Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Entertainment
All entertainment related news will be uploaded here
‘ସ୍ପିରିଟ୍’ରେ ନୂଆ ଲୁକରେ ନଜର ଆସିବେ ପ୍ରଭାସ
ନୂଆ ଫିଲ୍ମ ପାଇଁ ହେବ ନୂଆ ମେକ୍ଓଭର୍। ଯଦି ଆମେ ବାହୁବଳୀ ଷ୍ଟାର୍ ପ୍ରଭାସଙ୍କ ଗତ କିଛି ବର୍ଷର ଫିଲ୍ମ ଦେଖିବା ତେବେ ପ୍ରତ୍ୟେକ ଫିଲ୍ମରେ ସେ ଭିନ୍ନ ଲୁକ୍ରେ ନଜର ଆସୁଥିବା ଦେଖାଯାଇଛି। ପ୍ରତିଥର ଫିଲ୍ମ ସହ ତାଙ୍କର ଲୁକ୍ ମଧ୍ୟ ଚର୍ଚ୍ଚାରେ ରହିଥାଏ। ଅଭିନେତା ନିଜ ଲୁକ୍ ଓ ଅଭିନୟ ସହିତ…
ପରଲୋକରେ ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ନିର୍ଦ୍ଦେଶକ ଗୋପାଳ ଯୋଗେଶଙ୍କର
ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ନିର୍ଦ୍ଦେଶକ ଗୋପାଳ ଯୋଗେଶଙ୍କର ପରଲୋକ ଘଟିଛି । ରାଜସ୍ଥାନର ବିକାନୀରରେ ଥିବା ନିଜ ପୈତୃକ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ଓଡ଼ିଆ ଚଳଚ୍ଚିତ୍ର ପତି ପରମେଶ୍ୱର, ଷୋଳ ଶୁକ୍ରବାର, ପ୍ରେମ ବନ୍ଧନ ଓ ଭାଗ୍ୟଚକ୍ର ତଥା ଦୁଇଟି ହିନ୍ଦୀ…
ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଲୁକ୍ଆଉଟ୍ ସର୍କୁଲାର ନୋଟିସ୍ ଜାରି
ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କୁ ଲୁକ୍ଆଉଟ୍ ସର୍କୁଲାର ନୋଟିସ୍ (LOC) ଜାରି କରାଯାଇଛି। ୬୦ କୋଟି ଟଙ୍କା ଠକେଇ ମାମଲାରେ ଶିଳ୍ପାଙ୍କୁ ଏହି ନୋଟିସ୍ ହୋଇଛି। ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହ ଶିଳ୍ପାଙ୍କୁ ଲୁକ୍ଆଉଟ ସର୍କୁଲାର ନୋଟିସ୍ ଜାରି କରିଛି ମୁମ୍ବାଇ ପୋଲିସ।ଜଣେ…
ଏହି କାରଣରୁ ରେସ୍ତୋରାଁ ବାଷ୍ଟିଆନକୁ ବନ୍ଦ କଲେ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ
ଶିଳ୍ପା ଶେଟ୍ଟୀ ଏବଂ ତାଙ୍କ ପରିବାର ଏବେ ଏକ କଠିନ ସମୟ ଦେଇ ଗତି କରୁଛନ୍ତି। ବଲିଉଡ୍ ଅଭିନେତ୍ରୀ ଏବଂ ତାଙ୍କ ବ୍ୟବସାୟୀ ସ୍ୱାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଠକେଇ ଅଭିଯୋଗ ଆସିବାର କିଛି ସପ୍ତାହ ପରେ, ଅଭିନେତ୍ରୀ ଏବେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ସେ ମୁମ୍ବାଇର…
ହାସ୍ୟ ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀଙ୍କୁ ଅସଦାଚରଣ
