Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Entertainment
All entertainment related news will be uploaded here
ପୁଣି ଏକ ୱେବ୍ ସିରିଜ୍ରେ ଭିନ୍ନ ରୂପରେ ଗାର୍ଗୀ ମହାନ୍ତି
ବଡ଼ ପରଦା, ଛୋଟ ପରଦା ଓ ୱେବ୍ ସିରିଜରେ ନଜର ଆସିଥିବା ଅଭିନେତ୍ରୀ ଗାର୍ଗୀ ମହାନ୍ତି ପୁଣି ଏକ ୱେବ୍ ସିରିଜ୍ରେ ଭିନ୍ନ ରୂପରେ ଦର୍ଶକଙ୍କ ସାମ୍ନାକୁ ଆସୁଛନ୍ତି। ‘ନାଲି ଚା: ଦ ଟେଷ୍ଟ ଅଫ୍ ଲାଇଫ୍’ରେ ଗାର୍ଗୀଙ୍କୁ ମମତା ଚରିତ୍ରରେ ଦେଖିବାକୁ ମିଳିବ। ଏହାର ନିର୍ଦ୍ଦେଶକ ହେଲେ ସ୍ନେହାଶିଷ…
ଅଡ଼ୁଆରେ ପଞ୍ଜାବୀ ଗାୟକ ଦିଲଜିତ ଦୋସଞ୍ଜ
ପଞ୍ଜାବୀ ଗାୟକ ତଥା ଅଭିନେତା ଦିଲଜିତ ଦୋସଞ୍ଜ ତାଙ୍କ ସଙ୍ଗୀତ କନସର୍ଟ ଦିଲ ଲୁମିନିଟି ଟୁର କାରଣରୁ ଏବେ ଖବରରେ ଅଛନ୍ତି। ନିକଟରେ ସେ ଦିଲ୍ଲୀ ଏବଂ ଜୟପୁରରେ ଶୋ କରିଥିଲେ। ତାଙ୍କ ସଙ୍ଗୀତ କନସର୍ଟକୁ ହଜାର ହଜାର ଲୋକ ଆସିଥିଲେ। ତାଙ୍କର ପରବର୍ତ୍ତୀ କନ୍ସର୍ଟ ଆଜି (୧୫ ନଭେମ୍ବର)…
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ‘ଦମନ’ ଶ୍ରେଷ୍ଠ ଚଳଚ୍ଚିତ୍ର
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୩୩ ଗୋଟି ବର୍ଗ ପାଇଁ ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ପୁରସ୍କାର କରାଯାଇଛି । ୨୦୨୨ ବର୍ଷ ପାଇଁ ‘ଦମନ’ ଶ୍ରେଷ୍ଠ ଚଳଚ୍ଚିତ୍ର ବିବେଚିତ ହୋଇଛି । ସେହିଭଳି ୨୦୨୧ ପାଇଁ ଶଙ୍କର…
ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂହଙ୍କୁ ହତ୍ୟା ଧମକ
ଲୋକପ୍ରିୟ ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂହଙ୍କୁ ହତ୍ୟା ଧମକ | ଫୋନ୍ କଲ କରି ୫୦ ଲକ୍ଷ ଟଙ୍କା ମାଗିଛନ୍ତି ଦୁର୍ବୃତ୍ତ । ୨ ଦିନ ମଧ୍ୟରେ ଟଙ୍କା ନଦେଲେ ଜୀବନରୁ ମାରି ଦେବାକୁ ଧମକ ଦେଇଛନ୍ତି ଦୁର୍ବୃତ୍ତ । ନେବିହାର ଦାନେପୁର ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି ଅଭିନେତ୍ରୀ।
ମନୋଜ ମିଶ୍ରଙ୍କ ନାମରେ ଥାନାରେ ଏତଲା
ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ । ମନୋଜ ନିର୍ଦେଶକମାନଙ୍କ ଚରିତ୍ର ହନନ କରୁଥିବା ଅଭିଯୋଗ ହୋଇଛି । ସାମାଜିକ ଗଣମାଧ୍ୟମରେ ସମ୍ମାନ ହାନୀ କରୁଥିବା ନେଇ ଏତଲାରେ ଉଲ୍ଲେଖ ରହିଛି । ରାଜ୍ୟରେ ବିଭିନ୍ନ ସମୟରେ ମୁକ୍ତିଲାଭ…
ମିଥୁନଙ୍କୁ ଧମକ ଦେଲା କିଏ ?
