Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Browsing Category
Entertainment
All entertainment related news will be uploaded here
ଅସୁସ୍ଥ ହୋଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହେଲେ ସଲମାନ ଖାନଙ୍କ ପିତା ସଲିମ ଖାନ
ବଲିଉଡ ଇଣ୍ଡଷ୍ଟ୍ରୀର ଜଣାଶୁଣା ପ୍ରସିଦ୍ଧ ଲେଖକ ଏବଂ ବଲିଉଡ ଭାଇଜାନ ସଲମାନ ଖାନଙ୍କ ପିତା ସଲିମ ଖାନଙ୍କ ବିଗିଡିଲା ସ୍ୱାସ୍ଥ୍ୟବସ୍ଥା । ସଲିମ୍ ହଠାତ୍ ଅସୁସ୍ଥ ହୋଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସଲମାନ ପିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖବର ପାଇବା ପରେ ତୁରନ୍ତ ହସ୍ପିଟାଲରେ…
ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ
ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ । କୋର୍ଟ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି, କିନ୍ତୁ ଏକ ସର୍ତ୍ତ ସହିତ। ହାଇକୋର୍ଟ ରାଜପାଲ ଯାଦବଙ୍କ ଓକିଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ୧.୫ କୋଟି ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଦାଖଲ କରିବାକୁ ଅପରାହ୍ନ ୩ଟା…
ଆଜି ହେବ ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ
ଘରେ ଘରେ ପରିଚିତ ‘ଫୁର୍ରୁକିନା ଉଡ଼ିଗଲା ବଣି’ ଗୀତର ଗୀତା ଆଉ ନାହାନ୍ତି। ତାଙ୍କ ଜୀବନପକ୍ଷୀ ଉଡ଼ିଯାଇଛି ଆରପାରିକୁ। ସ୍କୁଲପାଠ ସମୟରୁ ସିନେମାରେ ନାୟିକାଙ୍କ ପାଇଁ ସିଏ ଗୀତ ଗାଇଥିଲେ, ଜୀବନକାଳ ମଧ୍ୟରେ ପାଞ୍ଚ ହଜାରରୁ ଅଧିକ ଗୀତ ଗାଇଛନ୍ତି। ଆକାଶବାଣୀର ‘ଟପ୍ଗ୍ରେଡ୍’…
“ହୀର ରାଞ୍ଝା” ଫିଲ୍ମ ଆଣୁଛନ୍ତି ଇମତିଆଜ୍ ଅଲି
ଇମତିଆଜ୍ ଅଲି ହିନ୍ଦୀ ସିନେମାକୁ ଏବେ କିଛି ସୁନ୍ଦର ଲଭଷ୍ଟୋରୀ ଦେଇଛନ୍ତି । ପୂର୍ବରୁ “ଜବ୍ ୱି ମେଟ୍” ଏବଂ “ଲୈଲା ମଜନୁ” ଭଳି ଫିଲ୍ମ ମାଧ୍ୟମରେ ଦର୍ଶକଙ୍କ ହୃଦୟ ଜିତିଥିଲେ ଇମତିଆଜ୍ ଅଲି । ସେ ଏବେ ଦର୍ଶକଙ୍କ ପାଇଁ ଆଉ ଏକ ଲଭଷ୍ଟୋରୀ ଆଣିଛନ୍ତି ଏବଂ ଏକତା କପୁରଙ୍କ ସହିତ ହାତ ମିଳାଇଛନ୍ତି…
ରିଲିଜ ହେଲା ଫିଲ୍ମ ‘‘ବ୍ୟାଟଲ୍ ଅଫ୍ ଗାଲୱାନ୍’’ ଗୀତ
