Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Entertainment
All entertainment related news will be uploaded here
ଖଣ୍ଡଗିରି ଯାତ୍ରାରେ ଅଶ୍ଲିଳ ନୃତ୍ୟ ପରିବେଷଣ କଲେ ଠେଙ୍ଗାପାହାର
ପୁଣି ସୀମା ଟପିଲେ ନିଶା ମହାରଣା, ଯାତ୍ରା ମଞ୍ଚରେ କଲେ ଅଶ୍ଲୀଳ ନୃତ୍ୟ ପ୍ରଦର୍ଶନ । କୋରାପୁଟ ବୈପାରୀଗୁଡା ସଦର ମହକୁମା ଠାରେ ଅନୁଷ୍ଠିତ ହେଉଥିବା ପାର୍ବତୀ ଗଣନାଟ୍ୟର ଯାତ୍ରା ମଞ୍ଚ ଉପରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଛନ୍ତି । ଗୁରୁବାର ରାତିରେ ଏଭଳି ଘଟଣା ଘଟିଥିବା ବେଳେ…
ଓସ୍କାର ୨୦୨୫ ପୁରସ୍କାର ଦୌଡ଼ରେ ‘ଅନୁଜା’
ଓସ୍କାର ୨୦୨୫ ପୁରସ୍କାର ଦୌଡ଼ରେ ଭାରତୀୟ ସିନେମାର ପ୍ରତିନିଧିତ୍ବ ‘ଅନୁଜା’ କରିବ। ମିଣ୍ଡି କାଲିଙ୍ଗ, ଗୁନୀତ ମୋଙ୍ଗା ଏବଂ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ଦ୍ବାରା ନିର୍ମିତ ଏହି ସିନେମାକୁ ସର୍ବଶ୍ରେଷ୍ଠ ଲାଇଭ ଆକ୍ସନ ସର୍ଟ ଫିଲ୍ମ ବର୍ଗରେ ଚଳିତବର୍ଷର ଓସ୍କାର ପୁରସ୍କାର ପାଇଁ…
ହାସ୍ୟ ଅଭିନେତା କପିଲ ଶର୍ମା ଓ ଅଭିନେତା ରାଜପାଲ ଯାଦବଙ୍କୁ ମିଳିଛି ଧମକପୂର୍ଣ୍ଣ ଇମେଲ୍
ହାସ୍ୟ ଅଭିନେତା କପିଲ ଶର୍ମା ଓ ଅଭିନେତା ରାଜପାଲ ଯାଦବଙ୍କୁ ମିଳିଛି ଧମକପୂର୍ଣ୍ଣ ଇମେଲ୍। ତେବେ ନୃତ୍ୟ ନିର୍ଦ୍ଦେଶକ ରେମୋ ଡିସୁଜା ଏବଂ କଣ୍ଠଶିଳ୍ପୀ ତଥା କମେଡିଆନ୍ ସୁଗନ୍ଧା ମିଶ୍ରଙ୍କୁ ମଧ୍ୟ ଏହି ଧମକ ମିଳିଛି। ମେଲ୍ରେ ଲେଖାଯାଇଛି, ‘‘ଆମେ ତୁମର ସାମ୍ପ୍ରତିକ କାର୍ଯ୍ୟକଳାପ ଉପରେ ନଜର…
‘ବିଗ୍ ବସ୍ ୧୮’ର ବିଜେତା ହେଲେ ଅଭିନେତା କରଣ ବୀର ମେହେରା
ଅପେକ୍ଷାର ଅନ୍ତ ହେଲା । 'ବିଗ୍ ବସ୍ ୧୮'ର ବିଜେତା ହେଲେ ଅଭିନେତା କରଣ ବୀର ମେହେରା । ଶ୍ରେଷ୍ଠ ୬ ଜଣ ଫାଇନାଲିଷ୍ଟଙ୍କୁ ହରାଇ ଟ୍ରଫି ହାତେଇଲେ କରଣ । 'ବିଗ୍ ବସ୍ ୧୮'କୁ ମିଳିଲା ନୂଆ ବିଜେତା । ସର୍ବାଧିକ ଭୋଟ ପାଇ 'ବିଗ୍ ବସ୍ ୧୮' ସିଜିନର ବିଜୟ ମୁକଟ ପିନ୍ଧିଛନ୍ତି କରଣ ବୀର ମେହେରା ।…
ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା, ବିଗ୍ ବସ୍ ୧୮କୁ ମିଳିବ ନୂଆ ବିଜେତା
ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ଆଜି ହେଉଛି ବିଗ୍ ବସ୍ ୧୮ର ଗ୍ରାଣ୍ଡ୍ ଫାଇନାଲ୍ । 'ବିଗ୍ ବସ୍ ୧୮'କୁ ମିଳିବ ନୂଆ ବିଜେତା । ଶୋ' କୁ ବର୍ତ୍ତମାନ ଶ୍ରେଷ୍ଠ ୬ ଜଣ ପ୍ରତିଯୋଗୀ ମିଳିସାରିଲେଣି । ଭିଭିଅନ୍ ଡିସେନା, କରଣଭୀର ମେହେରା, ରଜତ ଦଲାଲ, ଅବିନାଶ ମିଶ୍ର, ଚୁମ୍ ଦାରାଙ୍ଗ ଏବଂ ଇଶା…
