Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Education
All education-related news will be uploaded will be uploaded in this page
ରାଜ୍ୟରେ ସମୁଦାୟ ୫୩ ହଜାର ଶିକ୍ଷକ ନିଯୁକ୍ତି ହେବେ
ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ଅଭାବ ରହିବ ନାହିଁ । ଏନେଇ ଗୃହରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି- ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୫, ଦ୍ଵିତୀୟ ପର୍ଯ୍ୟାୟରେ ୩୪୬୧ ଓ ତୃତୀୟ ପର୍ଯ୍ୟାୟରେ ୨୩୩୬ ଉଚ୍ଚ ବିଦ୍ୟାଳୟ ରୂପାନ୍ତର ହୋଇଛି ।…
କାଲି ଆରମ୍ଭ ହେବ ମାଟ୍ରିକ ପରୀକ୍ଷା
କାଲିଠୁ ମାଟ୍ରିକ ପରୀକ୍ଷା । ସକାଳ ୮ଟାରୁ ଆରମ୍ଭ ହେବ ପରୀକ୍ଷା । ୩ ହଜାର ୨୧୮ କେନ୍ଦ୍ରରେ ୫ଲକ୍ଷ ୪୧ ହଜାର ୨୪୭ ଶିକ୍ଷାର୍ଥୀ ଦେବେ ପରୀକ୍ଷା । ପ୍ରଥମ ଦିନରେ ଘଣ୍ଟାଏ ଆଗରୁ ସେଣ୍ଟରରେ ପହଞ୍ଚିବେ ଛାତ୍ରଛାତ୍ରୀ । ମୋଟ ୩୧୬ ନୋଡ଼ାଲ ସେଣ୍ଟରରେ ପହଞ୍ଚି ସାରିଛି ପ୍ରଶ୍ନପତ୍ର । ଏନେଇ ବୋର୍ଡ…
ଆସନ୍ତା ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ। …
ଆଜି ଉଦଘାଟନ ହେବ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ
କେନ୍ଦୁଝର:ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ବେରୁଣିପଦି ଗାଁରେ ଆଜି ଉଦଘାଟନ ହେବ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଇଣ୍ଟରନ୍ୟାସନାଲ ସ୍କୁଲକୁ ଉଦଘାଟନ କରିବେ ।ଡାକ୍ତର ପ୍ରଦୀପ ସେଠୀଙ୍କ ତତ୍ତ୍ବାବଧାନରେ ଆରମ୍ଭ କରାଯାଇଥିବା ଏହି ବିଦ୍ୟାଳୟରେ…
ଆଜିଠୁ ଯୁକ୍ତଦୁଇ ପରୀକ୍ଷା
ଭୁବନେଶ୍ବର: ଆଜିଠୁ ଯୁକ୍ତଦୁଇ ପରୀକ୍ଷା । ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ପରୀକ୍ଷା ଥିବାବେଳେ କାଲି କଳା ଓ ବାଣିଜ୍ୟ ଓ ୩ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ । ସକାଳ ୧୦ଟାରୁ ଅପରାହ୍ନ ଗୋଟାଏ ଯାଏ ଦିନକୁ ଗୋଟିଏ ଲେଖାଏ ସିଟିଂରେ ପରୀକ୍ଷା ହେବ । ଅଧଘଣ୍ଟା ଆଗରୁ ସେଣ୍ଟରରେ ପହଞ୍ଚିବେ…
ଯୁକ୍ତ ଦୁଇ ପରୀକ୍ଷା ଆସନ୍ତାକାଲିଠୁ ଆରମ୍ଭ
ଆସନ୍ତାକାଲିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ୨୦୨ଟି ହବ୍ରେ ପ୍ରଶ୍ନପତ୍ର ସହ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପହଞ୍ଚିବ । ହେଲେ ଏସବୁ ଭିତରେ ଅଧ୍ୟାପକଙ୍କ ଆନ୍ଦୋଳନ ସରକାରଙ୍କୁ ଚିନ୍ତାରେ ପକାଇଦେଇଛି । କାରଣ ଏବେ…
ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ
ରାଜ୍ୟ ସରକାର ବଜେଟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ବ୍ୟବସ୍ଥା କରିଛନ୍ତି । ଆସନ୍ତା ଶିକ୍ଷାବର୍ଷରୁ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ ଓ ଆନୁସଙ୍ଗିକ ସାମଗ୍ରୀ । ଏଥିପାଇଁ ସହାୟତା ରାଶି ୬ଶହ ଟଙ୍କା ମିଳୁଥିଲା ବେଳେ ଏବେ ଏକ ହଜାର ଟଙ୍କା ମିଳିବ ।…
ଭୁବନେଶ୍ୱର ଠାରେ ଷ୍ଟାର୍ସ କାର୍ଯ୍ୟକ୍ରମର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ
ସ୍କୁଲ ଶିକ୍ଷାକୁ ମଜଭୂତ୍ କରିବା, ସମାଜର ଆର୍ଥିକ ଦୃଷ୍ଟିରୁ ପଛୁଆ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ଏବଂ ଶିକ୍ଷକଙ୍କୁ ଉତ୍ତମ ତାଲିମ ପ୍ରଦାନ କରିବା ଦିଗରେ ଭୁବନେଶ୍ୱର ଠାରେ ଷ୍ଟାର୍ସ (ଷ୍ଟ୍ରେନ୍ଦେନିଂ ଟିଚିଂ-ଲର୍ଣ୍ଣିଂ- ଆଣ୍ଡ୍ ରେଜଲ୍ଟ ଫର୍ ଷ୍ଟେଟ୍ସ) କାର୍ଯ୍ୟକ୍ରମର ମଧ୍ୟବର୍ତ୍ତୀକାଳୀନ…
ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ହେବ ଉତ୍କର୍ଷ ବିଶ୍ବବିଦ୍ୟାଳୟ
ଭୁବନେଶ୍ୱର: ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ହେବ ଉତ୍କର୍ଷ ବିଶ୍ବବିଦ୍ୟାଳୟ । ଏଥିପାଇଁ ୧୫ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ସେହିପରି ଇନଷ୍ଟିଚ୍ୟୁଟ ବିକାଶ ଯୋଜନା ମାଧ୍ୟମରେ ଭିଏସଏସୟୁଟି ବୁର୍ଲାର ପୁନଃରୁଦ୍ଧାର କରାଯିବ । ଭୁବନେଶ୍ୱର ପାଣ୍ଡରାରେ ଖୋଲିବ ବିଶ୍ୱ ଦକ୍ଷତା…
ବାଣୀବିହାରରେ ଦେଖିବାକୁ ମିଳିଛି ଜେଏନୟୁ ତାତି, ପୋଲିସ ର ଛାତ୍ରଙ୍କୁ ଅମାନୁଷିକ ମାଡ଼
ବାଣୀବିହାରରେ ଦେଖିବାକୁ ମିଳିଛି ଜେଏନୟୁ ତାତି। ପିଜି କାଉନସିଲ୍ ହଲରେ ସେମିନାର ବେଳେ ଜେଏନୟୁ ପ୍ରଫେସର ଦେଶ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଛାତ୍ର ମାନଙ୍କ ଗଣ୍ଡଗୋଳ ଘଟଣା ତୀବ୍ର ରୂପ ଧାରଣ କରିଛି। ସହିଦ୍ ନଗର ଥାନାରେ ଉଭୟ ଛାତ୍ର ଓ ସିଟିଜେନସ ଫୋରମ୍ ପକ୍ଷରୁ ଏତଲା ହୋଇଛି। ସେପଟେ…