Trending
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
- ଗୁରୁବାର ପାଇଁ ସରିଲା ରଥଟଣା,ନନ୍ଦିଘୋଷ ରଥ ଚକେ ଗଡ଼ିଲା
Browsing Category
Education
All education-related news will be uploaded will be uploaded in this page
ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ଓ କାଲି ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର
କଟକରେ ଅଙ୍ଗନବାଡି କେନ୍ଦ୍ର ବନ୍ଦ । ଆଜି ଓ କାଲି ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିର୍ଦ୍ଦେଶନାମା ଜାରି କରାଯାଇଛି । ଦୁଇ ଦିନ ଅଙ୍ଗନବାଡି କେନ୍ଦ୍ର ବନ୍ଦ ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଗର୍ଭବତୀ ଓ ଶିଶୁଙ୍କ ଘରେ ଖାଦ୍ୟ…
ୟୁପିଏସ୍ସି ପକ୍ଷରୁ ଭୁବନେଶ୍ୱର, କାନପୁର ଏବଂ ମିରଟରେ ତିନୋଟି ନୂତନ ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି
ସିଭିଲ୍ ସେବା (ପ୍ରାରମ୍ଭିକ) ପରୀକ୍ଷା-୨୦୨୬ ପାଇଁ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଭିଡ଼ କମ କରିବା ପାଇଁ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ପକ୍ଷରୁ ଭୁବନେଶ୍ୱର, କାନପୁର ଏବଂ ମିରଟରେ ତିନୋଟି ନୂତନ ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକ ଯୋଡି ହେବା ସହିତ…
ବାହାରିଲା ଯୁକ୍ତ ୨ ରେଜଲ୍ଟ , ଏକାସଙ୍ଗେ ବାହାରିଲା କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ
ବାହାରିଲା ଯୁକ୍ତ ୨ ରେଜଲ୍ଟ । ଏକାସଙ୍ଗେ ବାହାରିଲା କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । କଳାରେ ପାସ୍ ହାର ୮୪.୫୦ ପ୍ରତିଶତ । କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି । ଛାତ୍ରଙ୍କ ପାସ୍ ହାର ୭୭.୯୭% ପ୍ରତିଶତ ରହିଥିବା…
ସିଭିଲ୍ ସର୍ଭିସ୍ ପରୀକ୍ଷାର୍ଥୀଙ୍କ ପାଇଁ ଆସିଲା ନୂଆ ନିୟମ,ଏଣିକି ପ୍ରିଲିମ୍ ପରୀକ୍ଷା ପରେ ମିଳିବ ଏହାର ଆନ୍ସର କି
ସିଭିଲ୍ ସର୍ଭିସ୍ ପରୀକ୍ଷାର୍ଥୀଙ୍କ ପାଇଁ ଆସିଲା ନୂଆ ନିୟମ । ଏଣିକି ପ୍ରିଲିମ୍ ପରୀକ୍ଷା ପରେ ମିଳିବ ଏହାର ଆନ୍ସର କି । ଚଳିତବର୍ଷ ଠାରୁ ଏହି ନିୟମ ଲାଗୁ କରିବାକୁ ଯାଉଛି UPSC । ପରୀକ୍ଷା ପ୍ରକ୍ରିୟାକୁ ସ୍ବଚ୍ଛତା ଓ ସୁଦୃଢ଼ କରିବା ସହ ପାରଦର୍ଶିତା ବୃଦ୍ଧି କରିବା ଏହି ପଦକ୍ଷେପର ମୂଳ…
ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ । ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ପରିଚାଳିତ ୨୦୨୬ ବାର୍ଷିକ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ ଆସନ୍ତା ମେ’ ୨୦ ତାରିଖରେ ପ୍ରକାଶ ପାଇବ। ଏହି ଦିନ ଅପରାହ୍ନ ୧୨:୩୦ ମିନିଟ୍ରେ ପରିଷଦ କାର୍ଯ୍ୟାଳୟ…