ଅଭିନେତା ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ଼ ଘଟଣାରେ ସନ୍ଦୀଗ୍ଧ ଆକ୍ରମଣକାରୀକୁ ବାନ୍ଧିଲା ମୁମ୍ବାଇ ପୁଲିସ
ଅଭିନେତା ସୈଫ୍ ଅଲ୍ଲୀ ଖାନ୍ଙ୍କୁ ଛୁରାମାଡ଼ ଘଟଣାରେ ସନ୍ଦୀଗ୍ଧ ଆକ୍ରମଣକାରୀକୁ ବାନ୍ଧିଲା ମୁମ୍ବାଇ ପୁଲିସର ସ୍ପେସାଲ ଟିମ୍ । ଛୁରାମାଡ଼ରେ ଆହତ ହୋଇ ଲୀଳାବତିରେ ଚିକିତ୍ସିତ ହେଉଛନ୍ତି ସୈଫ୍ । ବଲିଉଡ ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ତାଙ୍କ ନିଜ ଘରେ ଛୁରୀରେ ୬ ଥର ଆକ୍ରମଣ କରାଯିବା…
ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ
ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ କରାଯାଇଛି। ମୁମ୍ବଇର ବାନ୍ଦ୍ରାସ୍ଥିତ ବାସଭବନରେ ଥିବାବେଳେ ଦୁର୍ବୃତ୍ତ ଘରେ ପଶି ତାଙ୍କୁ ଆକ୍ରମଣ କରିଛି। ୨/୩ ଥର ତାଙ୍କୁ ଛୁରାମାଡ଼ କରାଯାଇଛି। ଘଟଣା ପରେ ସୈଫଙ୍କୁ ସ୍ଥାନୀୟ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କ୍ଷତ ସ୍ଥାନରେ ଅପରେସନ…
ଚହଲଙ୍କଠାରୁ ଭରଣପୋଷଣ ପାଇଁ ୬୦ କୋଟି ଟଙ୍କା ଦାବି କଲେ ଧନଶ୍ରୀ
ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀଙ୍କ ଛାଡପତ୍ର ଖବର ସାମ୍ନାକୁ ଆସୁଛି। ଏହାକୁ ନେଇ ଲଗାତାର କଳ୍ପନାଜଳ୍ପନା ଚାଲିଛି। ଏହା ଭିତରେ ଧନଶ୍ରୀ ଚହଲଙ୍କଠାରୁ କେତେ କୋଟି ନେବେ ତାହା ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। କିନ୍ତୁ ଏହା କେତେ ସତ କେତେ ମିଛ ତାହା ଉଭୟ କେହି…
ଫିଲ୍ମ ‘ଏମର୍ଜେନ୍ସି’ ରିଲିଜ୍ ଉପରେ ବାଂଲାଦେଶର କଟକଣା
ଆସନ୍ତା ୧୭ରେ ରିଲିଜ୍ ହେବାକୁ ଯାଉଛି ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଫିଲ୍ମ ‘ଏମର୍ଜେନ୍ସି’। ତେବେ ଫିଲ୍ମର ରିଲିଜ୍ ଉପରେ ବାଂଲାଦେଶ କଟକଣା ଲଗାଇଛି। ବର୍ତ୍ତମାନ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଲାଗି ରହିଥିବା ତିକ୍ତ ସମ୍ପର୍କକୁ ଦୃଷ୍ଟିରେ ରଖି ବାଂଲାଦେଶର ଅନ୍ତରୀଣ ସରକାର ଫିଲ୍ମ…
ଯେଉଁଠି ଶୁଣିବ ସେଇଠି ଛି ଛି ଛିରେ ନନୀ ଛି ଛି’…
ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ ତୁଇ ନନୀ ସିନା, ମନକେ ଚିହ୍ନିଁଲୁ ନାଇଁ, ଛି ଛି ଛିରେ ନନୀ ଛି ଛି। ଏବେ ଏଇ ଗୀତ ଗତ କିଛିଦିନ ଧରି ରାଜ୍ୟରେ ଚହଳ ସୃଷ୍ଟି କରୁଛି। ସମସ୍ତେ ଏହି ଗୀତରେ ଏବେ ରିଲ୍ସ ମଧ୍ୟ…