Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Entertainment
All entertainment related news will be uploaded here
ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଉତ୍ତମ ମହାନ୍ତି
ଭେଣ୍ଟିଲେଟରରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବର ସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଉତ୍ତମ ମହାନ୍ତି । ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ବୋଉ ବୁଟୁ ଭୂତ ସିନେମା ସୁଟିଂ…
ଏଣ୍ଡୋମେଟ୍ରିଓମା ରୋଗ ସହ ସଂଘର୍ଷ କରୁଛନ୍ତି କ୍ୟାଟ୍ରିନା
ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ସେ ଯେମିତି ସୁନ୍ଦର ଏବଂ ଚୁଲବୁଲି ତାଙ୍କ ଅଭିନୟ ମଧ୍ୟ ଖୁବ ଆକର୍ଷଣୀୟ। କୁହାଯାଉଛି କ୍ୟାଟଙ୍କୁ ଏକ ବଡ ରୋଗ ହୋଇଛି। ଚର୍ଚ୍ଚା ଏଭଳି ମଧ୍ୟ ହେଉଛି ଯେ, ସେଥିପାଇଁ କ୍ୟାଟ ଲାଇମଲାଇଟରୁ ଦୂରେଇ ଅଛନ୍ତି। କ୍ୟାଟଙ୍କ ଅସୁସ୍ଥତା ନେଇ ନିଜେ ଏକ ସାକ୍ଷାତକାରରେ…
ବହୁ ବାଦବିବାଦ ପରେ ପରଦାକୁ ଆସିଲା ‘ସନାତନୀ’
ବହୁ ବାଦବିବାଦ ପରେ ଆଜି ମୁକ୍ତିଲାଭ କରିଛି ଚଳଚ୍ଚିତ୍ର ‘ସନାତନୀ’। ଓଡ଼ିଶାର ୨୨ଟି ପ୍ରେକ୍ଷାଳୟରେ ଏହା ମୁକ୍ତିଲାଭ କରିବାକୁ ଥିବା ବେଳେ ଅପରାହ୍ନରେ ଏହାର ପ୍ରିମିୟର୍ ସୋ ଶ୍ରୀୟା ସ୍ବାତୀ ସ୍ତୁତି ସିନେକମ୍ପ୍ଲେକ୍ସରେ ରହିଛି। ଅନ୍ୟପକ୍ଷରେ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ଦ୍ବାରା ଆଇନଶୃଙ୍ଖଳା…
ଆସନ୍ତାକାଲିଠୁ ଆରମ୍ଭ ପ୍ରେମ ସପ୍ତାହ
ପ୍ରେମରେ ପଡିଥିବା ପ୍ରେମକୁ ବୁଝିଥିବା ପ୍ରେମୀଯୁଗଳମାନେ ପ୍ରସ୍ତୁତ ବି ହୋଇଗଲେଣି । ହେବେନି ବା କେମିତି, ନିଜ ପ୍ରେମିକ ବା ପ୍ରେମିକା ସହ ଏହି ୭ ଦିନ ଯେ ବେଶ ଗୁରୁତ୍ବପୂର୍ଣ୍ଣ ତାହା ସେମାନେ ଭଲ ଭାବେ ଜାଣିଛନ୍ତି । କେହି କେହି ନିଜ ଜୀବନସାଥୀ ସହ ଏହି ଦିନଗୁଡିକୁ ମନେଇଥାନ୍ତି, ତ କେହି…
୪୯ ବର୍ଷ ରେ ପାଦ ଥାପିଲେ ଅଭିଷେକ , ଭାବପ୍ରବଣ ପୋଷ୍ଟ ସେୟାର କଲେ ପିତା ଅମିତାଭ
ମେଗାଷ୍ଟାର ଅମିତାଭ ବଚ୍ଚନ ପୁଅ ତଥା ଅଭିନେତା ଅଭିଷେକଙ୍କୁ ୪୯ତମ ଜନ୍ମଦିନରେ ଏକ ସ୍ବତନ୍ତ୍ର ଫଟୋ ସହିତ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ସକ୍ରିୟ ଥିବା ଅମିତାଭ ତାଙ୍କ ବ୍ଲଗରେ ଏକ କଳାଧଳା ଫଟୋ ଶେୟାର କରି ଭାବପ୍ରବଣ ହୋପଡ଼ିଛନ୍ତି। ଫଟୋରେ, ଅମିତାଭ ପ୍ରସୂତି…
