Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Education
All education-related news will be uploaded will be uploaded in this page
ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ କିଟ କ୍ୟାମ୍ପସରେ ଆୟୋଜିତ ‘ଓଡ଼ିଆ କବି ସମ୍ମିଳନୀ
ଭୁବନେଶ୍ବର: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ କିଟ କ୍ୟାମ୍ପସରେ ଆୟୋଜିତ ‘ଓଡ଼ିଆ କବି ସମ୍ମିଳନୀ’ରେ କାର୍ଯ୍ୟକ୍ରମରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ 5T ଅଧ୍ୟକ୍ଷ କବିତା ମାଧ୍ୟମରେ କବିତାର ସଜ୍ଞା ଉପସ୍ଥାପନ କରିଥିଲେ ।…
ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଦ୍ବିତୀୟ ଦିନ: ଭାଷାକୁ ନେଇ ଆମେ ଗର୍ବିତ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରେ ଚାଲିଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଦ୍ବିତୀୟ ଦିନରେ ଆଧୁନିକ ଓଡିଶାର ଉତ୍ପତ୍ତି, ଓଡ଼ିଆ ଭାଷା ଓ ମହିଳା ସଶକ୍ତି କରଣ, ଓଡ଼ିଶାର ପ୍ରତ୍ନତତ୍ତ୍ଵ, ଆଧୁନିକ ଭାଷା ସାହିତ୍ୟ, ସାମୁଦ୍ରିକ ଐତିହ୍ୟ ଓ ଓଡ଼ିଶାର…
ମାଟ୍ରିକ୍ ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା
ଆସନ୍ତା ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛନ୍ତି ମାଟ୍ରିକ୍ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍ ସେଣ୍ଟର…
ଆଜିଠୁ ଆରମ୍ଭ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
ଆଜିଠୁ ଆରମ୍ଭ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରାଜଧାନୀର ଜନତା ମଇଦାନରେ ହୋଇଛି ଆୟୋଜନ। ଯୋଗଦେବେ ବହୁ ଭାଷାବିତ୍ ଓ ଭାଷା ଗବେଷକ। ଓଡ଼ିଆ ଭାଷା କିପରି ଆଗକୁ ବଢ଼ିପାରିବ ଓ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଭାଷା କିପରି…
ପରିବର୍ତ୍ତନ ଆଣିଲା ସିବିଏସ୍ଇ
ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ଢାଞ୍ଚାରେ ପରିବର୍ତ୍ତନ ଆଣିବାକୁ ଯାଉଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ)। ଦଶମ ଶ୍ରେଣୀରେ ଦୁଇଟି ଭାଷା ଅଧ୍ୟୟନରୁ ତିନୋଟି କରାଯାଇଛି, ଯେଉଁଥିରେ ଏହି ସର୍ତ୍ତ ରହିଛି ଯେ ଏହି ଭାଷାଗୁଡ଼ିକ ମଧ୍ୟରୁ ଅତି କମରେ ଦୁଇଟି ସ୍ୱଦେଶୀ ହେବା…
ଭାଷା ଓ ସାହିତ୍ୟକୁ ନେଇ କେବେ ହୋଇ ନ ଥିବା ବିବିଧ କାର୍ଯ୍ୟକ୍ରମ
ଓଡିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ।ଏତଦ୍ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ…
ଜାତୀୟ ସ୍ୱାସ୍ଥ୍ୟ ମିଶନ ପକ୍ଷରୁ ନିଯୁକ୍ତି
ଜାତୀୟ ସ୍ୱାସ୍ଥ୍ୟ ମିଶନ ପକ୍ଷରୁ ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ମେଡିକାଲ ଅଫିସର ଆୟୁଷ- ଆରବିଏସକେ (ବିଏଚଏମଏସ), ମେଡିକାଲ ଆୟୁଷ କୋ-ଲୋକେଟେଡ ୟୁନିଟ, ଇମ୍ୟୁନାଇଜେସନ କମ୍ପ୍ୟୁଟର ଆସିଷ୍ଟାଣ୍ଟ, ଡାଟା ଆସିଷ୍ଟାଣ୍ଟ-କମ-ଆକାଉଣ୍ଟାଣ୍ଟ, ଅର୍ବାନ…
ଗିନିଜ୍ ବୁକ୍ରେ ସ୍ଥାନ ପାଇବ ଓଡ଼ିଶା!
ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ତାହାକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩ ଦିନିଆ ବିଦ୍ୟାଳୟ ସ୍ତରୀୟ ଉତ୍ସବ ମାଧ୍ୟମରେ ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବାକୁ ଲକ୍ଷ୍ୟ…
ନାଲକୋ ପକ୍ଷରୁ ଅନେକ ପଦରେ ଦିଆଯିବ ନିଯୁକ୍ତି
ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ) ପକ୍ଷରୁ ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନିୟର ଫୋନମ୍ୟାନ (ଶଟ ଫାୟରର / ବ୍ଲାଷ୍ଟର), ଜୁନିୟର ଫୋନମ୍ୟାନ (ଓଭରମ୍ୟାନ) / ଜୁନିୟର ଫୋନମ୍ୟାନ (ମାଇନ୍ସ), ଜୁନିୟର…
ରିଲ୍ସ ଦେଖିବାରେ ସମୟ ନଷ୍ଟ କର ନାହିଁ
ଆଗକୁ ଆସୁଛି ପରୀକ୍ଷା ଋତୁ । ଭବିଷ୍ୟତ ଗଢ଼ିବାର ସମୟ । ପରୀକ୍ଷା ପେ’ ଚର୍ଚ୍ଚା’ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଲାମାନଙ୍କୁ ଅନେକ କୌଶଳ ଶିଖାଇଥିଲେ। ସେ ପିଲାମାନଙ୍କୁ ଅନେକ କଥା କହିଥିଲେ । ଏହି ସମୟରେ ସେ ପିଲାମାନଙ୍କୁ ରିଲ୍ସ ଦେଖିବାରେ ସମୟ ନଷ୍ଟ ନକରିବାକୁ ପରାମର୍ଶ…