Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Education
All education-related news will be uploaded will be uploaded in this page
ଏପ୍ରିଲ ୨୫ ତାରିଖରୁ ଖରାଦିନ ଛୁଟି
ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେଣୁ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆସନ୍ତା ଏପ୍ରିଲ ୨୫ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲରେ ସରକାର ଖରାଦିନ ଛୁଟି ଘୋଷଣା କରିଛନ୍ତି । ଏହାପୂର୍ବରୁ ୨୧ ତାରିଖ…
ଏଟିଓ ନିଯୁକ୍ତିକୁ ନେଇ ଜରୁରୀ ସୂଚନା
ଓଡ଼ିଶା ବେଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ (ଡିଟିଇଟି) ଅଧିନରେ ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର (ଏଟିଓ)ଙ୍କୁ ନିଯୁକ୍ତି ଦିଆଯିବ । ଏହି ପଦ ପାଇଁ ବର୍ତ୍ତମାନ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ଏହା ମଧ୍ୟରେ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଜାରି ହୋଇଛି ଏକ ଜରୁରୀ…
ଆସୋସିଏଟ୍ ପ୍ରଫେସର ପଦର ଅନଲାଇନ୍ ଆବେଦନ
ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧିନରେ ନିଯୁକ୍ତି ପାଇବାକୁ ଥିବା ଆସୋସିଏଟ୍ ପ୍ରଫେସର ପଦର ଅନଲାଇନ୍ ଆବେଦନ ଅବଧି ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ଅନ୍ତିମ ତାରିଖ ଏପ୍ରିଲ ୨୦ ରହିଥିବା ବେଳେ ଏବେ ତାହାକୁ ମେ ମାସ ୪ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି…
ଆସନ୍ତାକାଲି ପ୍ରକାଶ ପାଇବ ପଞ୍ଜାବ ବୋର୍ଡ଼ ୧୦ମ ରେଜଲ୍ଟ
ଏପ୍ରିଲ ୧୮କୁ ବୋର୍ଡ଼ ରେଜଲ୍ଟ ପ୍ରକାଶ ପାଇବା ନେଇ ଚର୍ଚ୍ଚା ହେଉଛି । ତେବେ ଏନେଇ ପଞ୍ଜାବ ସ୍କୁଲ ଶିକ୍ଷା ବୋର୍ଡ଼(PSEB) ପକ୍ଷରୁ କୌଣସି ଅଧିକାରିକ ସୂଚନା ଦିଆଯାଇନାହିଁ । ଚଳିତ ବର୍ଷ ଫେବୃଆରୀ ୧୩ରୁ ମାର୍ଚ୍ଚ ୬ ମଧ୍ୟରେ ଅନୁଷ୍ଠିତ ହୋଇଥିବା ପଞ୍ଜାବ ବୋର୍ଡ଼ ଦଶମ ପରୀକ୍ଷାରେ ୨ ଲକ୍ଷ ୯୭ ହଜାର…
ପ୍ରକାଶ ପାଇଲା ୨୦୨୩ UPSC ରେଜଲ୍ଟ
ୟୁପିଏସସି ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି ।ଆଦିତ୍ୟ ଶ୍ରୀବାସ୍ତବ ଏହି ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଅନିମେଶ ପ୍ରଧାନ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଡୋନୁରୁ ଅନନ୍ୟା ରେଡ୍ଡୀ ତୃତୀୟ ଏବଂ ପିକେ ସିଦ୍ଧାର୍ଥ ରାମକୁମାର ଏବଂ ରୁହାନୀ ଚତୁର୍ଥ ଓ ପଞ୍ଚମ…
ରେଳବାଇରେ ବମ୍ପର ନିଯୁକ୍ତି
ରେଳବାଇ ସଂରକ୍ଷଣ ବଳ (ଆରପିଏଫ କନଷ୍ଟେବଳ ନିଯୁକ୍ତି) ରେ କନଷ୍ଟେବଳ ତଥା ସବ୍ ଇନ୍ସପେକ୍ଟର ପଦବୀରେ ନିଯୁକ୍ତି ପାଇଁ ରେଳବାଇ ନିଯୁକ୍ତି ବୋର୍ଡ ବିଜ୍ଞପ୍ତି ଜାରି କରିଛି ।ଏହି ନିଯୁକ୍ତି ପ୍ରକ୍ରିୟା ଅନୁଯାୟୀ, ୪୬୬୦ ପଦବୀ (ଆରପିଏଫ୍ ଏସଆଇ ପଦବୀ) ର ମୋଟ ଖାଲି ପଦବୀରେ ନିଯୁକ୍ତି କରାଯିବ ।…
NIT ରେ ଚାକିରି ଖୋଜୁଛନ୍ତି କି?
ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ପାଠ ପଢିବା ସ୍ୱପ୍ନ ପୂରଣ ହୋଇନାହିଁ, ତେବେ ଏଠାରେ କାମ କରିବାର ସ୍ୱପ୍ନ ପୂରଣ କରିପାରିବେ । ଏଥିପାଇଁ ଏନଆଇଟି ଦୁର୍ଗାପୁର ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏସନ ପ୍ରଫେସର ଏବଂ ପ୍ରଫେସର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁ…
ଆଇଜର ପକ୍ଷରୁ ଆରମ୍ଭ ହେଲା ଅନଲାଇନ୍ ଆବେଦନ
ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଜର) ପକ୍ଷରୁ ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ଏପ୍ରିଲ ୫ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ମେ ୫ରେ ତାହା ସରିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ବିଜ୍ଞପ୍ତି ଲିଙ୍କକୁ ଯାଇ…
ଡିଆରଡିଓରେ ବାହାରିଲା ନିଯୁକ୍ତି
ଡିଆରଡିଓ ସ୍ନାତକ ଏବଂ ଡିପ୍ଲୋମା ଆପ୍ରେଣ୍ଟିସ୍ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି । ସରକାରୀ ଚାକିରି ଖୋଜୁଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ।ଇଞ୍ଜିନିୟରିଂରେ ସ୍ନାତକ କିମ୍ବା ଡିପ୍ଲୋମା କରୁଥିବା ଯୁବକମାନେ ଏହି ନିଯୁକ୍ତିରେ ଯୋଗଦେବା ପାଇଁ ଆବେଦନ କରିପାରିବେ…
ଓଏସଏସଟିଇଟି ରେଜଲ୍ଟ ପ୍ରକାଶ କେବେ ପାଇବ?
ଓଏସଏସଟିଇଟି ଫଳ ପ୍ରକାଶରେ ବିଳମ୍ବ ହେଉଥିବାରୁ ଆଶାୟୀମାନେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତିରେ ଆବେଦନ କରିପାରୁ ନାହାନ୍ତି । ଉକ୍ତ ନିଯୁକ୍ତିର ଶେଷ ତାରିଖ ଏପ୍ରିଲ ୩୦ ତାରିଖ ରହିଥିବା ବେଳେ ତା’ ପୂର୍ବରୁ ଆବେଦନ କରିବାକୁ ଆଶାୟୀମାନେ ଦାବି କରୁଛନ୍ତି । ଏଭଳି ସ୍ଥିତିରେ…