ସଲମାନ ଖାନ୍ ବର୍ତ୍ତମାନ ତାଙ୍କ ଆଗାମୀ ଫିଲ୍ମ ‘‘ବ୍ୟାଟଲ୍ ଅଫ୍ ଗାଲୱାନ୍’’ ପାଇଁ ଖବରରେ ରହିଛନ୍ତି । ନିକଟରେ ଫିଲ୍ମର ପ୍ରଥମ ଗୀତ ‘‘ମାତୃଭୂମି” ରିଲିଜ୍ ହୋଇଥିଲା, ଯାହାକୁ ଅରିଜିତ ସିଂହ ଗାଇଥିଲେ। ଏହି ଗୀତକୁ ଦର୍ଶକଙ୍କଠାରୁ ଏକ ଜବରଦସ୍ତ ପ୍ରତିକ୍ରିୟା ମିଳିଥିଲା । ଏହାରି ମଧ୍ୟରେ…
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ, ଗୁରୁବାର ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ…
ଖୁବ୍ ଶୀଘ୍ର ମାଆ ହେବାକୁ ଯାଉଛନ୍ତି ଲୋକପ୍ରିୟ ଟିଭି ଅଭିନେତ୍ରୀ ସୁରଭି ଜ୍ୟୋତି
ଲୋକପ୍ରିୟ ଟିଭି ଅଭିନେତ୍ରୀ ସୁରଭି ଜ୍ୟୋତି । ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ସେୟାର କରିଛନ୍ତି। ସେ ଖୁବ୍ ଶୀଘ୍ର ମାଆ ହେବାକୁ ଯାଉଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଏହି ସୂଚନା ସେୟାର କରିଛନ୍ତି। ସୁରଭିଙ୍କ ପୋଷ୍ଟ ପ୍ରକାଶ ପାଇବା ମାତ୍ରେ ସମସ୍ତେ ଉତ୍ସାହିତ…
ଚେକ୍ ବାଉନ୍ସ ମାମଲାରେ ତିହାର ଜେଲ ଗଲେ ରାଜପାଲ ଯାଦବ
ପ୍ରସିଦ୍ଧ ବଲିଉଡ୍ ହାସ୍ୟ ଅଭିନେତା ରାଜପାଲ ଯାଦବ ଚେକ୍ ବାଉନ୍ସ ମାମଲାରେ ଏବେ ଦିଲ୍ଲୀର ତିହାର ଜେଲରେ ରହିଛନ୍ତି । ଅନେକ ଥର କୋର୍ଟର ସମୟସୀମା ବୃଦ୍ଧି ସତ୍ତ୍ୱେ ଋଣ ପରିଶୋଧ କରି ନ ପାରିବାରୁ ସେ ଆତ୍ମସମର୍ପଣ କରିଥିଲେ । ପୂର୍ବରୁ ସେ କର୍ତ୍ତୃପକ୍ଷଙ୍କୁ ତାଙ୍କର ଆର୍ଥିକ ପରିସ୍ଥିତି…
ହ୍ବାଟ୍ସଆପ୍ ନୋଟ୍ ମାଧ୍ୟମରେ ବଲିଉଡ ଅଭିନେତା ରଣବୀର ସିଂହଙ୍କୁ ହତ୍ୟା ଧମକ, ଘର ବାହାରେ ସୁରକ୍ଷା ବଢ଼ାଇଛି ପୋଲିସ
ବଲିଉଡ ଅଭିନେତା ରଣବୀର ସିଂହଙ୍କୁ ଧମକ। ମଙ୍ଗଳବାର ରଣବୀରଙ୍କୁ ଏକ ହ୍ବାଟ୍ସଆପ୍ ନୋଟ୍ ମାଧ୍ୟମରେ ଧମକ ଦିଆଯାଇଛି। ଏହି ଭଏସନୋଟରେ ରଣବୀରଙ୍କୁ ୧ କୋଟି ଟଙ୍କା ଦେବାକୁ କୁହାଯାଇଥିବାବେଳେ, ନଦେଲେ ହତ୍ୟା କରାଯିବ ବୋଲି ଧମକ ଦିଆଯାଇଛି।
ତେବେ ଏହି ଧମକ ମିଳିବା ପରେ ରଣବୀର ମୁମ୍ବାଇ…
ପୈତୃକ ସମ୍ପତ୍ତି ବିବାଦକୁ ନେଇ ଜୀବନ ପ୍ରତି ବିପଦ ଥିବା ନେଇ ଥାନାର ଦ୍ବାରସ୍ଥ ହେଲେ ଅଭିନେତା ସାତ୍ତ୍ୱକି ମିଶ୍ର
ଅଭିନେତା ସାତ୍ତ୍ୱକି ମିଶ୍ରଙ୍କ ଜୀବନ ପ୍ରତି ବିପଦ । ତାଙ୍କୁ ଜୀବନରୁ ମାରିଦେବାକୁ ଧମକ । ହତ୍ୟା କରିଦେବା ଭଳି ଧମକ ଅଭିଯୋଗ ହୋଇଛି । ଏନେଇ ଡିସିପିଙ୍କ ନିକଟରେ ଫେରାଦ୍ ହେଲେ ଅଭିନେତା ସାତ୍ତ୍ୱକି ମିଶ୍ର । ଏମିତିକି ତାଙ୍କ ପତ୍ନୀଙ୍କୁ ବି ଅଶାଳୀନ ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଛି ।…