Trending
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
- ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ସାମାଜିକ କର୍ମୀ ତଥା ଜଳବାୟୁ ଶିକ୍ଷାବିତ୍ ସୋନମ ୱାଙ୍ଗଚୁକଙ୍କ ଅନଶନ ୨୦ ଦିନରେ ପହଞ୍ଚିଛି
- ଶେଷ ହେଲା ରଥ ଟଣା, ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିରେ ପହଞ୍ଚିଛି ତିନି ରଥ
Browsing Category
Education
All education-related news will be uploaded will be uploaded in this page
ପେପର ଲିକ୍ ନେଇ ବିବାଦ ପରେ ବାତିଲ ହେଲା NEET (UG) ପରୀକ୍ଷା,ଖୁବ୍ ଶୀଘ୍ର ଘୋଷଣା ହେବ ନୂତନ ପରୀକ୍ଷା ତାରିଖ
NEET (UG) ୨୦୨୬ ପରୀକ୍ଷା ବାତିଲ । ପେପର ଲିକ୍ ନେଇ ବିବାଦ ପରେ ଏଭଳି ପଦକ୍ଷେପ ନେଇଛି ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA)। ଏହି ପରୀକ୍ଷା ମେ ୩, ୨୦୨୬ରେ ଅନୁଷ୍ଠିତ ହୋଇଥିଲା। ଏହା ପରେ, NTA ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ମଙ୍ଗଳବାର ଜାରି ଏକ ବିବୃତ୍ତିରେ, ଏଜେନ୍ସି…
ନିଟ ପରୀକ୍ଷାରେ ଭଲ ପଦର୍ଶନ କରି ନ ଥିବା ଜାଣି ଫ୍ୟାନରେ ଝୁଲିପଡିଲେ ଛାତ୍ର
ନିଟ ପରୀକ୍ଷାରେ ଭଲ ପଦର୍ଶନ କରି ନ ଥିବା ଜାଣି ଫ୍ୟାନରେ ଝୁଲିପଡିଲେ ଛାତ୍ର । ମୃତ ଛାତ୍ର ହେଉଛନ୍ତି ଜ୍ୟୋତି ପ୍ରକାଶ ବାରିକ । ତିହିଡି ଥାନା ଅଧିନସ୍ଥ ନୁନ୍ଦର ଗ୍ରାମର ଛାତ୍ରଙ୍କ ଘର । ବାପ ଚା ଦୋକାନ କୁ ମାଆ ଯାଇଥିବା ବେଳେ ଘରେ କେହି ନ ଥିବାର ସୁଯୋଗ ନେଇ ଭଦ୍ରକ ସ୍ଥିତି ଭଡା ଘରେ…
୮ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ଫର୍ମ ପୂରଣ
ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନ୍ଲାଇନ ଜରିଆରେ ବୋର୍ଡ…
ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ,ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ, ମନା କଲେ ହେବ କାର୍ଯ୍ୟାନୁଷ୍ଠାନ।
ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ । ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ । ମନା କଲେ ହେବ କାର୍ଯ୍ୟାନୁଷ୍ଠାନ। ଓଡ଼ିଶାରେ ଚାଲିଥିବା ଜନଗଣନା-୨୦୨୭ କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି କେବଳ ସରକାରୀ ନୁହେଁ ବରଂ ସମସ୍ତ ଘରୋଇ ସ୍କୁଲର ଶିକ୍ଷକ ଓ…
ଚଳିତବର୍ଷ ଛାତ୍ରଛାତ୍ରୀଙ୍କୁ ପ୍ରଥମଥର ଇଂରାଜୀ ଏବଂ ଓଡ଼ିଆରେ ମିଳିବ ପାସ୍ ସର୍ଟିଫିକେଟ୍
ଓଡ଼ିଶାର ଛାତ୍ରଛାତ୍ରୀଙ୍କ ପାଇଁ ଏକ ନୂଆ ପଦକ୍ଷେପ ନେଇଛି ମାଧ୍ୟମିକ ଶିକ୍ଷା ପରିଷଦ । ଚଳିତବର୍ଷ ବାର୍ଷିକ ପରୀକ୍ଷାରେ ସଫଳ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଥମଥର ଦୁଇଟି ଭାଷାରେ ଅର୍ଥାତ୍ ଇଂରାଜୀ ଏବଂ ଓଡ଼ିଆରେ ଅରିଜିନାଲ୍ ପାସ୍ ସର୍ଟିଫିକେଟ୍ ଯୋଗାଇ ଦିଆଯିବ। ଏହାକୁ ନେଇ ବୋର୍ଡ ପକ୍ଷରୁ…
