Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Entertainment
All entertainment related news will be uploaded here
ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ ଚକ୍ରବର୍ତ୍ତୀଙ୍କ ଅଫିସରୁ ୪୦ ଲକ୍ଷ ଟଙ୍କା ଚୋରି
ବଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ ଚକ୍ରବର୍ତ୍ତୀଙ୍କ ଅଫିସରୁ ୪୦ ଲକ୍ଷ ଟଙ୍କା ଚୋରି ହୋଇଛି। ଏହି ଚୋରି ଘଟଣା ସମ୍ପର୍କରେ ପ୍ରୀତମଙ୍କ ମ୍ୟାନେଜର ମୁମ୍ବାଇର ମଲାଡ ପୁଲିସ ଷ୍ଟେସନରେ ଅଭିଯୋଗ କରିଛନ୍ତି।
ପ୍ରୀତମଙ୍କ ମ୍ୟାନେଜର ବିନୀତ ଛେଡା ପୁଲିସକୁ ଚୋରି ଘଟଣା ସମ୍ପର୍କରେ…
ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ ହେଲେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି
ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଉତ୍ତମ ମହାନ୍ତିଙ୍କ ଅତି ନିକଟ ସୂତ୍ରରୁ ଏହି ସୂଚନା ମିଳିଛି। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯାଇଛି। ଉତ୍ତମ…
ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଉତ୍ତମ ମହାନ୍ତି
ଭେଣ୍ଟିଲେଟରରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବର ସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଉତ୍ତମ ମହାନ୍ତି । ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଛି । ଫିଲ୍ମ ସୁଟିଂ ପାଇଁ ଯଇଥିବା ବେଳେ ଗୁରୁତର । ବୋଉ ବୁଟୁ ଭୂତ ସିନେମା ସୁଟିଂ…
ଏଣ୍ଡୋମେଟ୍ରିଓମା ରୋଗ ସହ ସଂଘର୍ଷ କରୁଛନ୍ତି କ୍ୟାଟ୍ରିନା
ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ସେ ଯେମିତି ସୁନ୍ଦର ଏବଂ ଚୁଲବୁଲି ତାଙ୍କ ଅଭିନୟ ମଧ୍ୟ ଖୁବ ଆକର୍ଷଣୀୟ। କୁହାଯାଉଛି କ୍ୟାଟଙ୍କୁ ଏକ ବଡ ରୋଗ ହୋଇଛି। ଚର୍ଚ୍ଚା ଏଭଳି ମଧ୍ୟ ହେଉଛି ଯେ, ସେଥିପାଇଁ କ୍ୟାଟ ଲାଇମଲାଇଟରୁ ଦୂରେଇ ଅଛନ୍ତି। କ୍ୟାଟଙ୍କ ଅସୁସ୍ଥତା ନେଇ ନିଜେ ଏକ ସାକ୍ଷାତକାରରେ…
ବହୁ ବାଦବିବାଦ ପରେ ପରଦାକୁ ଆସିଲା ‘ସନାତନୀ’
ବହୁ ବାଦବିବାଦ ପରେ ଆଜି ମୁକ୍ତିଲାଭ କରିଛି ଚଳଚ୍ଚିତ୍ର ‘ସନାତନୀ’। ଓଡ଼ିଶାର ୨୨ଟି ପ୍ରେକ୍ଷାଳୟରେ ଏହା ମୁକ୍ତିଲାଭ କରିବାକୁ ଥିବା ବେଳେ ଅପରାହ୍ନରେ ଏହାର ପ୍ରିମିୟର୍ ସୋ ଶ୍ରୀୟା ସ୍ବାତୀ ସ୍ତୁତି ସିନେକମ୍ପ୍ଲେକ୍ସରେ ରହିଛି। ଅନ୍ୟପକ୍ଷରେ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ଦ୍ବାରା ଆଇନଶୃଙ୍ଖଳା…