୯ମ ଏବଂ ୧୦ମ ଶ୍ରେଣୀ ଛାତ୍ରଙ୍କ ପାଇଁ ୩ଟି ଭାଷା ଜାଣିଥିବା ବାଧ୍ୟତାମୂଳକ କଲା ସିବିଏସଇ
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଜୁଲାଇ ୧ରୁ ୯ମ ଏବଂ ୧୦ମ ଶ୍ରେଣୀ ଛାତ୍ରଙ୍କ ପାଇଁ ୩ଟି ଭାଷା ଜାଣିଥିବା ବାଧ୍ୟତାମୂଳକ କରାଯାଇଛି । ଏହି ନୂଆ ନିୟମ ଜୁଲାଇ ୧, ୨୦୨୬ ଶିକ୍ଷାବର୍ଷ ୨୦୨୬-୨୭ରୁ ଆରମ୍ଭ ହେବ । ବୋର୍ଡ ଦ୍ବାରା ଜାରି ହୋଇଥିବା ସର୍କୁଲାର ଅନୁସାରେ, ରାଷ୍ଟ୍ରୀୟ…
ଜୁନ୍ ୨୧ ରେ ହେବ NEET-UG ୨୦୨୬ ପରୀକ୍ଷା
NEET-UG ୨୦୨୬ ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ NEET-UG ୨୦୨୬ ପୁନଃ ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରାଯାଇଛି । ନୂତନ ନିଷ୍ପତ୍ତି ଅନୁଯାୟୀ, NEET (UG) 2026 ପୁନଃ ପରୀକ୍ଷା ୨୦୨୬, ଜୁନ୍ ୨୧ (ରବିବାର) ଦିନ ଅନୁଷ୍ଠିତ ହେବ…
ନିଟ୍ ପରୀକ୍ଷା ଓଏମ୍ଆର ସିଟ୍ ବଦଳରେ କମ୍ପ୍ୟୁଟର ଆଧାରିତ ହେବ – କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…
କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନିଟ୍ ପେପର ଲିକ୍ ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ସରକାରଙ୍କ ପ୍ରାଥମିକତା ହେଉଛି ଛାତ୍ରଛାତ୍ରୀଙ୍କ କଲ୍ୟାଣ । କିଛି ଲୋକ ସୋସିଆଲ ମିଡିଆରେ ଭ୍ରମ ସୃଷ୍ଟି କରୁଛନ୍ତି। ଆସନ୍ତା ବର୍ଷ…
ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ ,ଚଳିତବର୍ଷ ରେଜଲ୍ଟ ହାର ୮୫.୨୦%
ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ । cbse.gov.in କିମ୍ବା results.cbse.nic.in ଯାଇ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଡିଜି ଲକର୍ ଏବଂ ଉମଙ୍ଗ ଆପରେ ମଧ୍ୟ ରେଜଲ୍ଟ ପ୍ରକାଶିତ । ଏସବୁ ୱେବସାଇଟରେ ନିଜର ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।
ଚଳିତବର୍ଷ ରେଜଲ୍ଟ…
ପେପର ଲିକ୍ ନେଇ ବିବାଦ ପରେ ବାତିଲ ହେଲା NEET (UG) ପରୀକ୍ଷା,ଖୁବ୍ ଶୀଘ୍ର ଘୋଷଣା ହେବ ନୂତନ ପରୀକ୍ଷା ତାରିଖ
NEET (UG) ୨୦୨୬ ପରୀକ୍ଷା ବାତିଲ । ପେପର ଲିକ୍ ନେଇ ବିବାଦ ପରେ ଏଭଳି ପଦକ୍ଷେପ ନେଇଛି ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA)। ଏହି ପରୀକ୍ଷା ମେ ୩, ୨୦୨୬ରେ ଅନୁଷ୍ଠିତ ହୋଇଥିଲା। ଏହା ପରେ, NTA ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ମଙ୍ଗଳବାର ଜାରି ଏକ ବିବୃତ୍ତିରେ, ଏଜେନ୍ସି…