Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Entertainment
All entertainment related news will be uploaded here
ବକ୍ସ ଅଫିସରେ ଧମାଲ ମଚାଇଛି ‘ସୈୟାରା’
ମୋହିତ ସୁରୀ ନିର୍ଦ୍ଦେଶିତ ଏବଂ ଅହାନ ପାଣ୍ଡେ ଓ ଅନୀତ ପଡ୍ଡା ଅଭିନୀତ ବଲିଉଡ ଫିଲ୍ମ ‘ସୈୟାରା’ ରିଲିଜ ପୂର୍ବରୁ ହିଁ ବକ୍ସ ଅଫିସରେ ଧମାଲ ମଚାଇଛି। ଶୁକ୍ରବାର, ୧୮ ଜୁଲାଇ ୨୦୨୫ରେ ସିନେମା ହଲରେ ମୁକ୍ତିଲାଭ କରିଥିବା ଏହି ରୋମାଣ୍ଟିକ ମ୍ୟୁଜିକାଲ ଡ୍ରାମା, ଯଶରାଜ ଫିଲ୍ମସ (ୱାଇଆରଏଫ) ଦ୍ୱାରା…
ନିଜ ଆପାର୍ଟମେଣ୍ଟ ବିକ୍ରି କଲେ ସଲମାନ
ବଲିଉଡ ଅଭିନେତା ସଲମାନ ଖାନ ମୁମ୍ବାଇରେ ତାଙ୍କର ଏକ ସମ୍ପତ୍ତି ବିକ୍ରି କରିଛନ୍ତି। ସଲମାନଙ୍କ ଏହି ସମ୍ପତ୍ତି ମୁମ୍ବାଇର ବାନ୍ଦ୍ରା ୱେଷ୍ଟରେ ଥିଲା। ସଲମାନଙ୍କ ଏହି ଆପାର୍ଟମେଣ୍ଟର ବିକ୍ରୟ ଏହି ମାସରେ ପଞ୍ଜିକୃତ ହୋଇଛି। ଆପଣଙ୍କୁ ଜଣାଇ ଦେଉଛୁ ଯେ ମୁମ୍ବାଇର ବାନ୍ଦ୍ରା ୱେଷ୍ଟ ସହରର…
ଶିଶୁକନ୍ୟାର ମାତାପିତା ହେଲେ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା
ବଲିଉଡରୁ ଆସିଲା ଖୁସିର ଖବର। ମାତାପିତା ହେଲେ ଲୋକପ୍ରିୟ ଦମ୍ପତି କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା। ଗତକାଲି ଏହି ଦମ୍ପତି ଏକ ଶିଶୁ କନ୍ୟାକୁ ଏ ଦୁନିଆକୁ ସ୍ୱାଗତ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ଦୁହିଁଙ୍କ ପ୍ରଶଂସକ ଏବଂ ଅନେକ ସେଲିବ୍ରିଟି କିଆରା ଏବଂ…
ପରଲୋକରେ ବଲିଉଡର ଜଣାଶୁଣା ଅଭିନେତା ତଥା ପ୍ରଯୋଜକ ଧୀରଜ କୁମାର
ମନୋରଞ୍ଜନ ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର। ପରଲୋକରେ ବଲିଉଡର ଜଣାଶୁଣା ଅଭିନେତା ତଥା ପ୍ରଯୋଜକ ଧୀରଜ କୁମାର। ୭୯ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ସେ ଗତ କିଛି ଦିନ ହେବ 'ଏକ୍ୟୁଟ ନିମୋନିଆ'ରେ ପୀଡ଼ିତ ଥିଲେ ବୋଲି ଜଣାଯାଇଛି। ସୋମବାର ତାଙ୍କୁ ମୁମ୍ବାଇର ଅନ୍ଧେରୀରେ ଥିବା…
ପରଲୋକରେ ପ୍ରଥମ ମହିଳା ସୁପରଷ୍ଟାର
ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ସିନେମାର ବରିଷ୍ଠ ଅଭିନେତ୍ରୀ ବି. ସରୋଜା ଦେବୀଙ୍କ ପରଲୋକ ହୋଇଛି। ସେ କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରଥମ ମହିଳା ସୁପରଷ୍ଟାର ଥିଲେ। ଆଜି ସକାଳେ ୮୭ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି।…
କପିଲ ଶର୍ମାଙ୍କ କାଫେ ଉପରକୁ ଗୁଳି ମାଡ଼ , ସୁରକ୍ଷା କଡ଼ା କଲା ପୋଲିସ
ଲୋକପ୍ରିୟ ହାସ୍ୟାଭିନେତା କପିଲ ଶର୍ମାଙ୍କ କାନାଡ଼ାସ୍ଥିତ କାଫେ ଉପରକୁ ଗୁଳିମାାଡ଼ ଘଟଣା ପରେ ମୁମ୍ବାଇସ୍ଥିତ ତାଙ୍କ ବାସଭବନ ବାହାରେ ପୁଲିସ ଗତିବିଧି ଦେଖିବାକୁ ମିଳିଛି। କପିଲଙ୍କ ଘର ବାହାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିଛି ମୁମ୍ବଇ ପୁଲିସ।
ଶୁକ୍ରବାର ସକାଳେ ମୁମ୍ବଇ ପୁଲିସର ଏକ…
ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ
ଓଲିଉଡ ଅଭିନେତା ପାର୍ଥସାରଥୀ ରାୟଙ୍କୁ ଗିରଫ କରିଛି ପୁଲିସ। କମିଶନରେଟ ପୁଲିସ ଅନ୍ତର୍ଗତ ବଡ଼ଗଡ଼ ଥାନା ପୁଲିସ ପାର୍ଥସାରଥୀଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁସାରେ, ପାର୍ଥ ଏକ ମାମଲାରେ କୋର୍ଟଙ୍କ ନିୟମ ଖିଲାପ କରିଥିଲେ। ଯାହାଫଳରେ କୋର୍ଟ ତାଙ୍କ ବିରୋଧରେ ଜାମିନ…
‘ଛାୱା’କୁ ପରାସ୍ତ କଲେ ବୋଉ ବୁଟୁ ଭୂତ
ଓଲିଉଡ଼ ସୁପରଷ୍ଟାର ବାବୁସାନ୍ ମହାନ୍ତିଙ୍କ ଅଭିନୀତ ବୋଉ ବୁଟ୍ଟୁ ଭୁତ' ବକ୍ସ ଅଫିସରେ ଚହଳ ସୃଷ୍ଟି କରିଛି। ଏହା ସର୍ବାଧିକ ଆୟକାରୀ ଓଡ଼ିଆ ଚଳଚ୍ଚିତ୍ର ପାଲଟିଛି। ଏହି ହରର୍ କମେଡି ଚଳଚ୍ଚିତ୍ରଟି ୨୦୨୫ର ସବୁଠାରୁ ଲାଭଦାୟକ ଚଳଚ୍ଚିତ୍ର ହୋଇଛି। ଏହି ଚଳଚ୍ଚିତ୍ରଟି ଭିକି କୌଶଳଙ୍କ 'ଛାୱା'କୁ…
ପରଦାକୁ ଆସିବ ଓଡ଼ିଆ ସିନେମା ‘ଅନ୍ତର୍ଯ୍ୟାମୀ’
ବୋଉ ବୁଟୁ ଭୂତ’ ପରେ ଓଲିଉଡ୍ର ଲୋକପ୍ରିୟ ନାୟକ ବାବୁସାନ୍ଙ୍କର ଆଗାମୀ ଓଡ଼ିଆ ସିନେମା ‘ଅନ୍ତର୍ଯ୍ୟାମୀ’ ପରଦାକୁ ଆସିବ ବୋଲି ସୂଚନା ମିଳିଛି। ଏହା ଓଡ଼ିଆ ଛଡ଼ା ତେଲୁଗୁ, ତାମିଲ, ମଲୟାଲମ୍ ଓ କନ୍ନଡ଼ ଆଦି ଛ’ଟି ଭାଷାରେ ବି ରିଲିଜ୍ ହେବ। ଫିଲ୍ମର ଅବଶିଷ୍ଟ ଅଂଶର ସୁଟିଂ ଖୁବ୍ ଶୀଘ୍ର…
ଫିଲ୍ମ ଫ୍ରାଇଡେରେ ରିଲିଜ ହୋଇଛି ନୂଆ ବଲିଉଡ ସିନେମା ମେଟ୍ରୋ ଇନ ଦିନୋ
ରିଲିଜ ହୋଇଛି ବଲିଉଡ ସିନେମା ମେଟ୍ରୋ ଇନ ଦିନୋ । ଅନୁରାଗ ବାସୁଙ୍କ ନିର୍ଦ୍ଦେଶିତ ଏହି ରୋମାନ୍ସ, ଫ୍ୟାମିଲି ଡ୍ରାମାର କାହାଣୀରେ ଆଦିତ୍ୟ ରୟ କପୁର, ସାରା ଅଲ୍ଲୀ ଖାନଙ୍କ ମୁଖ୍ୟ ଭୂମିକାରେ ଅଭିନୟ ରହିଛି । ରିଲିଜର ପ୍ରଥମ ଦିନରେ ଦର୍ଶକଙ୍କଠୁ ମିଶ୍ରତ ପ୍ରତିକ୍ରିୟା ମିଳୁଛି ।ଫିଲ୍ମ…