ହାସ୍ୟ ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀଙ୍କ କାର୍କୁ ମୁମ୍ବାଇରେ ଆକ୍ରମଣ ହୋଇଛି। ଏନେଇ ସେ ରବିବାର ରାତିରେ ଇନ୍ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ବିକ୍ଷୋଭ ପ୍ରଦର୍ଶନ କରୁଥିବା କେତେଜଣ ଲୋକଙ୍କ ଭିଡ଼ ତାଙ୍କ କାର୍କୁ ଘେରିଯାଇ କାର୍ ମଧ୍ୟରେ ଥିବା ତାଙ୍କୁ ଓ ତାଙ୍କ…
ଅଭିଜିତ ମଜୁମଦାର ଅସୁସ୍ଥ, ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି
ଅଭିଜିତ ମଜୁମଦାର, ଓଲିଉଡ୍ ରେ ‘ମେଲୋଡି କିଙ୍ଗ୍’ ଅସୁସ୍ଥ । ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି।
ସମ୍ଭଲପୁରୀ…
ଲୋକପ୍ରିୟ ଧାରାବାହିକ ‘ପବିତ୍ର ରିସ୍ତା’ରେ ବର୍ଷା ଭୂମିକାରେ ଅଭିନୟ କରିଥିବା ପ୍ରିୟା ମରାଠେଙ୍କର…
ଟିଭି ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ଆସିଛି। ଲୋକପ୍ରିୟ ଧାରାବାହିକ 'ପବିତ୍ର ରିସ୍ତା'ରେ ବର୍ଷା ଭୂମିକାରେ ଅଭିନୟ କରିଥିବା ପ୍ରିୟା ମରାଠେଙ୍କର ଦେହାନ୍ତ ହୋଇଛି। ଅଭିନେତ୍ରୀଙ୍କୁ ମାତ୍ର ୩୮ବର୍ଷ ବୟସ ହୋଇଥିଲା। ଏଭଳି ପ୍ରିୟାଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ଚକିତ କରିଛି। ପ୍ରିୟା…
ଓଲିଉଡ୍ ଚଳଚ୍ଚିତ୍ର ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ
ଓଲିଉଡ୍ର ଆଗଧାଡ଼ିର ପ୍ରଯୋଜକ କୁମାର ପ୍ରୀତମ୍ ସାହୁଙ୍କ ‘ରାମରାଜ୍ୟ’ର ପ୍ରଥମ ସିଡ୍ୟୁଲ୍ ସୁଟିଂ କୋଲକାତାରେ ଶେଷ ହୋଇଛି। ୨୦୨୩ରେ ମୁକ୍ତିଲାଭ କରିଥିବା ‘କଟକ ଶେଷରୁ ଆରମ୍ଭ’ର ଏହା ସିକ୍ବେଲ୍ ବୋଲି କୁହାଯାଇଛି। ସୁଧାଂଶୁ ମୋହନ ସାହୁଙ୍କ ନିର୍ଦ୍ଦେଶିତ ଏହି ସିନେମାର ପ୍ରଥମ…
‘ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟ’ ଶୋର ବିଚାରକରୁ ବାଦ ପଡ଼ିଲେ ଶିଳ୍ପା
ଲୋକପ୍ରିୟ ଡ୍ୟାନ୍ସ ରିଆଲିଟି ଶୋ 'ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟ' ଖୁବ୍ ଶୀଘ୍ର ଏହାର ନୂତନ ସିଜିନ୍ ସହିତ ଫେରିବାକୁ ଯାଉଛି। ଶୋ'ର ଅଡିସନ୍ ଆରମ୍ଭ ହୋଇଯାଇଛି ଏବଂ ଏହି ସମୟରେ ଶୋ'ର ବିଚାରକ ଥିବା ସେଲିବ୍ରିଟିମାନଙ୍କୁ ଏକ ବଡ଼ ଝଟକା ଲାଗିଛି। 'ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟ'ର ନୂତନ ସିଜିନ୍ର…
ତାଙ୍କର ଏବଂ ଗୋବିନ୍ଦାଙ୍କ ଛାଡପତ୍ର ଖବର ମିଥ୍ୟା – ସୁନୀତା
ଗତ କିଛି ଦିନ ହେଲାଣି ବଲିଉଡ ସୁପରଷ୍ଟାର ଗୋବିନ୍ଦାଙ୍କ ପତ୍ନୀ ସୁନୀତା ଆହୁଜା ଚର୍ଚ୍ଚାରେ ଅଛନ୍ତି। ସେ ଅଭିନେତାଙ୍କ ବିରୋଧରେ ଅନେକ ବୟାନ ଦେବା ପରେ ତାଙ୍କଠାରୁ ଅଲଗା ହେବା ପାଇଁ ଛାଡପତ୍ର ଆବେଦନ ଦାଖଲ କରିଥିବା କୁହାଯାଉଥିଲା। କିନ୍ତୁ ଏକାଠି ଗଣେଶ ଚତୁର୍ଥୀ ପାଳନ କରି ଗୋବିନ୍ଦା ଏବଂ…