ସୋସିଆଲ ମିଡିଆ ୟୁଜର୍ସଙ୍କ ଟ୍ରୋଲ୍ର ଶିକାର ହେଉଛନ୍ତି ଉଦିତ ନାରାୟଣ
ଗାୟକ ଉଦିତ୍ ନାରାୟଣ ମଞ୍ଚରେ ଜଣେ ମହିଳାଙ୍କୁ ଚୁମ୍ବନ ଦେଇ ବିବାଦଘେରକୁ ଆସିଛନ୍ତି। ଏକ ଲାଇଭ୍ କନ୍ସର୍ଟରେ ଜଣେ ଯୁବତୀ ତାଙ୍କ ସହ ସେଲ୍ଫି ନେବା ପାଇଁ ଅନୁରୋଧ କରିଥିଲେ। ଉଦିତ୍ ଯୁବତୀ ଜଣକ ସହ ସେଲ୍ଫି ଉଠାଇ ତାଙ୍କୁ ଏକ ଚୁମ୍ବନ ଦେଇଥିଲେ। ଏହାର କିଛି ଭିଡିଓ ଏବେ ଭାଇରାଲ ହେଉଛି।…
କନ୍ନାପ୍ପା ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର
‘କନ୍ନାପ୍ପା’ ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର। ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ଲୁକ୍ ଉପରୁ ପରଦା ଉଠିଛି। ଏହି ଲୁକ୍ରେ ପ୍ରଭାସ ରୁଦ୍ରଙ୍କ ଅବତାରରେ ନଜରକୁ ଆସିଛନ୍ତି, ଯାହା ତାଙ୍କ ପ୍ରଶଂସକଙ୍କୁ ପ୍ରଭାବିତ କରିଛି। ଇନ୍ଷ୍ଟାଗ୍ରାମରେ ତାଙ୍କର ଏହି ନୂତନ ଲୁକ୍ର…
ଚନ୍ଦ୍ରିକା ଟଣ୍ଡନ ଜିତିଲେ ଗ୍ରାମୀ ପୁରସ୍କାର
ସଙ୍ଗୀତ କ୍ଷେତ୍ରରେ ସବୁଠାରୁ ପ୍ରତିଷ୍ଠିତ ପୁରସ୍କାର ସମାରୋହ ଗ୍ରାମୀ ଆଓ୍ବାଡର୍ସର ୬୭ତମ ସଂସ୍କରଣ ଆମେରିକାର ଲସ୍ଏଞ୍ଜେଲ୍ସସ୍ଥିତ କ୍ରିପ୍ଟୋ ଡଟ୍ କମ୍ ଏରିନାଠାରେ ରେକର୍ଡିଙ୍ଗ ଏକାଡେମୀ ଦ୍ୱାରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରେଣୀରେ ପ୍ରଖ୍ୟାତ ସଙ୍ଗୀତଜ୍ଞଙ୍କୁ…
ଲୋକେ ତ ଐଶ୍ବର୍ଯ୍ୟା ରାଏଙ୍କ ଭଳି ନାମୀଦାମୀ ଅଭିନେତ୍ରୀଙ୍କୁ ଟ୍ରୋଲ କରିବାରେ ହେଳା କରି ନଥିଲେ- ସ୍ୱରା ଭାସ୍କର
ବଲିଉଡ୍ ଅଭିନେତ୍ରୀ ସ୍ୱରା ଭାସ୍କର ସେହି ନାୟିକାମାନଙ୍କ ମଧ୍ୟରୁ ଜଣେ ଯିଏ ଖୋଲାଖୋଲି ଭାବରେ ନିଜର ମତାମତ ପ୍ରକାଶ କରିଥାଆନ୍ତି। ସ୍ୱରା ଭାସ୍କର ରାଜନୀତିଠାରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ସମସ୍ତ ପ୍ରସଙ୍ଗରେ ନିଜର ମତାମତ ଦେଇଥାଆନ୍ତି। ସମ୍ପ୍ରତି ସ୍ୱରା ଭାସ୍କର ମହିଳାଙ୍କ ଶରୀର ସେମିଂ…
ଚୁମ୍ବନକୁ ନେଇ ବିବାଦ
ଗ୍ଲାମର୍ ଓ୍ବାଲ୍ଡରେ ବିବାଦ ସାଧାରଣ କଥା। କେତେବେଳେ ସେଲିବ୍ରିଟିମାନଙ୍କ ବ୍ୟବହାର ପ୍ରଶଂସକଙ୍କ ହୃଦୟ ଜିତିଥାଏ ତ କେବେ ଟ୍ରୋଲିଂର କାରଣ ପାଲଟିଥାଏ। ଏବେ ସେମିତି କିଛି ଉଦିତ ନାରାୟଣଙ୍କ ସହ ଘଟିଛି। ଏକ ଲାଇଭ୍ କନ୍ସର୍ଟରେ ମହିଳା ପ୍ରଶଂସକଙ୍କୁ ଚୁମ୍ବନ ଦେବା ପରେ ତାଙ୍କୁ ଟ୍ରୋଲ…