Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Entertainment
All entertainment related news will be uploaded here
ଶିଶୁକନ୍ୟାର ମାତାପିତା ହେଲେ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା
ବଲିଉଡରୁ ଆସିଲା ଖୁସିର ଖବର। ମାତାପିତା ହେଲେ ଲୋକପ୍ରିୟ ଦମ୍ପତି କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା। ଗତକାଲି ଏହି ଦମ୍ପତି ଏକ ଶିଶୁ କନ୍ୟାକୁ ଏ ଦୁନିଆକୁ ସ୍ୱାଗତ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ଦୁହିଁଙ୍କ ପ୍ରଶଂସକ ଏବଂ ଅନେକ ସେଲିବ୍ରିଟି କିଆରା ଏବଂ…
ପରଲୋକରେ ବଲିଉଡର ଜଣାଶୁଣା ଅଭିନେତା ତଥା ପ୍ରଯୋଜକ ଧୀରଜ କୁମାର
ମନୋରଞ୍ଜନ ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର। ପରଲୋକରେ ବଲିଉଡର ଜଣାଶୁଣା ଅଭିନେତା ତଥା ପ୍ରଯୋଜକ ଧୀରଜ କୁମାର। ୭୯ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ସେ ଗତ କିଛି ଦିନ ହେବ 'ଏକ୍ୟୁଟ ନିମୋନିଆ'ରେ ପୀଡ଼ିତ ଥିଲେ ବୋଲି ଜଣାଯାଇଛି। ସୋମବାର ତାଙ୍କୁ ମୁମ୍ବାଇର ଅନ୍ଧେରୀରେ ଥିବା…
ପରଲୋକରେ ପ୍ରଥମ ମହିଳା ସୁପରଷ୍ଟାର
ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ସିନେମାର ବରିଷ୍ଠ ଅଭିନେତ୍ରୀ ବି. ସରୋଜା ଦେବୀଙ୍କ ପରଲୋକ ହୋଇଛି। ସେ କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରଥମ ମହିଳା ସୁପରଷ୍ଟାର ଥିଲେ। ଆଜି ସକାଳେ ୮୭ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି।…
କପିଲ ଶର୍ମାଙ୍କ କାଫେ ଉପରକୁ ଗୁଳି ମାଡ଼ , ସୁରକ୍ଷା କଡ଼ା କଲା ପୋଲିସ
ଲୋକପ୍ରିୟ ହାସ୍ୟାଭିନେତା କପିଲ ଶର୍ମାଙ୍କ କାନାଡ଼ାସ୍ଥିତ କାଫେ ଉପରକୁ ଗୁଳିମାାଡ଼ ଘଟଣା ପରେ ମୁମ୍ବାଇସ୍ଥିତ ତାଙ୍କ ବାସଭବନ ବାହାରେ ପୁଲିସ ଗତିବିଧି ଦେଖିବାକୁ ମିଳିଛି। କପିଲଙ୍କ ଘର ବାହାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିଛି ମୁମ୍ବଇ ପୁଲିସ।
ଶୁକ୍ରବାର ସକାଳେ ମୁମ୍ବଇ ପୁଲିସର ଏକ…
ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ
ଓଲିଉଡ ଅଭିନେତା ପାର୍ଥସାରଥୀ ରାୟଙ୍କୁ ଗିରଫ କରିଛି ପୁଲିସ। କମିଶନରେଟ ପୁଲିସ ଅନ୍ତର୍ଗତ ବଡ଼ଗଡ଼ ଥାନା ପୁଲିସ ପାର୍ଥସାରଥୀଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁସାରେ, ପାର୍ଥ ଏକ ମାମଲାରେ କୋର୍ଟଙ୍କ ନିୟମ ଖିଲାପ କରିଥିଲେ। ଯାହାଫଳରେ କୋର୍ଟ ତାଙ୍କ ବିରୋଧରେ ଜାମିନ…
