Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ଆଇଡିବିଆଇ ବ୍ୟାଙ୍କ ପକ୍ଷରୁ ୫୦୦ ପଦରେ ନିଯୁକ୍ତି
ଇଣ୍ଡଷ୍ଟ୍ରିଆଲ ଡେଭଲପମେଣ୍ଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆଇଡିବିଆଇ) ପକ୍ଷରୁ ୫୦୦ଟି ପଦ ପୂରଣ ପାଇଁ ନୋଟିଫିକେସନ ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ଜୁନିୟର ଆସିଷ୍ଟାଣ୍ଟ ମ୍ୟାନେଜର ଗ୍ରେଡ-ଓ ପଦରେ ନିଯୁକ୍ତି ଦିଆଯିବ । ସବୁଠାରୁ ବଡ଼ କଥା ହେଉଛି ଏହି ପଦରେ ପ୍ରାର୍ଥୀମାନେ ମାତ୍ର ୨ ମାସର…
ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ପଦବୀ ଖାଲି
ମହିଳା ସ୍ୱାସ୍ଥ୍ୟକର୍ମୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଫେବୃଆରୀ ୧୩ ତାରିଖରେ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଏହି ଆବେଦନ ପ୍ରକ୍ରିୟା । ଉତ୍ତରାଖଣ୍ଡ ଚିକିତ୍ସା ସେବା ଚୟନ ବୋର୍ଡ ତରଫରୁ ଏହି ଭର୍ତ୍ତି ପାଇଁ ସୁଯୋଗ ପ୍ରଦାନ କରାଯାଇଛି…
ପରୀକ୍ଷାରେ ଅନିୟମତା କରୁଥିବା ଦୋଷୀଙ୍କୁ ୧୦ବର୍ଷ ଜେଲଦଣ୍ଡ ଓ ୧କୋଟି ଟଙ୍କା ଫାଇନ
ସରକାରୀ ନିଯୁକ୍ତି ମୂଳକ ପରୀକ୍ଷାରେ ଅନିୟମିତତାକୁ ରୋକିବା ପାଇଁ ଲୋକସଭାରେ ଉପସ୍ଥାପିତ ହେଲା ବିଲ୍ । ସରକାର ଆଗତ କରିଥିବା ବିଲ ନା ରହିଛି ‘ଦ ପବ୍ଲିକ ଏକ୍ସାମିନେସନ ପ୍ରିଭେନସନ ଅଫ ଅନଫେୟାର’ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ଆଗତ କରିଛନ୍ତି । ଏହି…
ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷାର ଟାଇମ୍ ଟେବୁଲ୍ ଜାରି ହେଲା
ଯୁକ୍ତଦୁଇ ବାର୍ଷିକ ପରୀକ୍ଷାର ଟାଇମ୍ ଟେବୁଲ୍ ଜାରି କରାଯାଇଛି । କେଉଁ ଦିନ କେଉଁ ସମୟରେ କେଉଁ ବିଷୟ ପରୀକ୍ଷା ରହିଛି ତାହାକୁ ଛାତ୍ରଛାତ୍ରୀମାନେ ଚେକ୍ କରିପାରିବେ । ଫେବୃଆରୀ ମାସ ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ), ଓଡ଼ିଶା…
୮ ତାରିଖ ଯାଏଁ ଜାରି ରହିବ ଓଡ଼ିଆ ଭାଷା ସମ୍ମିଳନୀ: ପ୍ରଶଂସା ସାଉଁଟିଲେ ସରକାର
ଆଜି ଉଦ୍ଯାପନୀ ହେବାକୁ ଥିବା ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ର ଅବଧି କୁ ଆଉ କିଛି ଦିନ ବଢ଼େଇ ଦିଆ ଯାଇଛି । ପ୍ରବଳ ଜନସମାଗମକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଛି । ସମ୍ମିଳନୀ ଆସନ୍ତା ୮ ତାରିଖ ଯାଏଁ ଜାରି ରହିବ । ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି,ମୁଖ୍ୟମନ୍ତ୍ରୀ…
ଆଇଜର ପକ୍ଷରୁ ନିଯୁକ୍ତି
ରାଜ୍ୟର ବ୍ରହ୍ମପୁର ସ୍ଥିତ ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଜର) ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ସୁପରିଟେଣ୍ଡିଙ୍ଗ ଇଞ୍ଜିନିୟର ଓ ଜୁନିୟର ସୁପରିଟେଣ୍ଡେଣ୍ଟ ପଦରେ ନିଯୁକ୍ତି ଦିଆଯିବ । ଏହି ନିଯୁକ୍ତି ବିଷୟର ଅଧିକ ତଥ୍ୟ ଜାଣିବା ପାଇଁ…
ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ କିଟ କ୍ୟାମ୍ପସରେ ଆୟୋଜିତ ‘ଓଡ଼ିଆ କବି ସମ୍ମିଳନୀ
ଭୁବନେଶ୍ବର: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ କିଟ କ୍ୟାମ୍ପସରେ ଆୟୋଜିତ ‘ଓଡ଼ିଆ କବି ସମ୍ମିଳନୀ’ରେ କାର୍ଯ୍ୟକ୍ରମରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ 5T ଅଧ୍ୟକ୍ଷ କବିତା ମାଧ୍ୟମରେ କବିତାର ସଜ୍ଞା ଉପସ୍ଥାପନ କରିଥିଲେ ।…
ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଦ୍ବିତୀୟ ଦିନ: ଭାଷାକୁ ନେଇ ଆମେ ଗର୍ବିତ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରେ ଚାଲିଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଦ୍ବିତୀୟ ଦିନରେ ଆଧୁନିକ ଓଡିଶାର ଉତ୍ପତ୍ତି, ଓଡ଼ିଆ ଭାଷା ଓ ମହିଳା ସଶକ୍ତି କରଣ, ଓଡ଼ିଶାର ପ୍ରତ୍ନତତ୍ତ୍ଵ, ଆଧୁନିକ ଭାଷା ସାହିତ୍ୟ, ସାମୁଦ୍ରିକ ଐତିହ୍ୟ ଓ ଓଡ଼ିଶାର…
ମାଟ୍ରିକ୍ ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା
ଆସନ୍ତା ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛନ୍ତି ମାଟ୍ରିକ୍ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍ ସେଣ୍ଟର…
ଆଜିଠୁ ଆରମ୍ଭ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ
ଆଜିଠୁ ଆରମ୍ଭ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରାଜଧାନୀର ଜନତା ମଇଦାନରେ ହୋଇଛି ଆୟୋଜନ। ଯୋଗଦେବେ ବହୁ ଭାଷାବିତ୍ ଓ ଭାଷା ଗବେଷକ। ଓଡ଼ିଆ ଭାଷା କିପରି ଆଗକୁ ବଢ଼ିପାରିବ ଓ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଭାଷା କିପରି…