Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ
Browsing Category
Education
All education-related news will be uploaded will be uploaded in this page
ଓଡ଼ିଶା ସୂଚନା ସେବା କ୍ୟାଡର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି
ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ବାରା ପରିଚାଳିତ ଓଡ଼ିଶା ସୂଚନା ସେବା କ୍ୟାଡର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ରହିଛି। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପଦବି ପାଇଁ କରାଯାଇଥିବା ପରୀକ୍ଷାର ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ନେଇ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଆଜି…
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ, ମେ‘ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ…
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ ହୋଇଛି। ପରୀକ୍ଷା ଶେଷ ହୋଇଯାଇଥିବାରୁ ଏହାର ଫଳ ପ୍ରକାଶନ ପାଇଁ ସିଏଚ୍ଏସ୍ଇ ଖାତା ଦେଖିବା ନେଇ ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ୨…
ବନ୍ଦ ହୋଇଥିବା ସବୁ ସ୍କୁଲ୍ ଖୋଲିବ – ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ବନ୍ଦ ହୋଇଥିବା ସ୍କୁଲ୍ ଖୋଲିବା ନେଇ କିଛି ବ୍ୟବସ୍ଥା ରହିଛି ନା ନାହିଁ । ଏନେଇ ଗୃହରେ ପ୍ରଶ୍ନ କରିଥିଲେ ଅତାବିରା ବିଧାୟକ ନିହାର ମହାନନ୍ଦ । ଏହାର ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଯେ, ପୂର୍ବ ସରକାର ତରବରିଆ ଭାବରେ, ଠିକ୍…
ସ୍କୁଲ ଛାତ୍ରଛାତ୍ରୀଙ୍କୁ ଏପ୍ରିଲ ୧ରୁ ମିଳିବ ମାଣ୍ଡିଆ ଲଡୁ
ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇବାକୁ ରାଜ୍ୟସରକାରଙ୍କ ବଡ଼ ପଦେକ୍ଷପ । ଏପ୍ରିଲ ପହିଲାରୁ ମଧ୍ୟାହ୍ନ ଭୋଜନ ସହ ସ୍କୁଲ ପିଲାଙ୍କୁ ମିଳିବ ପୋଷଣ ଯୁକ୍ତ ଲଡୁ । ସ୍କୁଲର ସମସ୍ତ ପିଲାଙ୍କୁ ପୋଷଣ ଯୁକ୍ତ ଲଡୁ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଗୋଟିଏ ସପ୍ତାହରେ ସୋମବାର,…
ମାର୍ଚ୍ଚ ୨୪ ତାରିଖ ଠାରୁ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକିୟା ଆରମ୍ଭ
ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ…
ସାରା ରାଜ୍ୟରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ
କାଲିଠୁ ସକାଳୁଆ ସ୍କୁଲ । ସାରା ରାଜ୍ୟରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ । ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା…
ଆଜିଠୁ ସକାଳୁଆ ଅଙ୍ଗନବାଡି,ସକାଳ ୭ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ହେବ ପାଠପଢା
ଆଜିଠୁ ସକାଳୁଆ ଅଙ୍ଗନବାଡି । ସକାଳ ୭ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ହେବ ପାଠପଢା । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ନିଷ୍ପତ୍ତି । ଏକ୍ସରେ ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଶିଶୁମାନଙ୍କ ସୁରକ୍ଷା ନିମନ୍ତେ ଉଭୟ…
ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା
ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହେବେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହେବ । ୧୨ ଦିନ ଧରି ଚାଲିବ ଖାତାଦେଖା । ମାଟ୍ରିକ ପରୀକ୍ଷା ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ…
6 ବର୍ଷ ନ ହେଲେ ସ୍କୁଲ ମନା
୬ ବର୍ଷ ହେଲେ ସ୍କୁଲ ଯିବେ ପିଲା । ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଜଣେ ପିଲାକୁ ୬ ବର୍ଷ କିମ୍ବା ତା'ଠାରୁ ଅଧିକ ହେବା ଜରୁରୀ । ଛାତ୍ରଛାତ୍ରୀଙ୍କ ଉତ୍କୃଷ୍ଟ ଶୈକ୍ଷିକ ବିକାଶ ପାଇଁ ଜାତୀୟ ଶିକ୍ଷା ନୀତି ୨୦୨୦ରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ନେଇ ଏହି ନିଷ୍ପତ୍ତି ନିଆଯାଇଛି ।…
ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍ ପାଠ୍ୟକ୍ରମ
ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍ ପାଠ୍ୟକ୍ରମ। ଏନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍ କଲେଜ ଅର୍ଥାତ୍ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍ଓୟୁ) ସାକ୍ଷର ହୋଇଛି ।…