Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Browsing Category
Education
All education-related news will be uploaded will be uploaded in this page
ବାଣୀବିହାରରେ ଦେଖିବାକୁ ମିଳିଛି ଜେଏନୟୁ ତାତି, ପୋଲିସ ର ଛାତ୍ରଙ୍କୁ ଅମାନୁଷିକ ମାଡ଼
ବାଣୀବିହାରରେ ଦେଖିବାକୁ ମିଳିଛି ଜେଏନୟୁ ତାତି। ପିଜି କାଉନସିଲ୍ ହଲରେ ସେମିନାର ବେଳେ ଜେଏନୟୁ ପ୍ରଫେସର ଦେଶ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଛାତ୍ର ମାନଙ୍କ ଗଣ୍ଡଗୋଳ ଘଟଣା ତୀବ୍ର ରୂପ ଧାରଣ କରିଛି। ସହିଦ୍ ନଗର ଥାନାରେ ଉଭୟ ଛାତ୍ର ଓ ସିଟିଜେନସ ଫୋରମ୍ ପକ୍ଷରୁ ଏତଲା ହୋଇଛି। ସେପଟେ…
ଆସନ୍ତା ମେ’ ମାସରେ ହେବ ଓଜେଇଇ-୨୦୨୩ ପରୀକ୍ଷା
ଭୁବନେଶ୍ୱର: ଆସନ୍ତା ମେ’ ମାସରେ ହେବ ଓଜେଇଇ-୨୦୨୩ ପରୀକ୍ଷା । ମେ’ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପରୀକ୍ଷା ହୋଇପାରେ । ଏଥିପାଇଁ ଆଜିଠୁ ଆବଦେନ କରିପାରିବେ ଛାତ୍ରଛାତ୍ରୀ । ମାର୍ଚ୍ଚ ୩୦ ତାରିଖ ପର୍ଯ୍ୟନ୍ତ ଆଗ୍ରହୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଏଥିପାଇଁ ବିଜ୍ଞପ୍ତି ପ୍ରକାଶ…
ପ୍ରକାଶ ପାଇଲା ଜେଇଇ ମେନ ସେସେନ-୧ ପରୀକ୍ଷା ଫଳ
ନୂଆଦିଲ୍ଲୀ : ପ୍ରକାଶ ପାଇଲା ଜେଇଇ ମେନ ସେସେନ-୧ ପରୀକ୍ଷା ଫଳ । ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍ନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। NTA JEEର ଅଫିସିଆଲ ଓ୍ବେବସାଇଟ …
ପରୀକ୍ଷା ପେ’ ଚର୍ଚ୍ଚାରେ ମୋଦିଙ୍କଠୁ ଟିପ୍ସ ନେବେ ୩୮ ଲକ୍ଷ ଛାତ୍ରଛାତ୍ରୀ
ବହୁ ପ୍ରତିକ୍ଷିତ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଆଜି ପୂର୍ବାହ୍ନ ୧୧ଟାରେ ଆୟୋଜିତ ହେବ । ଏହି ଅବସରରେ ଛାତ୍ରୀଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ କରିବେ ପ୍ରଧାନମନ୍ତ୍ରି ମୋଦି। ଆଜି ପୂର୍ବାହ୍ନ ୧୧ଟାରେ ଦିଲ୍ଲୀର ତାଲକଟୋରା ଷ୍ଟାଡିୟମରେ ଆୟୋଜିତ…
ଜେଏନୟୁ ପରେ ଏବେ ଦିଲ୍ଲୀର ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟରେ ସ୍କ୍ରିନିଂକୁ ନେଇ ଦେଖାଦେଇଛି ଉତ୍ତେଜନା
କ୍ୟାମ୍ପସରୁ କ୍ୟାମ୍ପସ ଡେଉଁଛି ବିବିସି ଡକ୍ୟୁମେଣ୍ଟାରୀ ବିବାଦ । ଜେଏନୟୁ ପରେ ଏବେ ଦିଲ୍ଲୀର ଜାମିଆ ମିଲିଆ ବିଶ୍ୱବିଦ୍ୟାଳୟରେ ସ୍କ୍ରିନିଂକୁ ନେଇ ଦେଖାଦେଇଛି ଉତ୍ତେଜନା । ସଂଧ୍ୟା ୬ଟା ସମୟରେ ସ୍କ୍ରିନିଂ ପାଇଁ ସମୟ ଧାର୍ଯ୍ୟ ହୋଇଥିଲେ ବି ଏହା ପୂର୍ବରୁ ବିଶ୍ୱବିଦ୍ୟାଳୟ ପରିସରରେ ପ୍ରବଳ…
