Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Education
All education-related news will be uploaded will be uploaded in this page
ଓଡ଼ିଆ ବିଶ୍ବବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକୋତ୍ତର ଓଡ଼ିଆ ପାଠ୍ୟକ୍ରମର ଶୁଭାରମ୍ଭ
ଭୁବନେଶ୍ବର: ଓଡ଼ିଆ ବିଶ୍ବବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକୋତ୍ତର ଓଡ଼ିଆ ପାଠ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଓଡ଼ିଆ ବିଶ୍ବବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ପାଇଁ ନାମଲେଖା ଶେଷ ହୋଇଛି । ୩ଟି ବିଭାଗରେ ୭୨ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ସ୍ଥାୟୀ କ୍ୟାମ୍ପସ ନିର୍ମାଣ ଚାଲିଥିବବେଳେ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓ୍ବେବ ପୋର୍ଟାଲ ଉଦଘାଟିତ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓ୍ବେବ ପୋର୍ଟାଲ ଉଦଘାଟିତ ହୋଇଛି । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ 542 ଜଣ ଶିକ୍ଷକ ଓ ଅଧ୍ୟକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ସେହିଭଳି ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାୟ ପାଇଁ ୩୦ ଶିକ୍ଷକ ଓ ଅଧ୍ୟକ୍ଷ ମିଳିଛି ନିଯୁକ୍ତି ।…
ଗୁରୁଦିବସ ଅବସରରେ ଗୁରୁଙ୍କୁ ପ୍ରଣାମ
ଆଜି ପବିତ୍ର ଗୁରୁଦିବସ ଅବସରରେ ସମସ୍ତ ଗୁରୁଙ୍କୁ ପ୍ରଣାମ । ଗୁରୁ ବ୍ରହ୍ମା, ଗୁରୁ ବିଷ୍ଣୁ ଗୁରୁ ସାକ୍ଷାତ ଇଶ୍ବର ଭାବେ ଆମେ ପୂଜା କରିଥାଉ । ଗୁରୁଙ୍କୁ ଦେବତାଙ୍କ ସହ ତୁଳନା କରାଯାଇଥାଏ ଆମ ସଂସ୍କୃତିରେ । ସ୍ବାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ତଥା ଦ୍ବିତୀୟ ରାଷ୍ଟ୍ରପତି ଡକ୍ଟର…
୩ ରୁ ଓଜେଏସ୍ ଲିଖିତ ପରୀକ୍ଷା
କଟକ : ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ) ମୁଖ୍ୟ ଲିଖିତ ପରୀକ୍ଷା ସେପ୍ଟେମ୍ବର ୩ରୁ ଅନୁଷ୍ଠିତ ହେବ। ଚଳିତବର୍ଷ ୯୯୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ୨୮ରୁ ଓପିଏସ୍ସି ୱେବ୍ସାଇଟରେ ପ୍ରବେଶପତ୍ର ଡାଉନ୍ଲୋଡ କରିହେବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ସେପ୍ଟେମ୍ବର ୩ରୁ…
ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଗ୍ରହୀ ଯୋଗ୍ୟ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ୨୮ ତାରିଖ ସୁଦ୍ଧା ଆବେଦନ କରିପାରିବେ।…
ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପିଜି ଓ ପିଏଚଡି ପାଇଁ ନାମଲେଖା
ଖୁବଶୀଘ୍ର ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପାଠପଢ଼ା । ସିଲାବସ୍ କମିଟି ବୈଠକରେ ଏନେଇ ନିଆଯିବ ନିଷ୍ପତି । ଓଡ଼ିଆ ଭାଷା ଓ ସାହିତ୍ୟ, ଭାଷା ବିଜ୍ଞାନ ଓ ପ୍ରାୟୋଗିକ ଭାଷା ଓ ଆଞ୍ଚଳିକ, ଆଦିବାସୀ ଭାଷା ଓ ଐତିହ ଭଳି ତିନୋଟି ବିଭାଗରେ ୨୪ଟି ଲେଖାଏଁ ସିଟ୍ ରହିବ । ଉଭୟ ପିଜି ଓ…
ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ
ଭୁବନେଶ୍ବର: ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ବି ମିଳିବ ମାଗଣା ପାଠ୍ୟପୁସ୍ତକ । 5T ଉପକ୍ରମରେ ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ କରାଯିବ ।ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା…
ନାମଲେଖା ପ୍ରକ୍ରିୟା ପାଇଁ ବାଧ୍ୟତାମୂଳକ ନୁହେଁ ଆଧାର କାର୍ଡ
ଭୁବନେଶ୍ୱର : ଏଣିକି ସ୍କୁଲ ଆଡ଼ମିଶନ ପାଇଁ ବାଧ୍ୟତାମୂଳକ ନୁହେଁ ଆଧାର କାର୍ଡ । ନାମଲେଖା ପ୍ରକ୍ରିୟାକୁ ସରଳ ଓ ସୁଗମ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନୋଟିସ୍ କରିଛି ବିଭାଗ । ଆଧାରକାର୍ଡ ଥିଲେ ହେବ ଆଡମିଶନ, ନଥିଲେ ବି ହେବ…
ୟୁଜି ଓ ପିଜି ନାମଲେଖା ତାରିଖରେ ପରିବର୍ତ୍ତନ
ଭୁବନେଶ୍ୱର: ଘୁଞ୍ଚିଲା ୟୁଜି ଓ ପିଜି ନାମଲେଖା ତାରିଖ। ରାଜ୍ୟରେ ବର୍ଷାଜନିତ ଖରାପ ପାଣିପାଗ ଯୋଗୁଁ ଦେଖାଦେଇଥୀବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି।ୟୁଜି ନାମଲେଖା ଓ ଆବେଦନକାରୀଙ୍କ ଦ୍ବିତୀୟ ପର୍ଯ୍ୟାୟ ଚୟନ ଏବଂ ପିଜି…
ନକଲି ବିଶ୍ଵବିଦ୍ୟାଳୟ ନେଇ ସତର୍କ କରାଇଲା ୟୁଜିସି
ନୂଆଦିଲ୍ଲୀ: ନକଲି ବିଶ୍ଵବିଦ୍ୟାଳୟ ନେଇ ସତର୍କ କରାଇଲା ୟୁଜିସି । ଓଡ଼ିଶାରେ ନାହିଁ, ଦେଶରେ ରହିଛି ୨୦ଟି ନକଲି ବିଶ୍ବବିଦ୍ୟାଳୟ । କୌଣସି ବିଶ୍ବବିଦ୍ୟାଳୟରେ ନାମ ଲେଖାଇବା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ସତର୍କ ରହିବାକୁ ନୋଟିସ ଜାରି କରିଛି ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି ।…