Browsing Category

Entertainment

All entertainment related news will be uploaded here

ଏହି କାରଣରୁ ଆଜି ମୁକ୍ତିଲାଭ କରିପାରିବନି ଓଡ଼ିଆ ସିନେମା ‘ଲଢ଼େଇ’,

ମୁକ୍ତିଲାଭ ସମୟ ନିର୍ଦ୍ଧାରିତ ହୋଇସାରିଥିଲା। ପ୍ରଚାରପ୍ରସାର ଜୋରଦାର ଚାଲିଥିଲା ଏବଂ ସମସ୍ତ ହଲ ବୁକିଂ ସରିଥିଲା। ହେଲେ ମୁକ୍ତିଲାଭର ଦିନକ ପୂର୍ବରୁ ବାଜିଲା ସେନ୍‌ସର୍‌ ଛାଟ। ନୂଆ ଅଭିନେତାମାନଙ୍କୁ ନେଇ ନିର୍ମିତ ହୋଇଥିବା ଓଡ଼ିଆ ସିନେମା ‘ଲଢ଼େଇ’ ଆସନ୍ତାକାଲି (୧୭ ଅକ୍ଟୋବର) ମୁକ୍ତିଲାଭ…

ଜେଜେ ମା ହେଲେ ନମିତା ଅଗ୍ରୱାଲ

ଆପଣଙ୍କ ଲୋକପ୍ରିୟ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲଙ୍କ ପରିବାର ପାଇଁ ଆଜି ଖୁସି ଖବର ଆସିଛି | ପ୍ରଥମେ ବୋହୂ, ତାପରେ ଶାଶୁ ଓ ଏବେ ଜେଜେ ମା ହୋଇଛନ୍ତି ନମିତା ଅଗ୍ରୱାଲ | ନମିତାଙ୍କ ପୁଅ ସିଦ୍ଧାର୍ଥ ଅଗ୍ରୱାଲ ଓ ବୋହୂ ତମ୍ମନାଙ୍କ ଔରସରୁ ପୁତ୍ର ସନ୍ତାନଟିଏ ଜନ୍ମ ହୋଇଛି | ଆଉ ଏନେଇ ଅଗ୍ରୱାଲ…

ପଙ୍କଜ ଧୀରଙ୍କ ପରଲୋକ

ଜଣାଶୁଣା ଟିଭି ଓ ଫିଲ୍ମ ଅଭିନେତା ପଙ୍କଜ ଧୀର ଆଉ ନାହାନ୍ତି । ବିଆର ଚୋପ୍ରାଙ୍କ ମହାଭାରତରେ ’କର୍ଣ୍ଣ’ ଚରିତ୍ରରେ ଅଭିନୟ କରି ବେଶ୍ ପ୍ରଶଂସା ସାଉଟିଥିବା ବିଶିଷ୍ଟ ଅଭିନେତା ପଙ୍କଜ ଧୀର ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । କ୍ୟାନସର ସହ ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି…

ମୂଲ୍ୟବାନ ହୀରାଖଞ୍ଜା ପୋଷାକ ରେ ନଜର ଆସିଲେ ଐଶ୍ୱର୍ଯ୍ୟା ରାୟ

ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ସବୁଠାରୁ ସୁନ୍ଦରୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ଦେଶ ଏବଂ ବିଶ୍ୱରେ ତାଙ୍କର ଲକ୍ଷଲକ୍ଷ ପ୍ରଶଂସକ ଅଛନ୍ତି।  ଐଶ୍ୱର୍ଯ୍ୟା ରାୟ ସମ୍ପ୍ରତି ପ୍ୟାରିସ୍ ଲୋରିଏଲ୍ ଫ୍ୟାସନ୍ ସପ୍ତାହ ୨୦୨୫ରେ ଯୋଗ ଦେଇଥିଲେ। ଅଭିନେତ୍ରୀ କିଛିଦିନ ହେବ ସୋସିଆଲ…

ମିସେସ୍‌ ୟୁନିଭର୍ସ ଟାଇଟଲ ହାସଲ କଲେ ଶେରି ସିଂ

୪୮ତମ ମିସେସ୍‌ ୟୁନିଭର୍ସ ପ୍ରତିଯୋଗିତାରେ ଭାରତ ଇତିହାସ ରଚିଛି। ଉତ୍ତରପ୍ରଦେଶର ଗ୍ରେଟର ନଏଡା ନିବାସୀ ଶେରି ସିଂ ଚଳିତ ବର୍ଷର ପ୍ରତିଷ୍ଠିତ ମିସେସ୍‌ ୟୁନିଭର୍ସ ଟାଇଟଲ ହାସଲ କରିଛନ୍ତି। ସେ ପ୍ରଥମ ଭାରତୀୟ ଭାବେ ଏହି ଟାଇଟଲ ଜିତି ଦେଶକୁ ଗୌରବାନ୍ବିତ କରିଛନ୍ତି। ଫିଲିପାଇନ୍ସର ରାଜଧାନୀ…

