Browsing Category

Education

All education-related news will be uploaded will be uploaded in this page

ବ୍ୟାଙ୍କିଂ ସେକ୍ଟରରେ ନିଯୁକ୍ତି

ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ୩ ହଜାର ପଦ ପୂରଣ ହେବ । ଏଥିପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ ଗତ ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିବା ନେଇ ପ୍ରଥମେ ବିଜ୍ଞପ୍ତି ଜାରି ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ ବ୍ୟାଙ୍କ ପକ୍ଷରୁ ଦୁଇଟି କରିଜେଣ୍ଡମ୍ ଜାରି କରାଯାଇଥିଲା ।…

ମାଟ୍ରିକ୍‌ରେ ‘ଏ-୧’ ଗ୍ରେଡ୍‌ ,ମାତ୍ର ଯୁକ୍ତ୨ରେ ପାସ୍‌ କରିପାରୁ ନାହାନ୍ତି

ବର୍ଷକୁ ବର୍ଷ ଉଚ୍ଚମାଧ୍ୟମିକ ବିଦ୍ୟ‌ାଳୟ(ଯୁକ୍ତ୨ କଲେଜ) ଛାତ୍ରଛାତ୍ରୀ ‌ପରୀକ୍ଷାରେ ଖରାପ ପ୍ରଦର୍ଶନ କରୁଛନ୍ତି। ମାଟ୍ରିକ୍‌ରେ ‘ଏ-୧’ ଗ୍ରେଡ୍‌ ହାସଲ କରି ଭଲ ସରକାରୀ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହେଉଛନ୍ତି ସତ ମାତ୍ର ଯୁକ୍ତ୨ରେ ପାସ୍‌ କରିପାରୁ…

ଭାରତୀୟ ସେନାରେ ବମ୍ପର ନିଯୁକ୍ତି

ଭାରତର ଯବାନ ଭାବରେ ଦେଶ ସେବା କରିବା ପାଇଁ ଇଚ୍ଛୁକ ଯୁବକମାନଙ୍କ ପାଇଁ ବମ୍ପର ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି । ମାଟ୍ରିକ କିମ୍ବା ଦ୍ୱାଦଶ ପାସ୍ କରିଥିବା ପିଲାମାନଙ୍କ ପାଇଁ ସରକାରୀ ଚାକିରିର ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଭାରତୀୟ ସେନାରେ ନିଯୁକ୍ତି ପାଇବାର ଏକ ବଡ଼ ସୁଯୋଗ…

ଗୋଟିଏ କୋଚିଂ ସେଣ୍ଟରରୁ ୮ଜଣ ଟପ୍ପର; ଅଦାଲତରେ ପହଞ୍ଚିଲା ମାମଲା

ଜୁନ ୪ରେ ଦେଶରେ ନିର୍ବାଚନ ଫଳାଫଳ ଘୋଷଣା ହେବା ସହିତ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ଫଳ ପ୍ରକାଶିତ ହୋଇଥିଲା। ତାହା ହେଲା ନିଟ୍‌‌ ପରୀକ୍ଷା ଫଳାଫଳ। ଏବେ ଏହି ପରୀକ୍ଷା ଫଳାଫଳରେ ଅନିୟମିତତା ହୋଇଥିବା ଅଭିଯୋଗ ସାମ୍ନାକୁ ଆସୁଛି। ମଧ୍ୟପ୍ରଦେଶର ନ୍ୟାସନାଲ ଏଲିଜିବିଲିଟି କମ୍‌‌…

ଜୁନ୍ ୧୭ରୁ ଖୋଲିବ ସ୍କୁଲ

ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବ । ଏନେଇ ପୂର୍ବ ପ୍ରସ୍ତୁତ କରାଯିବା ସହିତି ଶ୍ରେଣୀଗୃହ, ଶୌଚାଳୟ, କ୍ୟାମ୍ପସକୁ ପରିଷ୍କାର କରାଯିବ । ସ୍କୁଲ ଖୋଲିବାର ଦିନକ ପୂର୍ବରୁ ପାଚିକା ଓ ସହାୟିକା ସ୍କୁଲକୁ ଆସିବାକୁ କୁହାଯାଇଛି । ସେମାନେ ମଧ୍ୟାହ୍ନ ଭୋଜନ ପାଇଁ ସାମଗ୍ରୀକୁ ଯାଞ୍ଚ କରିବା ସହ…

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ…

କାଲିଠାରୁ ଆରମ୍ଭ ହେଉଛି ଯୁକ୍ତ୨ ସିଟ୍‌ରେ ନାମଲେଖା

ଶୁକ୍ରବାରରୁ ଆରମ୍ଭ ହେଉଛି ୨୦୨୪-୨୫ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ପ୍ରଥମ ବର୍ଷ(ଏକାଦଶ ଶ୍ରେଣୀ)ରେ ନାମଲେଖା ପ୍ରକ୍ରିୟା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଅଧୀନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ…

ଜୁନ୍ ୨୨ରେ ହେବ ଓଡ଼ିଶା ନ୍ୟାୟିକ ସେବା-୨୦୨୩ ପ୍ରିଲିମିନାରୀ ପରୀକ୍ଷା

ଜୁନ ୨୩ରେ ଓଜେଏସ-୨୦୨୩ ପ୍ରିଲିମ୍ସ ଅନୁଷ୍ଠିତ ହେବା ନେଇ ଗତ ମାସ ୨୪ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ ଓଜେଏସ୍ ପ୍ରିଲିମ୍ସ ପରୀକ୍ଷା ରିଶିଡ୍ୟୁଲ ହେବା ସହିତ ନୂଆ ତାରିଖ ଘୋଷଣା କରାଯାଇଛି । ଏନେଇ…

ଆରମ୍ଭ ହେଲା +୩ ପାଠ୍ୟକ୍ରମ ନାମଲେଖା

ଆଜିଠାରୁ +୩ ରେ ଅନଲାଇନ ମାଧ୍ୟମରେ ନାମଲେଖା ଆରମ୍ଭ ହୋଇଯାଇଛି । ସାମ୍‌ସ ୱେବସାଇଟ www.samsodisha.gov.inରେ ଜୁନ ୧୭ ତାରିଖ ପର୍ଯ୍ୟନ୍ତ ଅନଲାଇନ ଫର୍ମ ଜରିଆରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ପୋର୍ଟାଲ ଆବେଦନର ସମୟ ସୀମା ରାତି ୧୧ଟା ୪୫ ମିନିଟ ପର୍ଯ୍ୟନ୍ତ ରହିଛି ।ଉଚ୍ଚ ଶିକ୍ଷା…

ଓଜେଇଇ ରେଜଲ୍ଟ ପ୍ରକାଶ

ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୪)ର ଫଳାଫଳ ସୋମବାର ପ୍ରକାଶ ପାଇଛି। ଚଳିତବର୍ଷ ଓଜେଇଇ ପରୀକ୍ଷା  ୬.୫.୨୦୨୪ରୁ ଆରମ୍ଭ ହୋଇ ୧୦.୦୫.୨୪ ପର୍ଯ୍ୟନ୍ତ ଚାଲିଥିଲା। ୨୦୨୪-୨୦୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷା…