Browsing Category

Education

All education-related news will be uploaded will be uploaded in this page

ପ୍ରକାଶ  ପାଇଲା ଯୁକ୍ତ ଦୁଇ ମେରିଟ୍ ଲିଷ୍ଟ, ଶୀର୍ଷରେ ରେଭେନ୍ସା

ପ୍ରକାଶ  ପାଇଲା ଯୁକ୍ତ ଦୁଇ ମେରିଟ୍ ଲିଷ୍ଟ । ରାଜ୍ୟରେ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍ ଲିଷ୍ଟ ପ୍ରକାଶ ପାଇଛି । କଟ୍ ଅଫ୍ ଶୀର୍ଷରେ ରହିଛି ରେଭେନ୍ସା । କଳାରେ ୮୧%, ବାଣିଜ୍ୟରେ ୮୨.୪୦% ଓ ବିଜ୍ଞାନରେ ସର୍ବାଧିକ ୯୩.୪୦ % ପ୍ରତିଶତ ରହିଛି । ବିଜ୍ଞାନ କଟ୍ ଅଫ୍ ର ଦ୍ବିତୀୟ…

‘ଶିଶୁ ବାଟିକା’ ରେ ୭ ହଜାର ୩୪୪ ଜଣ ଶିକ୍ଷକ ନିଯୁକ୍ତ ପାଇବେ , ଦରମା ମାସିକ୨୭,୨୦୦

ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର। ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଚାଲିଥିବା 'ଶିଶୁ ବାଟିକା' ପାଇଁ ସରକାର ୭ ହଜାର ୩୪୪ ଜଣ ଶିକ୍ଷକ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଅର୍ଥ ବିଭାଗ ପକ୍ଷରୁ ମିଳିଛି…

ଏଣିକି ତୃତୀୟରୁ ଅଷ୍ଟମ ଶ୍ରେଣୀ ଯାଏଁ ପିଲାଙ୍କୁ ଚାରୋଟି ପରୀକ୍ଷା ଦେବାକୁ ହେବ

ଏଣିକି ବର୍ଷକୁ ଗୋଟିଏ କିମ୍ବା ଦୁଇଟି ନୁହେଁ । ୪ଟି ପରୀକ୍ଷା ଦେବେ ପିଲା । ତୃତୀୟରୁ ଅଷ୍ଟମ ଶ୍ରେଣୀ ଯାଏଁ ପିଲାଙ୍କୁ ଚାରୋଟି ପରୀକ୍ଷା ଦେବାକୁ ହେବ । ପ୍ରଥମ ଏବଂ ଦ୍ୱିତୀୟ ପରୀକ୍ଷା ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ହେବ । ସେହିପରି ଅକ୍ଟୋବରରୁ ମାର୍ଚ୍ଚ ମାସ ମଧ୍ୟରେ ବାକି ଦୁଇଟି…

ପ୍ରବଳ ବର୍ଷା ପାଇଁ ସ୍କୁଲ, କଲେଜ ଛୁଟି ,ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ପ୍ରବଳ ବର୍ଷା ପାଇଁ ସ୍କୁଲ, କଲେଜ ଛୁଟି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। କଟକ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିରରେ…

ଆଜି OTET ପରୀକ୍ଷା , ରାଜ୍ୟର ବିଭିନ୍ନ କେନ୍ଦ୍ରରେ ଚାଲିଛି ପରୀକ୍ଷା

ଆଜି OTET ପରୀକ୍ଷା ।  ରାଜ୍ୟର ବିଭିନ୍ନ କେନ୍ଦ୍ରରେ ଚାଲିଛି ପରୀକ୍ଷା । ସକାଳ ୯ଟାରୁ ୧୧ଟା ୩୦ ଯାଏ ପ୍ରଥମ ସିଟିଂ । ୨ଟାରୁ ୪ଟା ୩୦ ଯାଏ ଦ୍ବିତୀୟ ସିଟିଂ ପରୀକ୍ଷା ହେବ । ୯୭ ହଜାରରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀଙ୍କ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୩୧୧ ଟି ପରୀକ୍ଷା କେନ୍ଦ୍ର କରିଛି…

ନିଟ୍ -ପିଜି ୨୦୨୬ ପରୀକ୍ଷା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି , ଆସନ୍ତା ଅଗଷ୍ଟ ୩୦ରେ ହେବ ପରୀକ୍ଷା

ନିଟ୍ -ପିଜି ୨୦୨୬ ପରୀକ୍ଷା ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଆସନ୍ତା ଅଗଷ୍ଟ ୩୦ରେ ହେବ ପରୀକ୍ଷା । ଦେଶର ସମସ୍ତ ସରକାରୀ ଓ ବେସରକାରୀ ମେଡିକାଲ୍ କଲେଜରେ ପୋଷ୍ଟ ଗ୍ରାଜୁଏଟ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରତିବର୍ଷ ଅନୁଷ୍ଠିତ ହେଉଥିବା ‘ନୀଟ୍ -ପିଜି ୨୦୨୬’ ପରୀକ୍ଷା ସୂଚୀ ପ୍ରକାଶ…

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ୨ ଦିନ ସ୍କୁଲ ଛୁଟି

କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି । ଆଜି ଓ ଆସନ୍ତାକାଲି ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖାଯିବାକୁ ଘୋଷଣା କରାଯାଇଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ହେଲା ଛୁଟି ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ । ତେବେ ଏହି ସମୟରେ ପରୀକ୍ଷା ଓ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ ।…

ଖୁବଶୀଘ୍ର ପିଲାଙ୍କୁ ନୂଆ ବହି ଯୋଗାଇ ଦିଆଯିବ ,ଏନେଇ ସୂଚନା ଦେଇଛନ୍ତି ଏନ୍. ଥିରୁମାଲା ନାଏକ

ରାଜ୍ୟର ସମସ୍ତ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ସ୍ପଷ୍ଟ କଲେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏନ୍. ଥିରୁମାଲା ନାୟକ। ତ୍ରୁଟିର ଏବେ ତର୍ଜମା ଚାଲିଛି । ଖୁବଶୀଘ୍ର…

ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା

SI ଆଶାୟୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା । ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ । ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ ଛାତ୍ରଛାତ୍ରୀ SI ପରୀକ୍ଷା ଦେଇପାରିବେ । ବିଜ୍ଞପ୍ତି ପ୍ରକାଶ ପରେ ବୟସ ସୀମା ଅତିକ୍ରମ କରିଥିବା…

ଚଳିତ ଶିକ୍ଷା ବର୍ଷ ପାଇଁ ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି , ସଂଶୋଧିତ ପୁସ୍ତକରେ ପାଠ ପଢିବେ ପିଲା

ଚଳିତ ଶିକ୍ଷା ବର୍ଷ ପାଇଁ ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି ! ସଂଶୋଧିତ ପୁସ୍ତକରେ ପାଠ ପଢିବେ ପିଲା । ପ୍ରତି ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ । ବିଦ୍ୟାଳୟ ଗୁଡିକରେ ଠିକ୍ ଭାବେ ପଢ଼ାଯିବା ନେଇ ଏହି ସଂଶୋଧିତ ବହି ବ୍ୟବହାର କରାଯିବ । ତଦନ୍ତ ଆଧାରରେ ଆଉ ଯଦି ଦୋଷୀ ବାହାରିବେ…