ଆଜି ଠୁ ଆରମ୍ଭ ଓଜେଇଇ,୧ ଲକ୍ଷ ୩ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
ସୋମବାରଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ। ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ । ସମସ୍ତ ପରୀକ୍ଷା…
୧୫୦୦ ରୁ ଅଧିକ ସରକାରୀ ନିଯୁକ୍ତି କୁ ରଦ୍ଦ କଲେ ଶାହ ସରକାର
ନେପାଳର ନୂତନ ବାଲେନ୍ଦ୍ର ଶାହ ସରକାର ୧୫୦୦ ରୁ ଅଧିକ ସରକାରୀ ନିଯୁକ୍ତି କୁ ରଦ୍ଦ କରିଛନ୍ତି। ସେସବୁକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ସାଧାରଣରେ ବିବେଚନା କରାଯାଉଥିଲା। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ରାମଚନ୍ଦ୍ର ପାଉଡେଲଙ୍କ ଦ୍ୱାରା ଜାରି ଏକ ଅଧ୍ୟାଦେଶ ପରେ ଏହି ପଦକ୍ଷେପ…
ସୟାଜୀରାଓ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ଏକ ବଡ଼ ପରିବର୍ତ୍ତନ,ଛାତ୍ରଛାତ୍ରୀ ପଢିବେ ‘ମୋଦି ତତ୍ତ୍ୱ’
ଗୁଜରାଟର ଭଦୋଦରାରେ ଥିବା ପ୍ରସିଦ୍ଧ ମହାରାଜା ସୟାଜୀରାଓ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ଏକ ବଡ଼ ପରିବର୍ତ୍ତନ ଆଣିଛି । ଯାହା ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ ବିଷୟରେ ଶିକ୍ଷା ଦେବ । ଏହି ପାଠ୍ୟକ୍ରମରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଇତିହାସ ଏବଂ ସାମାଜିକ ଅବଦାନ ଉପରେ ମଧ୍ୟ ଧ୍ୟାନ…
ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ରେଜଲ୍ଟ, ପାସ ହାର 95.33 % ରହିଛି
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ରେଜଲ୍ଟ । ଅପରାହ୍ନ ୪ ଟାରେ ବୋର୍ଡର ମୁଖ୍ୟାଳୟରେ ପ୍ରକାଶିତ ହେଲା ଫଳ । ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କଲେ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ଉନ୍ମୋଚନ କଲେ ରେଜଲ୍ଟ ପୁସ୍ତିକା । ମାଟ୍ରିକ ପାସ ହାର 95.33 % ହୋଇଥବା…
ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ,ଅପରାହ୍ନ ୪ ଟାରେ ରେଜଲ୍ଟ ପୁସ୍ତିକା ଉନ୍ମୋଚିତ ହେବ
ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଶନିବାର ଅପରାହ୍ନରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏଥର ମୋଟ ୫ ଲକ୍ଷ ୪୬ ହଜାର ୫୮୨ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଛନ୍ତି । ଅପରାହ୍ନ ୪ ଟାରେ ରେଜଲ୍ଟ ପୁସ୍ତିକା ଉନ୍ମୋଚିତ ହେବ। ସଂଧ୍ୟା ୫ ଟାରୁ ୬ ଟା ଭିତରେ ବୋର୍ଡ ୱେବସାଇଟରେ ଉପଲବ୍ଧ ହେବ…