Trending
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
Browsing Category
Education
All education-related news will be uploaded will be uploaded in this page
ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା
ଆସନ୍ତା ଫେବ୍ରୁଆରୀ ୧୫ରୁ ୨୫ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୫ରୁ ୨୫ଭିତରେ ଯେକୌଣସି ତାରିଖରେ ପରୀକ୍ଷା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା । ଡିସେମ୍ବର ୧୫ତାରିଖ ସୁଦ୍ଧା ପିଲମାନଙ୍କୁ ମିଳିବ ଆଡମିଟ୍ କାର୍ଡ ।…
ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସିଟିଭି ଲଗାଇବାକୁ ଆସିଲା ନିର୍ଦ୍ଦେଶ
୨୦୨୬ରେ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ଓ ଥିଓରି ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି । ପରିଷଦ ଦ୍ବାରା ପରିଚାଳିତ ହେଉଥିବା ଏହି ପ୍ରାକ୍ଟିକାଲ ପରୀକ୍ଷା ପାଇଁ ହାତରେ ଆଉ ଅଢ଼େଇ ମାସ ବାକି ରହିଛି । ତା’ପୂର୍ବରୁ ପରୀକ୍ଷା…
ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ
ସପ୍ତମ ଶ୍ରେଣୀ ଛାତ୍ର ସାଇ ସମର୍ଥ ସାହୁ ପାଇଛନ୍ତି ବଡ଼ ସଫଳତା । ମ୍ୟାଥ୍ସ ଜିନିୟସ୍ 2025, ରାଷ୍ଟ୍ରୀୟ ସ୍ତରରେ ହୋଇଥିବା ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି । ଏହି ସଫଳତା ହେତୁ,ସମର୍ଥ ଟ୍ରଷ୍ଟ ର 19ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ସମ୍ମାନିତ…
ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ପ୍ରୋତ୍ସାହନ କରୁଛି ୟୁନେସ୍କୋ
ୟୁନେସ୍କୋର ଦକ୍ଷିଣ ଏସିଆ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆରଆଇଇ) ମଧ୍ୟରେ ପ୍ରାକ-ସେବା ଶିକ୍ଷା ପ୍ରଶିକ୍ଷଣ ବ୍ୟବସ୍ଥାରେ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ଏକୀକୃତ କରିବା ଲାଗି ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଅଧୀନରେ ଶିକ୍ଷା…
ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍
ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍ ଭାରତର ଡିଜିଟାଲ୍ ଅର୍ଥବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଆଗାମୀ ଭାରତ ଏଆଇ ସମ୍ମିଳନୀରେ ଅଂଶଗ୍ରହଣ କରିବା ପୂର୍ବରୁ ଗୁଗୁଲ୍ ଦ୍ୱାରା ଆୟୋଜିତ ଏକ…
ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ପାଇଁ ଆବେଦନ ଅବଧି ବୃଦ୍ଧି
ଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଲାଗି…
ଶତାୟୁ ପି.ଏମ୍.ଶ୍ରୀ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠ ବିଦ୍ୟାଳୟକୁ ୧କୋଟି ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କଟକ ଜିଲ୍ବା ବଙ୍କୀର ଶତାୟୁ ପି.ଏମ୍.ଶ୍ରୀ ବରେନ୍ଦ୍ରକୃଷ୍ଣ ବିଦ୍ୟାପୀଠ ବିଦ୍ୟାଳୟର ଆଜି ଶତବାର୍ଷିକୀ ଉଦ୍ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସମାରୋହରେ ମୁଖ୍ୟଅତିଥି ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ବାଙ୍କୀ ମାଟିର ଏହି ଶତାୟୁ ବିଦ୍ୟାଳୟ ଆଜି ୧୦୪ବର୍ଷରେ ପଦାର୍ପଣ…
ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ…
କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଗତ ସପ୍ତାହରେ ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବାଗୁଡ଼ିକର ବ୍ୟବହାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ କରିଛନ୍ତି । ଗତ ସପ୍ତାହରେ ଶ୍ରୀ ବୈଷ୍ଣବ ଏପରି ଏକ ପରିବର୍ତ୍ତନ ସମ୍ପର୍କରେ ଘୋଷଣା…
ପୁଲିସ୍ ଏସ୍ଆଇ ପରୀକ୍ଷାରେ କେଳେଙ୍କାରୀ, ପ୍ରତି ପରୀକ୍ଷାର୍ଥୀ ପିଛା ୨୫ ଲକ୍ଷର ଡିଲ୍
ପୁଲିସ୍ ଏସ୍ଆଇ ପରୀକ୍ଷାରେ କେଳେଙ୍କାରୀ ଘଟଣାକୁ ନେଇା ସାରା ରାଜ୍ୟରେ ଚର୍ଚ୍ଚା । ଚାକିରି ପାଇଁ ବଡ଼ ଧରଣର କେଳେଙ୍କାରୀ ଉପରୁ ପର୍ଦ୍ଦା ଉଠାଇଛି କ୍ରାଇମ୍ବ୍ରାଞ୍ଚ । ଘଟଣାରେ ୧୧୭ ଜଣ ଗିରଫଦାରି ହୋଇଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି । ଏମାନଙ୍କ ମଧ୍ୟରୁ ୧୧୪ ଜଣ ପରୀକ୍ଷାର୍ଥୀ…
ସ୍ଥଗିତ ରହିଲା ପୁଲିସ ଏସ୍ଆଇ ପରୀକ୍ଷା
ସ୍ଥଗିତ ରହିଲା ପୁଲିସ ଏସ୍ଆଇ ପରୀକ୍ଷା । ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି । ତେବେ ପୁଲିସ୍…