Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
DEO ପଦର ପ୍ରିମିଲିନାରୀ ପରୀକ୍ଷା ତାରିଖ ଘୋଷ
ଓଡ଼ିଶା ହାଇକୋର୍ଟ ତରଫରୁ ଗତ ଡିସେମ୍ବର ମାସରେ ଜୁନିୟର ଗ୍ରେଡ ଟାଇପିଷ୍ଟ / ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ପଦ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା । ଏନେଇ ଡିସେମ୍ବର ମାସ ୮ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଚାଲିଥିଲା । ତେବେ ଉକ୍ତ ପଦକୁ ନେଇ ଆସିଛି ଏକ ବଡ଼…
ଆଜିର ରାଶିଫଳ
ମେଷ: କୌଣସି କଥାକୁ ନେଇ ମନସ୍ତାପ କରିବେ କିନ୍ତୁ ବନ୍ଧୁ ସମାଧାନ କରିଦେବେ । ବ୍ୟବସାୟରେ ଆଶାନୁସାରେ ଲାଭ ନମିଳିବାରୁ ମନ ଦୁଃଖ ରହିବ । ଛାତ୍ରଛାତ୍ରୀ ଚାକିରି କ୍ଷେତ୍ରକୁ ନେଇ ମନସ୍ତାପ କରିପାରନ୍ତି ।
ବୃଷ: କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ମାନସମ୍ମାନ ମିଳିବ। ଛାତ୍ରଛାତ୍ରୀ…
ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି
ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି । ଛାତ୍ରଙ୍କୁ ବାର୍ଷିକ ୯ ହଜାର ଟଙ୍କା ମିଳିବାକୁ ଥିବାବେଳେ, ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ମିଳିବ ବୋଲି ସୂଚନା ଦିଆଯାଇଛି । ଯାଜପୁରରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି 5T ଅଧ୍ୟକ୍ଷ ଭିକେ…
ଜେଇଇ ପରୀକ୍ଷା ଫଳାଫଳ ଘୋଷଣା
ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମୁଖ୍ୟ ପରୀକ୍ଷାର ରେଜଲ୍ଟ ଜାରି କରାଯାଇଛି । ଯେଉଁ ପ୍ରାର୍ଥୀମାନେ ଜେଇଇ ମେନ୍ସ ୨୦୨୪ର ସେସନ-୧ରେ ସାମିଲ ହୋଇଥିଲେ ସେମାନେ ଏନଟିଏ ଜେଇଇ ମେନ୍ସର ଅଫିସିଆଲ ୱେବସାଇଟ https://jeemain.nta.ac.in/କୁ…
କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ୍ )ରେ କନେଷ୍ଟବଳ ନିଯୁକ୍ତି ପାଇଁ ଓଡ଼ିଆ ଭାଷାରେ ଅନୁଷ୍ଠିତ ହେବ
ପ୍ରଥମ ଥର ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ)ରେ କନେଷ୍ଟବଳ (ଜିଡି) ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ। ଫେବ୍ରୁଆରି ୨୦ ରୁ ମାର୍ଚ୍ଚ ୭, ୨୦୨୪ ପର୍ଯ୍ୟନ୍ତ ଦେଶର ୧୨୮ ଟି ସହରରେ ପ୍ରାୟ ୪୮ ଲକ୍ଷ…
୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ସାଢେ ୧୦ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ।ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ୱିତ କମ୍ପ୍ଲେକ୍ସ "କର୍ମଯୋଗୀ ଭବନ"ର ପ୍ରଥମ ପର୍ଯ୍ୟାୟର…
ଆଇଆଇଟି ଭୁବନେଶ୍ୱରର ଗବେଷଣା ଓ ଉଦ୍ୟମିତା ପାର୍କରେ ‘୧୦୦ କ୍ୟୁବ୍ ଷ୍ଟାର୍ଟଅପ’ର ଶୁଭାରମ୍ଭ
ଓଡ଼ିଶାରେ ଯୁବପିଢିଙ୍କ ମାଧ୍ୟମରେ ନବସୃଜନରୁ ନବଉଦ୍ୟୋଗ ପ୍ରତିଷ୍ଠା କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଆଇଆଇଟି ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କର ୧୦୦ କ୍ୟୁବ୍ ଷ୍ଟାର୍ଟଅପ୍ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି…
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି
ସରକାରୀ ଚାକିରି ଖୋଜୁଥିବା ସମସ୍ତ ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଭାରତୀୟ ମହାକଶ ଗବେଷଣା ସଂସ୍ଥା (ଇସ୍ରୋ) – ୟୁଆର ରାଓ ସାଟେଲାଇଟ୍ ସେଣ୍ଟର (ୟୁଆରଏସସି) ପକ୍ଷରୁ ଆସିଛି ଏକ ବଡ଼ ନିଯୁକ୍ତି ଖବର । ପ୍ରାର୍ଥୀଙ୍କୁ ୨୨୪ଟି ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ…
ଆସିଲା ଆଡମିଟ୍ କାର୍ଡ
ଆସନ୍ତା ୨୦ ତାରିଖରେ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ ବୋର୍ଡ ପରୀକ୍ଷା । ଏହି ପରୀକ୍ଷାକୁ କିଭଳି ସଠିକ୍ ଭାବେ ପରିଚାଳନା କରାଯିବ ସେନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ), ଓଡ଼ିଶା ପକ୍ଷରୁ ସମସ୍ତ ପ୍ରକାରର ବ୍ୟବସ୍ଥା ଗ୍ରହଣ କରାଯାଇଛି । ଚଳିତ ବର୍ଷ କପିକୁ ରୋକିବା ପାଇଁ ଛାତ୍ରଛାତ୍ରୀଙ୍କ…
ସହକାରୀ ଉପ-ବିଭାଗ ଅଧିକାରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ସଚିବାଳୟ ସେବା କ୍ୟାଡରରେ ୭୧୬ ଜଣ ସହକାରୀ ଉପ-ବିଭାଗ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ । ରାଜ୍ୟ ଗୃହ ବିଭାଗର ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଏହି ନିଯୁକ୍ତିପତ୍ର ପ୍ରଦାନ କରିବେ ।ନିକଟରେ ଏଥିରେ…