Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Education
All education-related news will be uploaded will be uploaded in this page
ସ୍କୁଲରେ ଝୁଲୁଛି ତାଲା
ପିଲା ଆସୁଛନ୍ତି ହେଲେ ସ୍କୁଲ ଗେଟରେ ତାଲା ପଡିଥିବାର ଦେଖି ଘରକୁ ଫେରୁଛନ୍ତି
ଭଦ୍ରକ ଜିଲ୍ଲାର ୫୨ଟି ହାଇସ୍କୁଲ ରୂପାନ୍ତିରତ ହେବ
ଭଦ୍ରକ: ଜିଲ୍ଲାର ୫୨ଟି ହାଇସ୍କୁଲ ରୂପାନ୍ତିରତ ହେବ । ଫାଇଭ-ଟି ଉପକ୍ରମରେ ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ଭଦ୍ରକ ଜିଲ୍ଲାର ୫୨ଟି ହାଇସ୍କୁଲ ରୂପାନ୍ତିରତ ହେବ ବୋଲି ଜଣାପଡିଛି । ଯେଉଁଥିରେ ସ୍ଥାନ ପାଇଛି ଚାନ୍ଦବାଲି ବ୍ଲକର ୭ଟି ହାଇସ୍କୁଲ । ରୂପାନ୍ତରିତ କାର୍ଯ୍ୟର ଅଗ୍ରଗତି…
ରାଜରାସ୍ତାରେ ଶିକ୍ଷକ, ବିଦ୍ୟାଳୟରେ ପଡିଛି ତାଲା
ଭୁବନେଶ୍ବର: ସ୍କୁଲ ବନ୍ଦ କରି ଶିକ୍ଷକମାନେ ଧାରଣାରେ ବସିଥିବା ବେଳେ ଶିକ୍ଷକ ଆସୁନଥିବାରୁ ଛାତ୍ରଛାତ୍ରୀ ସ୍କୁଲ ଯାଉନାହାନ୍ତି । ସେପ୍ଟେମ୍ବର ମାସ ୮ ତାରିଖରୁ ଧାରଣାରେ ବସିଛନ୍ତି ଶିକ୍ଷକ । ପ୍ରଥମେ ବିଦ୍ୟାଳୟକୁ ଆଂଶିକ ବନ୍ଦ କରି ଧାରଣାରେ ବସିଥିଲେ, ମାତ୍ର ୧୩ ତାରିଖରୁ ସ୍କୁଲରେ ତାଲା…
ତାତିଲେ ଛାତ୍ର ସଂଗଠନ, ଆନ୍ଦୋଳନ ପାଇଁ ଧମକ
ଭୁବନେଶ୍ବର: ରାଜ୍ୟ ସରକାର ଲଗାତର ଷଷ୍ଠ ବର୍ଷ ପାଇଁ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ତରରେ ହେଉଥିବା ଛାତ୍ର ସଂସଦ ନିର୍ବାଚନକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ଜାରି କରିଥିବା ଶିକ୍ଷା ବର୍ଷ କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ସୂଚନା…
ଆଜି ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷମାନଙ୍କ କର୍ମଶାଳା
ଭୁବନେଶ୍ବର: ଆଜି ଲୋକସେବା କନଭେନସନରେ ସମସ୍ତ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷମାନଙ୍କ କର୍ମଶାଳା ବସିବ । ଏଥିରେ ଉଚ୍ଚଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯିବ । କର୍ମଶାଳା ଜରିଆରେ କଲେଜର ସମସ୍ୟା ଉପରେ ଆଲୋଚନା ହେବା ସହ ଡିଗ୍ରୀ କଲେଜ ଗୁଡ଼ିକରେ ରାଜ୍ୟ ସରକାରଙ୍କ ଯୋଜନାର…
ଚଳିତ ବର୍ଷ ହେବନାହିଁ ଛାତ୍ର ସଂସଦ ନିର୍ବାଚନ!
ଭୁବନେଶ୍ବର: ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି। ୨୦୨୩-୨୪…
ଅକ୍ଟୋବର ୪ରୁ ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା
କଟକ : ଅକ୍ଟୋବର ୪ ତାରିଖରୁ ଆରମ୍ଭ ହେବ ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ହୋଇଥିବା ପରୀକ୍ଷା ସୂଚୀ ଅନୁସାରେ ଅକ୍ଟୋବର ୪ ତାରିଖରେ ପ୍ରଥମ ସିଟିଂରେ ଓଡ଼ିଆ ଓ ଦ୍ୱିତୀୟ ସିଟିଂରେ ଇଂରାଜୀ ପରୀକ୍ଷା ହେବ । ସେହିପରି ୫ ତାରିଖରେ ଗଣିତ, ୬ରେ…