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିତରଣ ସମାରୋହ
ନୂଆଦିଲ୍ଲୀ : ସ୍ଥାନୀୟ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିତରଣ ସମାରୋହ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସମ୍ବୋଧନରେ ଓଡ଼ିଶାର ଦୁଇ ବୀରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କୁ ସ୍ମରଣ କରିଥିଲେ। ଏଭଳି ରାଷ୍ଟ୍ର…
ଓଡ଼ିଶାର ଅନାଲୋଚିତ ଇତିହାସକୁ ଦିଲ୍ଲୀ ଏବଂ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି
ସମ୍ବଲପୁର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଓଡ଼ିଶାର ଅନାଲୋଚିତ ଇତିହାସକୁ ଦିଲ୍ଲୀ ଏବଂ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି। ଏନ୍ସିଇଆର୍ଟି ପାଠ୍ୟପୁସ୍ତକରେ ବୀର ସୁରେନ୍ଦ୍ର ସାଏଙ୍କ ଭଳି ବୀରତ୍ୱଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ସ୍ଥାନ ଦେବା ପାଇଁ କାର୍ଯ୍ୟ…
ଓଡିଆରେ ହେବ କର୍ମଚାରୀ ଚୟନ ଆୟୋଗ (ଏସ୍ଏସ୍ସି) ପରୀକ୍ଷା
କର୍ମଚାରୀ ଚୟନ ଆୟୋଗ (ଏସ୍ଏସ୍ସି) ଇଂରାଜୀ ଓ ହିନ୍ଦୀ ବ୍ୟତୀତ ପ୍ରଥମଥର ପାଇଁ ଓଡ଼ିଆ ଭାଷା ସମେତ ୧୩ଟି ଆଞ୍ଚଳିକ ଭାଷା ରେ ‘ମଲ୍ଟି-ଟାସ୍କିଂ (ନନ୍ଟେକନିକାଲ) ଷ୍ଟାଫ୍ ଏକ୍ଜାମିନେସନ୍-୨୦୨୨’ କରିବ। ଓଡ଼ିଆ ଭାଷା ସମେତ ଅନ୍ୟ ଆଞ୍ଚଳିକ ଭାଷାଗୁଡ଼ିକ ହେଲା- ଉର୍ଦ୍ଦୁ, ତାମିଲ, ମାଲୟାଲମ,…
ରୋଜଗାର ମେଳାରେ ନିଯୁକ୍ତିପତ୍ର ପାଇ ଖୁସି ବ୍ୟକ୍ତ କଲେ ଯୁବପିଢ଼ି
ଭୁବନେଶ୍ୱର : ନିଯୁକ୍ତି ପତ୍ର ପାଇଁ ଖୁସି ବ୍ୟକ୍ତି କରିଛନ୍ତି ଯୁବପିଢ଼ି । ପରିବାରର ଗୁରୁ ଦାୟିତ୍ବ ଥିବା ବେଳେ ସରକାରୀ ଚାକିରି ପାଇଥିବାରୁ ପରିବାରର ଅଭାବ ପୂରଣ ହୋଇପାରିବ ବୋଲି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ 75 ହଜାର ଆଶାୟୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି । ଓଡ଼ିଶାରେ ମଧ୍ୟ ଏହି…
ସ୍କୁଲ ଶିକ୍ଷାରେ ୧୦ ରାଜ୍ୟ ମଧ୍ୟରେ ସ୍ଥାନ ପାଇଲା ଓଡ଼ିଶା
ସ୍କୁଲ ଶିକ୍ଷାରେ ଦେଶରେ ୧୦ ରାଜ୍ୟ ମଧ୍ୟରେ ସ୍ଥାନ ପାଇଲା ଓଡ଼ିଶା । କେନ୍ଦ୍ର ସରକାରଙ୍କ ଅଧିନସ୍ଥ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପିଜିଆଇ ୨୦୨୦-୨୧ ରିପୋର୍ଟରେ ଶ୍ରେଷ୍ଠ ୧୦ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା । ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।!-->…