Browsing Category

Education

All education-related news will be uploaded will be uploaded in this page

ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ । ଜୁଲାଇ ୪ ତାରିଖ ଯାଏ ଚାଲିବ ଆବେଦନ ପ୍ରକ୍ରିୟା । ଜୁଲାଇ ୧୪ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଜୁଲାଇ ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଲେ ଅଗଷ୍ଟ ୩ରେ ତୃତୀୟ ପର୍ଯ୍ୟାୟ…

ଆଉ ୮ଟି ନର୍ସିଂ କଲେଜ ରାଜ୍ୟରେ ଖୋଲିବ

ଭୁବନେଶ୍ୱର: ରାଜ୍ୟରେ ଆଉ ୮ଟି ନର୍ସିଂ କଲେଜ ଖୋଲିବ । ୭ଟି ନର୍ସି କଲେଜ ଖୋଲିବା ନେଇ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ । ଅନ୍ୟପକ୍ଷରେ ଗୋଟିଏ ନର୍ସିଂ କଲେଜ ପ୍ରତିଷ୍ଠା ନେଇ ରାଜ୍ୟ ସରକାର ନିଜେ ଖର୍ଚ୍ଚ ବହନ କରିବେ । ତେବେ ଏନେଇ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରସ୍ତୁତି…

ପିଲାଙ୍କ ଡରରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ

ବାଲେଶ୍ବର: ବାହାନଗା ହାଇସ୍କୁଲ 5T ଉପକ୍ରମରେ ଏକ ମଡେଲ ସ୍କୁଲ ହେବ । ‍ବାଲେଶ୍ୱର ଜିଲ୍ଲା ବାହନଗା ହାଇସ୍କୁଲ ତଥା ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ନୂତନ ଘର ନିର୍ମାଣ କରାଯିବ ।  ବାହାନଗା ହାଇସ୍କୁଲ  ୪ରୁ ୬ ମାସରେ ନୂଆ ରୂପ ପାଇବ ।…

ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ

ବାଲେଶ୍ୱର: ନ୍ୟୁ ଜେନେରେସନ ବାଲାଷ୍ଟିକ ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ ହୋଇଛି । ଧାମରା ଅବଦୁଲ କାଲାମ ଦ୍ବୀପରୁ ରାତ୍ରୀକାଳୀନ ପରୀକ୍ଷା କରିଛି ଷ୍ଟାଟେଜିକ୍ ଫୋର୍ସ କମାଣ୍ଡ । ମଧ୍ୟମ ଦୂରଗାମୀ ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦିଗ ଓ ଲକ୍ଷ୍ୟ ସ୍ଥଳକୁ ସଠିକ୍ ଭାବେ…

ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏହା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି ।  ଚଳିତବର୍ଷ କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଧନ୍ଦାମୂଳକ…

ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ

ଭୁବନେଶ୍ୱର:  ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ମାଧ୍ୟମିକ ଶିକ୍ଷା ପରିଷଦ ବୁକଲେଟ୍ ଜାରି କରିବା ପରେ ୱେବସାଇଟରେ ମାର୍କ ଉପଲବ୍ଧ ହେବ…

ବିଶ୍ବ ପରିବେଶ ଦିବସ ପାଳନ

ଭୁବନେଶ୍ବର: ଆଜି ବିଶ୍ବ ପରିବେଶ ଦିବସ। ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ। ଏହି ଦିବସ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା। ବିଶ୍ବର ପ୍ରାୟ ୧୪୩ଟି ରାଷ୍ଟ୍ରରେ ପରିବେଶ ଦିବସ ପାଳନ କରାଯାଇଥାଏ ।ବିଶ୍ବ ପରିବେଶ ଦିବସରେ…

ଓଜେଇଇ-୨୦୨୩ ରେଜଲ୍ଟ ପ୍ରକାଶ ପାଇଲା

ଭୁବନେଶ୍ୱର: ପ୍ରକାଶ ପାଇଲା ଓଜେଇଇ-୨୦୨୩ ରେଜଲ୍ଟ । ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିଛନ୍ତି । ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ । www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ । ମୋଟ ୪୮,୮୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮,୭୮୩ ରାଙ୍କ…

ବିଶ୍ବ ପାଳୁଛି ତମାଖୁ ବର୍ଜନ ଦିବସ

ଭୁବନେଶ୍ୱର: ଆଜି ବିଶ୍ବ ପାଳୁଛି ତମାଖୁ ବର୍ଜନ ଦିବସ। ସ୍ବାସ୍ଥ୍ୟ ଉପରେ ତମାଖୁର କୁପ୍ରଭାବ ପଡ଼ୁଛି ।  ସର୍ବସାଧାରଣ ସ୍ଥାନରେ ସିଗାରେଟ୍‌ ଟାଣିବା ପ୍ରାୟତଃ କମିଯାଇଥିଲେ ବି ଗୁଟ୍‌ଖା ଖିଆ ଖୋଲାଖୋଲି ଚାଲିଛି। ସ୍କୁଲ୍‌, କଲେଜ ଭଳି ଶିକ୍ଷାନୁଷ୍ଠାନ ନିକଟରେ ଗୁଟ୍‌ଖା ବିକ୍ରି ନିଷିଦ୍ଧ…

ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ

ଭୁବନେଶ୍ବର: ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି, ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ ଏହି…