Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Browsing Category
Education
All education-related news will be uploaded will be uploaded in this page
ନିଟ୍ ରେଜଲ୍ଟ ବିବାଦ – କାଉନସେଲିଂ ପ୍ରକ୍ରିୟା ଉପରେ ରୋକ୍ ଲଗାଇବାକୁ ମନା କରିଦେଇଛନ୍ତି ସୁପ୍ରିମ୍କୋର୍ଟ
ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ନିଟ୍-ୟୁଜି ୨୦୨୪ ପରୀକ୍ଷା ବାତିଲ କରିବା ପାଇଁ ହୋଇଥିବା ଆବେଦନର ଶୁଣାଣି କରି ସୁପ୍ରିମ୍କୋର୍ଟ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜଷ୍ଟିସ ବିକ୍ରମ ନାଥ ଓ ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ନିଜ ରାୟରେ କହିଛନ୍ତି, ପରୀକ୍ଷାର…
ସରକାରୀ ହୋମିଓପାଥିକ ମେଡିକାଲ କଲେଜରେ ଅଧ୍ୟାପକ ନିଯୁକ୍ତି
ସରକାରୀ ହୋମିଓପାଥିକ ମେଡିକାଲ କଲେଜମାନଙ୍କରେ ବିଭିନ୍ନ ବିଭାଗରେ ଅଧ୍ୟାପକ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଖବର । ଏହି ପଦ ପାଇଁ ଲିଖିତ ପରୀକ୍ଷା ତାରିଖ ଘୋଷଣା କରିଛି ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) । ଜୁଲାଇ ୧୪ ତାରିଖ (ରବିବାର) ଦିନ ଏହି ପରୀକ୍ଷା ଅନୁଷ୍ଠିତ ହେବ । ସକାଳ ୯ରୁ ୧୦.୩୦…
ବ୍ୟାଙ୍କରେ ଚାକିରି କରିବାକୁ ଚାହୁଁଛନ୍ତି କି ?
ଚାକିରି କରିବାକୁ କିଏ ବା ନ ଚାହେଁ। ଆପଣ ଯଦି SBIରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ SBI ଏକ ବିଜ୍ଞପ୍ତି ପ୍ରକାଶ କରିଛି।ଏହି ନିଯୁକ୍ତି ମାଧ୍ୟମରେ ସ୍ପେଶାଲିଷ୍ଟ୍ କ୍ୟାଡର ଅଫିସର ପଦବୀ ପୂରଣ ହେବ। ଏନେଇ ଅନ୍ଲାଇନ୍ ମାଧ୍ୟମରେ…
ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜି ଠାରୁ ଦ୍ୱିତୀୟ…
ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍ଷ୍ଟାଣ୍ଟ ପରୀକ୍ଷା ପାଇଁ ମଙ୍ଗଳବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ। ଆସନ୍ତା ୧୨ ତାରିଖରେ ଆବେଦନ ଶେଷ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ଆବେଦନକାରୀ ସେମାନଙ୍କର ଡକ୍ୟୁମେଣ୍ଟ ଅପ୍ଲୋଡ୍ କରିବେ।…
ବ୍ୟାଙ୍କିଂ ସେକ୍ଟରରେ ନିଯୁକ୍ତି
ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ୩ ହଜାର ପଦ ପୂରଣ ହେବ । ଏଥିପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ ଗତ ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିବା ନେଇ ପ୍ରଥମେ ବିଜ୍ଞପ୍ତି ଜାରି ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ ବ୍ୟାଙ୍କ ପକ୍ଷରୁ ଦୁଇଟି କରିଜେଣ୍ଡମ୍ ଜାରି କରାଯାଇଥିଲା ।…
ମାଟ୍ରିକ୍ରେ ‘ଏ-୧’ ଗ୍ରେଡ୍ ,ମାତ୍ର ଯୁକ୍ତ୨ରେ ପାସ୍ କରିପାରୁ ନାହାନ୍ତି
ବର୍ଷକୁ ବର୍ଷ ଉଚ୍ଚମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ) ଛାତ୍ରଛାତ୍ରୀ ପରୀକ୍ଷାରେ ଖରାପ ପ୍ରଦର୍ଶନ କରୁଛନ୍ତି। ମାଟ୍ରିକ୍ରେ ‘ଏ-୧’ ଗ୍ରେଡ୍ ହାସଲ କରି ଭଲ ସରକାରୀ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହେଉଛନ୍ତି ସତ ମାତ୍ର ଯୁକ୍ତ୨ରେ ପାସ୍ କରିପାରୁ…
ଭାରତୀୟ ସେନାରେ ବମ୍ପର ନିଯୁକ୍ତି
ଭାରତର ଯବାନ ଭାବରେ ଦେଶ ସେବା କରିବା ପାଇଁ ଇଚ୍ଛୁକ ଯୁବକମାନଙ୍କ ପାଇଁ ବମ୍ପର ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ମାଟ୍ରିକ କିମ୍ବା ଦ୍ୱାଦଶ ପାସ୍ କରିଥିବା ପିଲାମାନଙ୍କ ପାଇଁ ସରକାରୀ ଚାକିରିର ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଭାରତୀୟ ସେନାରେ ନିଯୁକ୍ତି ପାଇବାର ଏକ ବଡ଼ ସୁଯୋଗ…
ଗୋଟିଏ କୋଚିଂ ସେଣ୍ଟରରୁ ୮ଜଣ ଟପ୍ପର; ଅଦାଲତରେ ପହଞ୍ଚିଲା ମାମଲା
ଜୁନ ୪ରେ ଦେଶରେ ନିର୍ବାଚନ ଫଳାଫଳ ଘୋଷଣା ହେବା ସହିତ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ଫଳ ପ୍ରକାଶିତ ହୋଇଥିଲା। ତାହା ହେଲା ନିଟ୍ ପରୀକ୍ଷା ଫଳାଫଳ। ଏବେ ଏହି ପରୀକ୍ଷା ଫଳାଫଳରେ ଅନିୟମିତତା ହୋଇଥିବା ଅଭିଯୋଗ ସାମ୍ନାକୁ ଆସୁଛି। ମଧ୍ୟପ୍ରଦେଶର ନ୍ୟାସନାଲ ଏଲିଜିବିଲିଟି କମ୍…
ଜୁନ୍ ୧୭ରୁ ଖୋଲିବ ସ୍କୁଲ
ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବ । ଏନେଇ ପୂର୍ବ ପ୍ରସ୍ତୁତ କରାଯିବା ସହିତି ଶ୍ରେଣୀଗୃହ, ଶୌଚାଳୟ, କ୍ୟାମ୍ପସକୁ ପରିଷ୍କାର କରାଯିବ । ସ୍କୁଲ ଖୋଲିବାର ଦିନକ ପୂର୍ବରୁ ପାଚିକା ଓ ସହାୟିକା ସ୍କୁଲକୁ ଆସିବାକୁ କୁହାଯାଇଛି । ସେମାନେ ମଧ୍ୟାହ୍ନ ଭୋଜନ ପାଇଁ ସାମଗ୍ରୀକୁ ଯାଞ୍ଚ କରିବା ସହ…
ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ
ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ…