Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Entertainment
All entertainment related news will be uploaded here
ଆରପାରିରେ ବଲିଉଡର ଷ୍ଟଣ୍ଟ ହିରୋ ଧର୍ମେନ୍ଦ୍ର
ସାରା ଅଭିନୟ ଜଗତ ଆଜି ସ୍ତବ୍ଧ । ବଲିଉଡରେ ଅତି ଦୁଃଖ ଖବର ସମସ୍ତଙ୍କ ଆଖି ଭିଜାଇଛି। ବଲିଉଡର ଷ୍ଟଣ୍ଟ ହିରୋ ଧର୍ମେନ୍ଦ୍ର ଆଉ ନାହାନ୍ତି । ୮୯ ବର୍ଷ ବୟସରେ ଦୁନିଆକୁ ଅଲବିଦା କହି ଅଫେରା ରାଇଜକୁ ଚାଲିଯାଇଛନ୍ତି ଧର୍ମେନ୍ଦ୍ର ନିଜର ଡେୟାରିଙ୍ଗ ନେଚର ପାଇଁ ସବୁଠୁ ଖାସ୍ । ୧୯୭୯ରେ ଫିଲ୍ମ…
ଆଇଏଫଏଫଆଇ ଗୋଆରେ ପ୍ରଦର୍ଶିତ ହେଲା ଓଡ଼ିଆ ଚଳଚ୍ଚିତ୍ର ମାଳିପୁଟ ମେଲୋଡ଼ିଜ୍
ଗୋଆରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ରେ ଓଡ଼ିଆ ଚଳଚ୍ଚିତ୍ର ‘ମାଳିପୁଟ ମେଲୋଡ଼ିଜ୍’ ପ୍ରଦର୍ଶିତ ହୋଇଛି । ମୌଳିକ ଓଡ଼ିଆ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଚାରିଟି ହୃଦୟସ୍ପର୍ଶୀ କାହାଣୀର ସଂକଳନ ସ୍ଥାନ ପାଇଛି । କୋରାପୁଟର ସରଳ ଓ ନିରୀହ…
ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା , ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା
ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା । ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା । ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା ଅଭିଯୋଗ । ବିଭିନ୍ନ ସଂଗଠନ ପକ୍ଷରୁ ଉଭୟଙ୍କ ନାଁରେ…
ମାହିକା ଶର୍ମାଙ୍କ ସହିତ ନିର୍ବନ୍ଧ କଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ଅଛନ୍ତି । ନତାଶାଙ୍କ ଠାରୁ ଛାଡପତ୍ର ପରେ, ହାର୍ଦ୍ଦିକଙ୍କ ନାମ ଅଭିନେତ୍ରୀ, ମଡେଲ ଏବଂ ଫିଟନେସ୍ କଣ୍ଟେଣ୍ଟ କ୍ରିଏଟର ମାହିକା ଶର୍ମାଙ୍କ ସହ ଯୋଡା ଯାଉଛି। କିଛି ଦିନ ପୂର୍ବରୁ, ଦୁହେଁ ସୁନ୍ଦର ଫଟୋ ସେୟାର…
ଜାଗରଣ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେଲା ଓଡ଼ିଆ ସିନେମା ‘ପୂୟୋଦକମ୍’
ମୁମ୍ବାଇଠାରେ ଅନୁଷ୍ଠିତ ଜାଗରଣ ଚଳଚ୍ଚିତ୍ର ମହୋତ୍ସବରେ ଓଡ଼ିଆ ସିନେମା ‘ପୂୟୋଦକମ୍’ ପ୍ରଦର୍ଶିତ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ରର ନିର୍ଦ୍ଦେଶକ ଶିବପ୍ରସାଦ ମହାନ୍ତି, ପ୍ରଯୋଜିକା ଗୁନଗୁନ, ରୀନା ଜେନା, କାର୍ଯ୍ୟକାରୀ ପ୍ରଯୋଜକ ନିର୍ମାଲ୍ୟ କୁମାର, ଖ୍ୟାତି ସମ୍ପନ୍ନ ସାଉଣ୍ଡ ଡିଜାଇନର୍…
ଟିଟିଲାଗଡରେ ହେବ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଶେଷ କୃତ୍ୟ ସମ୍ପନ୍ନ
ଅଫେରା ରାଇଜରେ ଓଲିଉଡ ଜଗତର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଗତକାଲି ରାତିରେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମେଡିକାଲରୁ ହ୍ୟୁମାନଙ୍କ ପାର୍ଥିବ ଶରୀର କଟକ ସ୍ଥିତ ବାସଭବନକୁ ନିଆଯାଇଥିଲା, ସେଠାରେ ବହୁ ବିଶିଷ୍ଠ ବ୍ୟକ୍ତି ତାଙ୍କ…
ହସ୍ପିଟାଲ ବେଡରେ ଆଖି ବୁଜିଦେଲେ ହ୍ୟୁମାନ ସାଗର
ଜୀବନ ଯୁଦ୍ଧରେ ହାରିଗଲେ ହ୍ୟୁମାନ ସାଗର । ହସ୍ପିଟାଲ ବେଡରେ ଆଖି ବୁଜିଦେଲେ ଓଡ଼ିଶାର ଅରିଜିତ ସିଂ । କିଡନି ଓ ଲିଭର ଜନିତ ରୋଗରେ ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ହ୍ୟୁମାନ ଆଜି ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି, ଆଧୁନିକ ଓଡ଼ିଆ ସଂଗୀତ ଜଗତ ହ୍ୟୁମାନଙ୍କୁ ହରାଇ ସ୍ତବ୍ଧ ହୋଇଯାଇଛି ।ଗତ…
କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ସୁଧାର ଆସିନାହିଁ
ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଥିବା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥାରେ ବିଶେଷ ସୁଧାର ଆସିନାହିଁ। କିନ୍ତୁ ତାଙ୍କ ଇନ୍ଦ୍ରିୟମାନେ କାମ କରୁଥିବା ପରିଲକ୍ଷିତ ହୋଇଛି। ସେ କଥା ଶୁଣିବା ସହିତ ଆଖି ଓ ମୁଣ୍ଡ ହଲାଇ ପ୍ରତିକ୍ରିୟା ଦେଉଛନ୍ତି ବୋଲି ଚିକିତ୍ସା କରୁଥିବା…
ଏୟାରଲିଫ୍ଟ ହୋଇପାରନ୍ତି ହ୍ୟୁମାନ ସାଗର
ବିଗୁଡୁଛି ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟବସ୍ଥା। ଏୟାରଲିଫ୍ଟ ହୋଇପାରନ୍ତି ହ୍ୟୁମାନ ସାଗର। ବର୍ତ୍ତମାନ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଏପର୍ଯ୍ୟନ୍ତ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥାରେ ସେତେଟା ସୁଧାର ଆସିନାହିଁ । ଆଗାମୀ କିଛି ଘଣ୍ଟା ଯାଏ ତାଙ୍କୁ ଅବଜରଭେସନରେ ରଖାଯାଇଛି ।
ଖବର…
ଭେଣ୍ଟିଲେଟରରେ ଓଲିଉଡର ଜଣାଶୁଣା କଣ୍ଠଶିଳ୍ପ ହ୍ୟୁମାନ୍ ସାଗର
ଓଲିଉଡର ଜଣାଶୁଣା କଣ୍ଠଶିଳ୍ପ ହ୍ୟୁମାନ୍ ସାଗର ଏବେ ଭେଣ୍ଟିଲେଟରରେ। ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ। ଗତକାଲି ଯେଉଁ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍ସ ଆଇସିୟୁରେ ଭର୍ତ୍ତି କରାଯାଇଥିଲା, ଆଜି ସେମିତି ରହିଛି। ସ୍ବାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି।…