ଅଭିନେତାରୁ ରାଜନେତା ବନିଥିବା ମିଥୁନ ଚକ୍ରବର୍ତ୍ତୀଙ୍କୁ ଧମକ ମିଳିଛି । ପାକିସ୍ତାନ ଗ୍ୟାଙ୍ଗଷ୍ଟର ସାହାଜାଦ ଭାଟି ଧମକ ଦେଇଛି । ଭିଡିଓ ଜାରି କରି ମିଥୁନଙ୍କୁ ଧମକ ଦେଇଥିବା ସୂଚନା ରହିଛି । ସଲମାନ ଖାନ ଓ ଶାହାରୁଖ ଖାନଙ୍କ ପରେ ଏବେ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମଧ୍ୟ ଧମକ…
ଭେଟେରାନ ତାମିଲ ଅଭିନେତା ଦିଲ୍ଲୀ ଗଣେଶଙ୍କ ପରଲୋକ
ଆରପାରିରେ ଭେଟେରାନ ତାମିଲ ଅଭିନେତା ଦିଲ୍ଲୀ ଗଣେଶ। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଅଭିନେତାଙ୍କ ମୃତ୍ୟୁ ନେଇ ପୁଅ ମହାଦେବନ୍ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ନିଜର ପୋଷ୍ଟରେ ମହାଦେବନ୍ ଲେଖିଛନ୍ତି, ଦୁଃଖର ସହ କହିବାକୁ…
ବାପା ହେବେ କେଏଲ ରାହୁଲ
ବଲିଉଡ ଅଭିନେତ୍ରୀ ଆଥିୟା ସେଟ୍ଟୀ ଏବଂ କ୍ରିକେଟର କେଏଲ ରାହୁଲଙ୍କ ଘରକୁ ଆସିବାକୁ ଯାଉଛି ବଡ ଖୁସି ଖବର। ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଅଭିନେତ୍ରୀ ତାଙ୍କର ପ୍ରେଗ୍ନେନ୍ସି ଘୋଷଣା କରିଛନ୍ତି। ଦୁହେଁ ଏକ ଫଟୋ ଶେୟାର କରି ଲେଖିଛନ୍ତି, ”ଆମର ଅତିସୁନ୍ଦର ଆଶୀର୍ବାଦ ଖୁବଶୀଘ୍ର ଆସୁଛି, ୨୦୨୫।”…
ପରଲୋକରେ ଯୁବ ଅଭିନେତା ନିତୀନ
ରିଆଲିଟି ଶୋ ସ୍ଳିଟ୍ସଭିଲ୍ଲା ଏବଂ କ୍ରାଇମ ପେଟ୍ରୋଲରୁ ପ୍ରସିଦ୍ଧ ହୋଇଥିବା ଅଭିନେତା ନିତୀନ ଚୌହାନଙ୍କର ଦେହାନ୍ତ ହୋଇଛି । 35 ବର୍ଷ ବୟସରେ ନୀତୀନ ଏହି ଦୁନିଆକୁ ବିଦାୟ ଦେଇଛନ୍ତି । ତାଙ୍କ ସହ କାମ କରିଥିବା ଅଭିନେତା ଏବଂ ବନ୍ଧୁମାନେ ସେସିଆଲ ମିଡ଼ିଆରେ ଏହି ସୂଚନା ଦେଇଛନ୍ତି ।…
ୱାର୍କ-ଇନ୍-ପ୍ରୋଗ୍ରେସ୍ ଲ୍ୟାବ୍ ରେ ପ୍ରଦର୍ଶିତ ହେବ ୬ଟି ଚଳଚ୍ଚିତ୍ର
ଚଳିତ ବର୍ଷ ମଧ୍ୟ ଲ୍ୟାବ୍ ଉଭୟ ଅନଲାଇନ୍ ଏବଂ ଅଫଲାଇନ ଅଧିବେଶନ ସମ୍ପାଦନ କରିବ । ବିଭିନ୍ନ ପ୍ରକାରର ନିୟୋଜନର ଏହି ମିଶ୍ରଣ ଚଳଚ୍ଚିତ୍ର ନିର୍ମାତା ଏବଂ ପରାମର୍ଶଦାତାମାନଙ୍କୁ ବାସ୍ତବ ସମୟରେ ବିଚାର ବିମର୍ଶ କରିବା ଏବଂ ପୋଷ୍ଟ-ପ୍ରଡକ୍ସନ ସମର୍ଥନ ହାସଲ କରିବାର ଉପାୟ ଖୋଜିବାକୁ ସୁଯୋଗ…