‘ଛାୱା’କୁ ପରାସ୍ତ କଲେ ବୋଉ ବୁଟୁ ଭୂତ
ଓଲିଉଡ଼ ସୁପରଷ୍ଟାର ବାବୁସାନ୍ ମହାନ୍ତିଙ୍କ ଅଭିନୀତ ବୋଉ ବୁଟ୍ଟୁ ଭୁତ' ବକ୍ସ ଅଫିସରେ ଚହଳ ସୃଷ୍ଟି କରିଛି। ଏହା ସର୍ବାଧିକ ଆୟକାରୀ ଓଡ଼ିଆ ଚଳଚ୍ଚିତ୍ର ପାଲଟିଛି। ଏହି ହରର୍ କମେଡି ଚଳଚ୍ଚିତ୍ରଟି ୨୦୨୫ର ସବୁଠାରୁ ଲାଭଦାୟକ ଚଳଚ୍ଚିତ୍ର ହୋଇଛି। ଏହି ଚଳଚ୍ଚିତ୍ରଟି ଭିକି କୌଶଳଙ୍କ 'ଛାୱା'କୁ…
ପରଦାକୁ ଆସିବ ଓଡ଼ିଆ ସିନେମା ‘ଅନ୍ତର୍ଯ୍ୟାମୀ’
ବୋଉ ବୁଟୁ ଭୂତ’ ପରେ ଓଲିଉଡ୍ର ଲୋକପ୍ରିୟ ନାୟକ ବାବୁସାନ୍ଙ୍କର ଆଗାମୀ ଓଡ଼ିଆ ସିନେମା ‘ଅନ୍ତର୍ଯ୍ୟାମୀ’ ପରଦାକୁ ଆସିବ ବୋଲି ସୂଚନା ମିଳିଛି। ଏହା ଓଡ଼ିଆ ଛଡ଼ା ତେଲୁଗୁ, ତାମିଲ, ମଲୟାଲମ୍ ଓ କନ୍ନଡ଼ ଆଦି ଛ’ଟି ଭାଷାରେ ବି ରିଲିଜ୍ ହେବ। ଫିଲ୍ମର ଅବଶିଷ୍ଟ ଅଂଶର ସୁଟିଂ ଖୁବ୍ ଶୀଘ୍ର…
ଫିଲ୍ମ ଫ୍ରାଇଡେରେ ରିଲିଜ ହୋଇଛି ନୂଆ ବଲିଉଡ ସିନେମା ମେଟ୍ରୋ ଇନ ଦିନୋ
ରିଲିଜ ହୋଇଛି ବଲିଉଡ ସିନେମା ମେଟ୍ରୋ ଇନ ଦିନୋ । ଅନୁରାଗ ବାସୁଙ୍କ ନିର୍ଦ୍ଦେଶିତ ଏହି ରୋମାନ୍ସ, ଫ୍ୟାମିଲି ଡ୍ରାମାର କାହାଣୀରେ ଆଦିତ୍ୟ ରୟ କପୁର, ସାରା ଅଲ୍ଲୀ ଖାନଙ୍କ ମୁଖ୍ୟ ଭୂମିକାରେ ଅଭିନୟ ରହିଛି । ରିଲିଜର ପ୍ରଥମ ଦିନରେ ଦର୍ଶକଙ୍କଠୁ ମିଶ୍ରତ ପ୍ରତିକ୍ରିୟା ମିଳୁଛି ।ଫିଲ୍ମ…
କ’ଣ କେବେ ଅଭିନୟ କରିବେ ରାଘବ ଚଢ଼ା? ଏଭଳି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ପରିଣୀତି କହିଛନ୍ତି …
ରାଘବ ଚଢ଼ା ଓ ପରିଣୀତି ଚୋପ୍ରାଙ୍କ ବୃତ୍ତି ଅଲଗା ଅଲଗା । ଜଣେ ରାଜନୀତିରେ ତ ଆଉ ଜଣେ ଅଭିନୟରେ । କିନ୍ତୁ ଦୁହଁଙ୍କ ବିବାହ ପରେ ଅନେକ ସମୟରେ ପରିଣୀତିଙ୍କୁ ପ୍ରଶଂସକ ପ୍ରଶ୍ନ ପଚାରୁଛନ୍ତି ରାଘବ କ’ଣ କେବେ ଅଭିନୟ କରିବେ ? ଏକଥା ଶୁଣି ହସି ଦିଅନ୍ତି ପରିଣୀତି । ଗଣମାଧ୍ୟମରେ ଏଭଳି ପ୍ରଶ୍ନର…
ଏହି ଔଷଧ ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ଅକାଳମୃତ୍ୟୁ କାରଣ ହୋଇପାରେ
ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ଅକାଳମୃତ୍ୟୁ ନେଇ ଆଜି ପୁଲିସ ନୂଆ କଥା କହିଛି। ଯଦିଓ ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି, ତେବେ ତାଙ୍କ ଘରୁ ଜବତ ବାକ୍ସରୁ ଏକ ସାଂଘାତିକ ସୁରାକ୍ ମିଳିଛି। ଜଣେ ଅଧିକାରୀ କହିଛନ୍ତି ଯେ ଜରିୱାଲା ଚର୍ମ ଚିକ୍କଣ ଦେଖାଯିବା ଓ ବୟସ କମ୍…