ହଲିଉଡ ଅଭିନେତ୍ରୀ ଡାଏନ କିଟନଙ୍କ ପରଲୋକ

ପ୍ରଖ୍ୟାତ ହଲିଉଡ ଅଭିନେତ୍ରୀ ଡାଏନ କିଟନଙ୍କ ପରଲୋକ ହୋଇଛି। ଅଭିନେତ୍ରୀଙ୍କର ୭୯ ବର୍ଷ ବୟସରେ ମୃତ୍ୟୁ ହୋଇଛି। ଡାଏନଙ୍କ ଜଣେ ମୁଖପାତ୍ର ତାଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ଡାଏନ କିଟନ ଲସ ଆଞ୍ଜେଲସରେ ରହୁଥିଲେ। ଅକ୍ଟୋବର ୧୧ରେ ହଠାତ ଡାଏନଙ୍କ ମୃତ୍ୟୁ ହୋଇଥିଲା, ଏବେ ପର୍ଯ୍ୟନ୍ତ…

ଆଜି ୮୩ ତମ ଜନ୍ମଦିନ ପାଳନ କରୁଛନ୍ତି ବିଗ ବି

ବଡ଼ ପରଦାର ସୁପରଷ୍ଟାର । କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ୍ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ଼ରେ । ତାଙ୍କ ସ୍ମୃତିକୁ ସାଉଁଟି ଧରିଛନ୍ତି ତାଙ୍କର ପ୍ରତିଟି ଦର୍ଶକ । ଆଜି ସେମିତି ଜଣେ ନାୟକଙ୍କ ଜନ୍ମଦିନ ସେ ହେଉଛନ୍ତି ବିଗ ବି, ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ।ଆଜି ୮୩…

କରୱା ଚୌଥ ଉପବାସରେ ବିଶ୍ୱାସ କରନ୍ତି ନାହିଁ ଏହି ସବୁ ଅଭିନେତ୍ରୀ

କରୱା ଚୌଥ ବ୍ରତ ହିନ୍ଦୁ ବିବାହିତମାନଙ୍କ ପାଇଁ ଖୁବ୍ ସ୍ବତନ୍ତ୍ର ହୋଇଥାଏ। ଏହି ଦିନ ସେମାନେ ନିଜ ସ୍ୱାମୀଙ୍କ ଦୀର୍ଘ ଜୀବନ ଏବଂ ମଙ୍ଗଳ ପାଇଁ ଉପାସ ରହି ବ୍ରତ ରଖନ୍ତି। ଅନେକ ବଲିଉଡ୍ ଅଭିନେତ୍ରୀ ମଧ୍ୟ ନିଜ ସ୍ୱାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ କରନ୍ତି। ତଥାପି, କିଛି…

ବିଶ୍ୱବ୍ୟାପୀ ସର୍ବାଧିକ ରୋଜଗାର କରିଥିବା ୫ ଭାରତୀୟ ଫିଲ୍ମ ମଧ୍ୟରେ ସ୍ଥାନ ପାଇଲା

ଅଭିନେତା ରିଷବ ଶେଟ୍ଟୀଙ୍କ ‘କାନ୍ତାରା: ଚାପ୍ଟର ୧’ ଫିଲ୍ମ ଗତ ୨ ତାରିଖରେ ରିଲିଜ୍‌ ହୋଇଥିଲା। ରିଲିଜ୍‌ ହେବାର ୪ ଦିନ ମଧ୍ୟରେ ଏହି ଫିଲ୍ମ ବିଶ୍ୱବ୍ୟାପୀ ୩୩୫ କୋଟି ଟଙ୍କା ରୋଜଗାର କରିଛି। କେବଳ ଭାରତୀୟ ସିନେମା ହଲଗୁଡ଼ିକରୁ ଏହି ଫିଲ୍ମ ୨୨୩.୭୫ କୋଟି ଟଙ୍କାର ବ୍ୟବସାୟ କରିଛି। ଗୁରୁବାର…

ଆସାମର ପ୍ରସିଦ୍ଧ ଗାୟକ ଜୁବିନଙ୍କ ମୃତ୍ୟୁ ଘଟଣା,ଗିରଫ ହେଲେ ଜୁବିନଙ୍କ ଭାଇ

ଆସାମର ପ୍ରସିଦ୍ଧ ଗାୟକ ଏବଂ ଯୁବପିଢ଼ିଙ୍କ ହୃଦୟସ୍ପନ୍ଦନ ବୋଲି କୁହାଯାଉଥିବା ଜୁବିନ ଗର୍ଗଙ୍କ ଅକାଳ ମୃତ୍ୟୁ ସମସ୍ତଙ୍କୁ ଚକିତ କରିଛି। ସିଙ୍ଗାପୁରରେ ସ୍କୁବା ଡାଇଭିଂ ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଲିସ ଏବେ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…