Browsing Category

Education

All education-related news will be uploaded will be uploaded in this page

 ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ପ୍ରଥମଥର ଛାତ୍ରୀଛାତ୍ରଙ୍କୁ ଓଡ଼ିଆରେ  ମାଟ୍ରିକ୍‌ ସାର୍ଟିଫିକେଟ୍  ମିଳିବ। ଉଭୟ ଓଡ଼ିଆ…

ମାଟ୍ରିକ ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର,ମେ ୨ରେ ପ୍ରକାଶ ପାଇବ ଫଳ

ମାଟ୍ରିକ ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ଼ ଖବର। ମେ ୨ରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ସେହି ଦିନ ମଧ୍ୟମା, ଓପନ ସ୍କୁଲ ପରୀକ୍ଷା ଫଳ ବି ପ୍ରକାଶ ହେବ। ମେ ୨ ଅପରାହ୍ଣ ୪ଟାରେ bseodisha.nic.inରେ ଉପଲବ୍ଧ ହେବ ରେଜ। ପ୍ରେସ୍ ରିଲିଜ୍ ଜରିଆରେ ଗୁରୁବାର ଏହାର…

ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ ।  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଛନ୍ତି ।  ମନ୍ତ୍ରୀ କହିଛନ୍ତି, ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା ।  ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ…

ଟଙ୍କା ଦିଅ ବିଏଡ୍ ସାର୍ଟିଫିକେଟ୍ ନିଅ,ଆଶାୟୀଙ୍କ ଠାରୁ ଲୁଟୁଥିଲେ ଲକ୍ଷାଧିକ ଟଙ୍କା,ଅଭିଯୁକ୍ତ ଚିତ୍ତରଞ୍ଜନ ବାରିକ ଏବଂ…

ପିଲାଙ୍କ ଭବିଷ୍ୟତ ସହ ଖେଳ। ଟଙ୍କା ଦିଅ ବିଏଡ୍ ସାର୍ଟିଫିକେଟ୍ ନିଅ। ଆଶାୟୀଙ୍କ ଠାରୁ ନେଉଥିଲେ ଲକ୍ଷାଧିକ ଟଙ୍କା। ଥରେ ନେଇଗଲା ପରେ ଆଉ ଧରାଛୁଆଁ ଦେଉନଥିଲେ। ୩୦୦ରୁ ଅଧିକ ଆଶାୟୀ ଠକେଇର ଶିକାର। କେନ୍ଦୁଝର ସମେତ ପଶ୍ଚିମ ଓଡ଼ିଶାର ୬ ଜିଲ୍ଲାରେ ବଡ଼ଧରଣର ସ୍କାମର ପର୍ଦ୍ଦାଫାସ। ସମ୍ବଲପୁର…

ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ଛୁଟି ,ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ଛୁଟି । ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି ।  ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।…

ଖରା ଛୁଟି ସମୟରେ ହ୍ବାଟ୍ସଆପ୍ ମାଧ୍ୟମରେ “ସମର ଲର୍ଣ୍ଣିଂ” କାର୍ଯ୍ୟକ୍ରମରେ ଶିକ୍ଷାଦାନ ଚାଲିବ

ଏଥର ଖରାଛୁଟିରେ ପାଠପଢା । ଘରେ ରହି ପାଠ ପଢିବେ ଛାତ୍ରଛାତ୍ରୀ । ଖରା ଛୁଟି ସମୟରେ ପିଲାଙ୍କୁ ପାଠପଢ଼ାରୁ ନଦୁରେଇବା ପାଇଁ ନୂଆ ବ୍ୟବସ୍ଥା କରିଛି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ । ହ୍ବାଟ୍ସଆପ୍ ମାଧ୍ୟମରେ “ସମର ଲର୍ଣ୍ଣିଂ” କାର୍ଯ୍ୟକ୍ରମରେ ଶିକ୍ଷାଦାନ ଚାଲିବ ।…

ବଢ଼ିଲା ସ୍କୁଲ ଛୁଟି ଅବଧି

ବଢ଼ିଲା ସ୍କୁଲ ଛୁଟି ଅବଧି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଛୁଟି ଅବଧି ବୃଦ୍ଧି କରାଯାଇଛି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନଓ୍ବାଡି କେନ୍ଦ୍ରର ଛୁଟି ଅବଧି ବଢ଼ାଇଛନ୍ତି ଜିଲ୍ଲା…

ପ୍ରବଳ ଖରା ଓ ହିଟ୍‌ ୱେଭକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆସନ୍ତା ୪ ଦିନ ସବୁ ସରକାରୀ ଓ ବେସରକାରୀ ସ୍କୁଲ…

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନକୁ ଦିନ ଖରା ବଢିବା ଯୋଗୁଁ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ତେଣୁ ପ୍ରବଳ ଖରା ଓ ହିଟ୍‌ ୱେଭକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆସନ୍ତା ୪ ଦିନ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୨୨,୨୩, ୨୪ ଓ ୨୫…

ପ୍ରକାଶ ପାଇଲା JEE ମେନ୍ ୨୦୨୬ ସେସନ୍ ୨ ଫଳାଫଳ,୨୬ ଜଣ ପ୍ରାର୍ଥୀ ଟପ୍ପର

ପ୍ରକାଶ ପାଇଲା JEE ମେନ୍ ୨୦୨୬ ସେସନ୍ ୨ ଫଳାଫଳ । ସୋମବାର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ପରୀକ୍ଷା ଫଳ ଜାରି କରିଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ଅଫିସିଆଲ୍ JEE ମେନ୍ ୱେବସାଇଟ୍ jeemain.nta.nic.in ଏବଂ nta.ac.inରୁ ଫଳାଫଳ ଜାଣିପାରିବେ। JEE ମେନ୍ ୨୦୨୬ ସେସନ୍ ୨…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୪ ଦିନ ସ୍କୁଲ ଛୁଟି ଘୋଷଣା

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଦିନ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ, ଏହା ୪୫ ଡିଗ୍ରୀ ସେଲସିୟସରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ…