Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Entertainment
All entertainment related news will be uploaded here
ଅଭିନେତା ବରୁଣ ଜୈନଙ୍କୁ ବିବାହ କଲେ ଗୋପୀ
ଫଟୋ ସେୟାର କରି ଜିୟା ଲେଖିଛନ୍ତି, "ଭଗବାନ ଏବଂ ଗୁରୁଙ୍କ କୃପାରୁ ଆମେ ସବୁଦିନ ପାଇଁ ଏକାଠି ହୋଇଛୁ। ହାତରେ ହାତ ମିଶାଇ, ହୃଦୟ ସହ ହୃଦୟ ମିଶାଇ। ଆମେ ଦୁଇ ବନ୍ଧୁ ଥିଲୁ ଏବଂ ଆଜି ଆମେ ସ୍ୱାମୀ-ସ୍ତ୍ରୀ ହୋଇଛୁ। ଏହି ଦିନକୁ ସ୍ୱତନ୍ତ୍ର କରିଥିବା ଲୋକଙ୍କ ଭଲପାଇବା, ଆଶୀର୍ବାଦ…
ମିସ୍ ୟୁନିଭର୍ସ ଇଣ୍ଡିଆ ହେଲେ ରାଜସ୍ଥାନର ମନିକା ବିଶ୍ୱକର୍ମା
ମିସ୍ ୟୁନିଭର୍ସ ଇଣ୍ଡିଆ ହେଲେ ରାଜସ୍ଥାନର ମନିକା ବିଶ୍ୱକର୍ମା। ସେ ସୋମବାର ଅଗଷ୍ଟ ୧୮ରେ ଏହି ସମ୍ମାନଜନକ ମୁକୁଟ ଜିତିଥିଲେ। ଏହି ଟାଇଟଲ ପାଇଁ ସାରା ଦେଶରୁ ୪୮ଜଣ ପ୍ରତିଯୋଗୀ ଫାଇନାଲରେ ପ୍ରବେଶ କରିଥିଲେ। ସେମାନଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ପରେ, ରାଜସ୍ଥାନର ମନିକା ବିଶ୍ୱକର୍ମା ବିଜୟୀ…
ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସର ପ୍ରଫେସର ଅଚ୍ୟୁତ୍ ପୋତଦାର୍
ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସର ପ୍ରଫେସର ଅଚ୍ୟୁତ୍ ପୋତଦାର୍। ମୃତ୍ୟୁ ବେଳକୁ ତାଙ୍କୁ ୯୧ବର୍ଷ ବୟସ ହୋଇଥିଲା। ୨୦୦୯ରେ ରିଲିଜ୍ ହୋଇଥିଲା ଫିଲ୍ମ ୩ ଇଡିୟଟ୍ସ। ଆମୀର ଖାନ୍, ଆର୍ ମାଧବନ, ବମନ ଈରାନୀ ଓ ଶର୍ମନ ଯୋଶୀଙ୍କ ଭଳି କଳାକାର ଏଥିରେ ଅଭିନୟ କରିଥିବା ବେଳେ ଜଣେ କଠୋର…
ଜାହ୍ନବୀଙ୍କ କାଷ୍ଟିଂ, ପ୍ରଶ୍ନ ଉଠାଇଛନ୍ତି ପବିତ୍ରା ମେନନ୍
ବଲିଉଡ୍ ଅଭିନେତ୍ରୀ ଜାହ୍ନବୀ କପୁର ସମ୍ପ୍ରତି ନିଜର ଆଗାମୀ ଫିଲ୍ମ ‘ପରମ ସୁନ୍ଦରୀ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଆସନ୍ତା ୨୯ରେ ତୁଷାର ଜଲୋଟାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ରିଲିଜ୍ ହେବାକୁ ଥିବାବେଳେ ଗତ ୧୨ରେ ଏହାର ଟ୍ରେଲରକୁ ଜାରି କରାଯାଇଥିଲା। ଟ୍ରେଲରରେ ଜାହ୍ନବୀଙ୍କୁ ଜଣେ…
ଦ୍ୱିତୀୟ ଥର ପାଇଁ ବାପା ହେବାର ସୌଭାଗ୍ୟ ପାଇଛନ୍ତି ନକୁଳ ମେହେତା
‘ବଡ଼େ ଅଛେ ଲଗତେ ହେଁ’ର ଫେମ୍ ଅଭିନେତା ନକୁଳ ମେହେତା ଦ୍ୱିତୀୟ ଥର ପାଇଁ ବାପା ହେବାର ସୌଭାଗ୍ୟ ପାଇଛନ୍ତି। ପତ୍ନୀ ଜାନକୀ ଅଗଷ୍ଟ ୧୫ରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେବାର ଖୁସି ଖବରକୁ ନକୁଳ ସୋସିଆଲ ମିଡିଆ ଜରିଆରେ ସମସ୍ତଙ୍କୁ ଜଣାଇଛନ୍ତି।
