Trending
- ଆଜି ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା କିସ୍ତି
- ଆଜି ଅନ୍ତର୍ଜାତୀୟ ମହିଳା ଦିବସ ,ଥିମ୍ ରହିଛି ‘ଗିଭ୍ ଟୁ ଗେନ୍’
- ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ
- କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ବୁଡ଼ିଗଲେ ତିନି ଛାତ୍ର
- ୧୩ ବର୍ଷରୁ କମ୍ ବୟଷ୍କ ପିଲାଙ୍କ ଲାଗି ସୋସିଆଲ ମିଡିଆ ନିଷିଦ୍ଧ ନେଇ ଘୋଷଣା
- ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ନବୀନ ପଟ୍ଟନାୟକଙ୍କ ଉପରେ ଟିପ୍ପଣୀ ଦେଇ କେହି ବଡ଼ ହୋଇଯିବେନି-ବିଜେଡି ମୁଖପାତ୍ର ଲେନିନ ମହାନ୍ତି
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
Browsing Category
Education
All education-related news will be uploaded will be uploaded in this page
ବଦଳିଲା ହାଇସ୍କୁଲ ପିଲାଙ୍କ ୟୁନିଫର୍ମ
ଭୁବନେଶ୍ବର : ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ। ଧଳା ଓ ଘନନୀଳ ବଦଳରେ ଏଣିକି ସେମାନେ ‘ହଣ୍ଟର ଗ୍ରିନ୍’ ରଙ୍ଗର ପୋଷାକ ପିନ୍ଧିବେ। ଛାତ୍ରଙ୍କ ପାଇଁ ଫୁଲ୍ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ…
ବିଦ୍ୟାଳୟ ଶିକ୍ଷା ପ୍ରଦର୍ଶନ କ୍ରମ ନିର୍ଦ୍ଧାରଣ ସୂଚକାଙ୍କ (ପିଜିଆଇ-ଡି) ଉପରେ ମିଳିତ ରିପୋର୍ଟ
ନୂଆଦିଲ୍ଳୀ : ଶିକ୍ଷା ମନ୍ତ୍ରଣାଳୟ ଅଧୀନ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ (ଡିଓଏସଇ ଏଣ୍ଡ ଏଲ) 2020-21 ଏବଂ 2021-22 ବର୍ଷ ଲାଗି ଜିଲ୍ଲାଗୁଡ଼ିକର ପ୍ରଦର୍ଶନ କ୍ରମ ନିର୍ଦ୍ଧାରଣ ସୂଚକାଙ୍କ ଉପରେ ମିଳିତ ରିପୋର୍ଟ ଜାରି କରିଛି ।ଭାରତରେ 14.9 ଲକ୍ଷ ବିଦ୍ୟାଳୟ, 95 ଲକ୍ଷ…
ଓଟିଇଟି ପରୀକ୍ଷାର୍ଥୀଙ୍କ ପାଇଁ ବୋର୍ଡ ପକ୍ଷରୁ କଣ୍ଟ୍ରୋଲ୍ ରୁମ୍ ବ୍ୟବସ୍ଥା
କଟକ : ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜୁଲାଇ ୧ ତାରିଖରେ ହେବାକୁ ଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି-୨୦୨୨, ଦ୍ବିତୀୟ)ର ଅନେକ ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡରେ ଗୁରୁତର ତ୍ରୁଟି ରହିଥିବା ଜଣାପଡ଼ିଛି। ବହୁ ପରୀକ୍ଷାର୍ଥୀ ପାଇଥିବା ଆଡ୍ମିଟ୍ କାର୍ଡରେ ଦୁଇଟି…
ଯୁକ୍ତ ଦୁଇ ନାମ ଲେଖାଇବା ପାଇଁ ଆବେଦନ ତାରିଖକୁ ଜୁନ୍ ୨୦ରୁ ୨୬କୁ ବୃଦ୍ଧି
ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ କରିବାର ଅବଧିକୁ ରାଜ୍ୟ ସରକାର ଜୁନ୍ ୨୬ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ଆବେଦନର ଶେଷ ତାରିଖ ଜୁନ୍ ୨୦ ପର୍ଯ୍ୟନ୍ତ ରହିଥିଲା । ଅଭିଭାବକ,ଛାତ୍ରଛାତ୍ରୀ ଓ କଲେଜ ଅଧ୍ୟକ୍ଷମାନଙ୍କ ଅନୁରୋଧରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି…
ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ । ଜୁଲାଇ ୪ ତାରିଖ ଯାଏ ଚାଲିବ ଆବେଦନ ପ୍ରକ୍ରିୟା । ଜୁଲାଇ ୧୪ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଜୁଲାଇ ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଲେ ଅଗଷ୍ଟ ୩ରେ ତୃତୀୟ ପର୍ଯ୍ୟାୟ…
ଆଉ ୮ଟି ନର୍ସିଂ କଲେଜ ରାଜ୍ୟରେ ଖୋଲିବ
ଭୁବନେଶ୍ୱର: ରାଜ୍ୟରେ ଆଉ ୮ଟି ନର୍ସିଂ କଲେଜ ଖୋଲିବ । ୭ଟି ନର୍ସି କଲେଜ ଖୋଲିବା ନେଇ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ । ଅନ୍ୟପକ୍ଷରେ ଗୋଟିଏ ନର୍ସିଂ କଲେଜ ପ୍ରତିଷ୍ଠା ନେଇ ରାଜ୍ୟ ସରକାର ନିଜେ ଖର୍ଚ୍ଚ ବହନ କରିବେ । ତେବେ ଏନେଇ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରସ୍ତୁତି…
ପିଲାଙ୍କ ଡରରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ
ବାଲେଶ୍ବର: ବାହାନଗା ହାଇସ୍କୁଲ 5T ଉପକ୍ରମରେ ଏକ ମଡେଲ ସ୍କୁଲ ହେବ । ବାଲେଶ୍ୱର ଜିଲ୍ଲା ବାହନଗା ହାଇସ୍କୁଲ ତଥା ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ନୂତନ ଘର ନିର୍ମାଣ କରାଯିବ । ବାହାନଗା ହାଇସ୍କୁଲ ୪ରୁ ୬ ମାସରେ ନୂଆ ରୂପ ପାଇବ ।…
ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ
ବାଲେଶ୍ୱର: ନ୍ୟୁ ଜେନେରେସନ ବାଲାଷ୍ଟିକ ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ ହୋଇଛି । ଧାମରା ଅବଦୁଲ କାଲାମ ଦ୍ବୀପରୁ ରାତ୍ରୀକାଳୀନ ପରୀକ୍ଷା କରିଛି ଷ୍ଟାଟେଜିକ୍ ଫୋର୍ସ କମାଣ୍ଡ । ମଧ୍ୟମ ଦୂରଗାମୀ ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦିଗ ଓ ଲକ୍ଷ୍ୟ ସ୍ଥଳକୁ ସଠିକ୍ ଭାବେ…
ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏହା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି । ଚଳିତବର୍ଷ କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଧନ୍ଦାମୂଳକ…
ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ
ଭୁବନେଶ୍ୱର: ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ମାଧ୍ୟମିକ ଶିକ୍ଷା ପରିଷଦ ବୁକଲେଟ୍ ଜାରି କରିବା ପରେ ୱେବସାଇଟରେ ମାର୍କ ଉପଲବ୍ଧ ହେବ…