ଆସନ୍ତାକାଲିଠୁ ଆରମ୍ଭ ପ୍ରେମ ସପ୍ତାହ
ପ୍ରେମରେ ପଡିଥିବା ପ୍ରେମକୁ ବୁଝିଥିବା ପ୍ରେମୀଯୁଗଳମାନେ ପ୍ରସ୍ତୁତ ବି ହୋଇଗଲେଣି । ହେବେନି ବା କେମିତି, ନିଜ ପ୍ରେମିକ ବା ପ୍ରେମିକା ସହ ଏହି ୭ ଦିନ ଯେ ବେଶ ଗୁରୁତ୍ବପୂର୍ଣ୍ଣ ତାହା ସେମାନେ ଭଲ ଭାବେ ଜାଣିଛନ୍ତି । କେହି କେହି ନିଜ ଜୀବନସାଥୀ ସହ ଏହି ଦିନଗୁଡିକୁ ମନେଇଥାନ୍ତି, ତ କେହି…
୪୯ ବର୍ଷ ରେ ପାଦ ଥାପିଲେ ଅଭିଷେକ , ଭାବପ୍ରବଣ ପୋଷ୍ଟ ସେୟାର କଲେ ପିତା ଅମିତାଭ
ମେଗାଷ୍ଟାର ଅମିତାଭ ବଚ୍ଚନ ପୁଅ ତଥା ଅଭିନେତା ଅଭିଷେକଙ୍କୁ ୪୯ତମ ଜନ୍ମଦିନରେ ଏକ ସ୍ବତନ୍ତ୍ର ଫଟୋ ସହିତ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ସକ୍ରିୟ ଥିବା ଅମିତାଭ ତାଙ୍କ ବ୍ଲଗରେ ଏକ କଳାଧଳା ଫଟୋ ଶେୟାର କରି ଭାବପ୍ରବଣ ହୋପଡ଼ିଛନ୍ତି। ଫଟୋରେ, ଅମିତାଭ ପ୍ରସୂତି…
ସୋସିଆଲ ମିଡିଆ ୟୁଜର୍ସଙ୍କ ଟ୍ରୋଲ୍ର ଶିକାର ହେଉଛନ୍ତି ଉଦିତ ନାରାୟଣ
ଗାୟକ ଉଦିତ୍ ନାରାୟଣ ମଞ୍ଚରେ ଜଣେ ମହିଳାଙ୍କୁ ଚୁମ୍ବନ ଦେଇ ବିବାଦଘେରକୁ ଆସିଛନ୍ତି। ଏକ ଲାଇଭ୍ କନ୍ସର୍ଟରେ ଜଣେ ଯୁବତୀ ତାଙ୍କ ସହ ସେଲ୍ଫି ନେବା ପାଇଁ ଅନୁରୋଧ କରିଥିଲେ। ଉଦିତ୍ ଯୁବତୀ ଜଣକ ସହ ସେଲ୍ଫି ଉଠାଇ ତାଙ୍କୁ ଏକ ଚୁମ୍ବନ ଦେଇଥିଲେ। ଏହାର କିଛି ଭିଡିଓ ଏବେ ଭାଇରାଲ ହେଉଛି।…
କନ୍ନାପ୍ପା ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର
‘କନ୍ନାପ୍ପା’ ଫିଲ୍ମରେ ଦେଖିବାକୁ ମିଳିବ ପ୍ରଭାସଙ୍କ ରୁଦ୍ର ଅବତାର। ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ଲୁକ୍ ଉପରୁ ପରଦା ଉଠିଛି। ଏହି ଲୁକ୍ରେ ପ୍ରଭାସ ରୁଦ୍ରଙ୍କ ଅବତାରରେ ନଜରକୁ ଆସିଛନ୍ତି, ଯାହା ତାଙ୍କ ପ୍ରଶଂସକଙ୍କୁ ପ୍ରଭାବିତ କରିଛି। ଇନ୍ଷ୍ଟାଗ୍ରାମରେ ତାଙ୍କର ଏହି ନୂତନ ଲୁକ୍ର…
ଚନ୍ଦ୍ରିକା ଟଣ୍ଡନ ଜିତିଲେ ଗ୍ରାମୀ ପୁରସ୍କାର
ସଙ୍ଗୀତ କ୍ଷେତ୍ରରେ ସବୁଠାରୁ ପ୍ରତିଷ୍ଠିତ ପୁରସ୍କାର ସମାରୋହ ଗ୍ରାମୀ ଆଓ୍ବାଡର୍ସର ୬୭ତମ ସଂସ୍କରଣ ଆମେରିକାର ଲସ୍ଏଞ୍ଜେଲ୍ସସ୍ଥିତ କ୍ରିପ୍ଟୋ ଡଟ୍ କମ୍ ଏରିନାଠାରେ ରେକର୍ଡିଙ୍ଗ ଏକାଡେମୀ ଦ୍ୱାରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶ୍ରେଣୀରେ ପ୍ରଖ୍ୟାତ ସଙ୍ଗୀତଜ୍ଞଙ୍କୁ…