ପୋଷ୍ଟ ସହିତ ନକୁଳ ମେହେତା ତାଙ୍କ ନବଜାତ…
ରିଲିଜ୍ ହେବାର ତିନି ସପ୍ତାହ ପରେ ମଧ୍ୟ ବକ୍ସ ଅଫିସରେ ଧମାଲ କରୁଛି ‘ମହାବତାର ନରସିଂହ’
ଆନିମେଟେଡ୍ ଫିଲ୍ମ 'ମହାବତାର ନରସିଂହ' ରିଲିଜ୍ ହେବାର ତିନି ସପ୍ତାହ ବିତିଗଲାଣି। କିନ୍ତୁ ଫିଲ୍ମଟି ଏବେ ବି ବକ୍ସ ଅଫିସରେ ଧମାକା କରୁଛି। ଫିଲ୍ମର ରୋଜଗାର ଏବେ ୨୦୦କୋଟି କ୍ଲବରେ ସାମିଲ ହେବାକୁ ଯାଉଛି। ଚତୁର୍ଥ ଶୁକ୍ରବାର ଫିଲ୍ମର ଆୟ 'ସୈୟାରା'କୁ ପଛରେ ପକାଇ ଦେଇଛି।…
ଶୋଲେ’ ଫିଲ୍ମକୁ 50 ବର୍ଷ
ଶୋଲେ' ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାର ୫୦ ବର୍ଷ ପୂରଣ କରିଛି । ଏହି ଚଳଚ୍ଚିତ୍ରଟି ସ୍ୱାଧୀନତା ଦିବସ, ୧୫ ଅଗଷ୍ଟ ୧୯୭୫ରେ ମୁକ୍ତିଲାଭ କରିଥିଲା । ରମେଶ ସିପ୍ପିଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଅମିତାଭ ବଚ୍ଚନ, ଧର୍ମେନ୍ଦ୍ର, ହେମା ମାଳିନୀ, ଜୟା ବଚ୍ଚନ, ସଞ୍ଜୀବ କୁମାର ଏବଂ ଅମଜଦ…
ସରିଲା ଅର୍ଜୁନ ତେନ୍ଦୁଲକରଙ୍କ ନିର୍ବନ୍ଧ
ସରିଲା 'କ୍ରିକେଟର ଭଗବାନ' କୁହାଯାଉଥିବା ପୂର୍ବତନ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକରଙ୍କ ନିର୍ବନ୍ଧ। ୨୫ ବର୍ଷୀୟ ଅର୍ଜୁନଙ୍କ ନିର୍ବନ୍ଧ ସାନିଆ ଚନ୍ଦୋକଙ୍କ ସହିତ ଶେଷ ହୋଇଛି। ଦୁହେଁ ବୁଧବାର ନିର୍ବନ୍ଧ କରିଥିବା ଜଣାଯାଇଛି। ସାନିଆ ହେଉଛନ୍ତି ପ୍ରସିଦ୍ଧ…
ୟୁଟ୍ୟୁବର ଅରମାନ ମାଲିକ ଏବଂ ତାଙ୍କ ଦୁଇ ପତ୍ନୀ ପାୟଲ ଓ କୃତିକା ସମନ ଜାରି କଲେ କୋର୍ଟ
ସଲମାନ ଖାନଙ୍କ ରିଆଲିଟି ସୋ’ 'ବିଗ୍ ବସ୍ ଓଟିଟି ୩'ରେ ନଜର ଆସିଥିବା ୟୁଟ୍ୟୁବର ଅରମାନ ମାଲିକ ଏବଂ ତାଙ୍କ ଦୁଇ ପତ୍ନୀ ପାୟଲ ଓ କୃତିକା ସୋସିଆଲ ମିଡିଆରେ ସେମାନଙ୍କ ଜୀବନଶୈଳୀକୁ ନେଇ ବେଶ ଚର୍ଚ୍ଚାର ଅଛନ୍ତି।
ସମ୍ପ୍ରତି ଅରମାନ ମାଲିକ, ପାୟଲ ଓ କୃତିକାଙ୍କୁ ପଟିଆଲା…
‘କୁଲି’ ର ଟିକେଟ୍ ମୂଲ୍ୟ ୪,୫୦୦ଟଙ୍କା
ଏହି ସପ୍ତାହରେ ଦୁଇଟି ବଡ଼ ଫିଲ୍ମ 'କୁଲି' ଏବଂ 'ୱାର ୨' ପରସ୍ପର ସହିତ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଫିଲ୍ମରେ ବଡ଼ ବଡ଼ ସୁପରଷ୍ଟାର ଥିବା ବେଳେ ପ୍ରଶଂସକମାନେ ସେମାନଙ୍କର ଫିଲ୍ମର ରିଲିଜ୍କୁ ଅପେକ୍ଷା କରି ରହିଛନ୍ତି। ଗୋଟାଏ ପଟେ ହ୍ରିତିକ୍ ରୋଶନ ଏବଂ ଜୁନିଅର ଏନଟିଆରଙ୍କ ଅଭିନୀତ…