୟୁଜି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଏବଂ ଆବେଦନ ଫର୍ମ ଦାଖଲ କରିବାକୁ ଇଚ୍ଛୁକ ପ୍ରାର୍ଥୀମାନେ mcc.nic.in ଅଫିସିଆଲ…
ଟପ୍-୧୦୦ରେ ଓଡ଼ିଶାର ୩ ପ୍ରମୁଖ ଶିକ୍ଷାନୁଷ୍ଠାନ
ଓଭରଅଲ ରାଙ୍କିଂର ଟପ୍ -୧୦୦ରେ ଓଡ଼ିଶାର ୩ ପ୍ରମୁଖ ଶିକ୍ଷାନୁଷ୍ଠାନ ରହିଛି। ରାଜ୍ୟର ୩ ପ୍ରମୁଖ ଶିକ୍ଷାନୁଷ୍ଠାନ ଭିତରେ ଆଗରେ ରହିଛି ‘ସୋଆ’। ୬୦.୭୩% ସ୍କୋର୍ ସହ ‘ସୋଆ’ ଜାତୀୟ ରାଙ୍କିଂର ୨୪ତମ ସ୍ଥାନରେ ରହିଛି। ଏହା ପଛରେ କିଟ୍ ୫୯.୯୪% ସ୍କୋର୍ ସହ ୨୮ତମ ସ୍ଥାନରେ ଅଛି। ୩୪ତମ ସ୍ଥାନରେ…
ଆଜି ମେଧା ତାଲିକା ବାହାରିବ
ଆଜି ପ୍ରକାଶ ପାଇବ ବିଇଡି, ବିଏଚ୍ଇଡି ଏବଂ ଏମ୍ଇଡି ନାମଲେଖା ପାଇଁ ମେଧା ତାଲିକା I ସୋମବାର ଅପରାହ୍ଣ ୨ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମେଧା ତାଲିକାରେ ନାମଲେଖା ପାଇଁ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ସାମସ ୱେବସାଇଟ ମାଧ୍ୟମରେ ୧୨ରୁ ୧୬ତାରିଖ ଭିତରେ ଅନଲାଇନ ଫି’…
ମହଙ୍ଗା ହେଲା ଏମବିବିଏସର ଫିସ୍
ସରକାରୀ ଏବଂ ବେସରକାରୀ ମେଡିକାଲ୍ କଲେଜର ଫିସ୍ ୫ ପ୍ରତିଶତ ବୃଦ୍ଧି ପାଇଛନ୍ତି । ଏଥି ପାଇଁ ମେଡିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ଡିପାର୍ଟମେଣ୍ଟ ପଞ୍ଜାବ ରାଜ୍ୟର ସମସ୍ତ ସରକାରୀ ଓ ପ୍ରାଇଭେଟ୍ ମେଡିକାଲ କଲେଜରେ ଏମବିବିଏସ କୋର୍ସର ଫିସ୍ ୫ ପ୍ରତିଶତ ବୃଦ୍ଧି କରି ଏମବିବିଏସ ଆଡମିସନକୁ…
ଚାକିରି ଦେବା ନାଁ ରେ ଲୁଟିଲେ ଶିକ୍ଷୟିତ୍ରୀ, ଏବେ ଗଲେ ଜେଲ
ଚାକିରି କରାଇ ଦେବା ନାଁରେ ଅର୍ଥ ତୋଷରପାତ କରି ଜଣେ ଶିକ୍ଷୟିତ୍ରୀଙ୍କୁ ଶେଷରେ ଜେଲ୍ ଯିବାକୁ ପଡ଼ିଛି। ଶିକ୍ଷୟିତ୍ରୀ ଜଣଙ୍କ ଚାକିରି କରାଇଦେବା ନାଁରେ ବିଭିନ୍ନ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ବେଳେ ଠକାମିର ଶିକାର ଜଣେ ଯୁବତୀ ଶେଷରେ ଘସିପୁରା ଥାନାରେ ଲିଖିତ ଅଭିଯୋଗ…
ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବାକୁ ମନା କଲେ ସୁପ୍ରିମକୋର୍ଟ
ଆସନ୍ତା ୧୧ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବାକୁ ଯେଉଁ ଆବେଦନ କରାଯାଇଥିଲା, ତାହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ମନୋଜ ମିଶ୍ର ଏବଂ ଜଷ୍ଟିସ ଜେ.ବି.ପାର୍ଦିୱାଲାଙ୍କୁ ନେଇ ଗଠିତ ତିନିଜଣିଆ ପୀଠ…
ସେପ୍ଟେମ୍ବର ୯ରୁ ସିଜିଏଲ ପରୀକ୍ଷା
ଆସନ୍ତା ସେପ୍ଟେମ୍ବର ୯ରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ । ଏହି ପଦରେ ଆବେଦନ କରିଥିବା ପ୍ରାର୍ଥୀମାନେ ନିୟମିତ ଭାବେ ଏସଏସସିର ୱେବସାଇଟ ପରିଦର୍ଶନ କରିବାକୁ କୁହାଯାଇଛି ।ସୂଚନାଯୋଗ୍ୟ ଯେ, ମୋଟ ୧୭,୭୨୭ଟି ପଦ ପୂରଣ ପାଇଁ ଏସଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।…
ଏମ୍ସ ଆଣିଲା ନିଯୁକ୍ତି
ଅଖିଳ ଭାରତୀୟ ଚିକିତ୍ସା ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ), ଭୁବନେଶ୍ୱର ପକ୍ଷରୁ ନିକଟରେ କିଛି ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ ଆସିଛି ପୁଣି ଏକ ସୁଯୋଗ । ଜୁନିୟର ରେସିଡେଣ୍ଟସ (ନନ ଆକାଡେମିକ) ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ସାକ୍ଷାତକାର ଜରିଆରେ ଏହି…