Trending
- ପହଲଗାମ ଆକ୍ରମଣର ପ୍ରଥମ ବାର୍ଷିକୀ ପୂର୍ବରୁ ଭାରତୀୟ ସେନା ସେୟାର କରିଛି ଏକ ଗୁରୁତ୍ୱପୂର୍ଣ୍ଣ ପୋଷ୍ଟ
- ମହିଳାଙ୍କୁ ଖରାପ ଚାଟିଂ ଏବଂ ଫୋନ୍ କରି ଅଶାଳୀନ ବ୍ୟବହାର କରିବା ଅଭିଯୋଗରେ ଖଣ୍ଡପଡ଼ା SDPOଙ୍କୁ ବଦଳି
- ପଶ୍ଚିମବଙ୍ଗରେ ମତଦାନ: ବାଇକ୍ରେ ରାଲି ବ୍ୟାନ୍ କରିବା ସହ, ରାତିର ବାଇକ୍ ଚଳାଇବା ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ କମିଶନ
- ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ
- ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
Browsing Category
Entertainment
All entertainment related news will be uploaded here
ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା
ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଲୋକପ୍ରିୟ ଗାୟକ ଗୁରୁ ରନ୍ଧାୱା । ସୋସିଆଲ ମିଡିଆରେ ସେ ନିଜର ସ୍ବାସ୍ଥ୍ୟାବସ୍ଥା ନେଇ ସୂଚନା ଦେଇ ଏକ ଫଟୋ ଶେୟାର କରିଛନ୍ତି। ତାଙ୍କୁ ହସ୍ପିଟାଲର ବେଡ୍ରେ ଶୋଇଥିବାର ଦେଖାଯାଉଛି। ମୁଣ୍ଡରେ ଏକ ପଟି ବାନ୍ଧାଯାଇଛି। ବେକରେ ଏକ ନେକ୍ ବ୍ରେସ ମଧ୍ୟ ରହିଛି।…
ଅଲଗା ହେଲେ ଷ୍ଟାର କ୍ରିକେଟର ୟୁଜଭେନ୍ଦ୍ର ଚହଲ ଏବଂ ତାଙ୍କ ପତ୍ନୀ ଧନଶ୍ରୀ ବର୍ମା
ଭାରତୀୟ କ୍ରିକେଟ ଦଳର ଷ୍ଟାର କ୍ରିକେଟର ୟୁଜଭେନ୍ଦ୍ର ଚହଲ ଏବଂ ତାଙ୍କ ପତ୍ନୀ ଧନଶ୍ରୀ ବର୍ମା ଏବେ ଛାଡପତ୍ର ନେଇଛନ୍ତି। ଗୁରୁବାର ମୁମ୍ବାଇ ପରିବାର ଅଦାଲତରେ ଏହି ଦମ୍ପତି ଛାଡପତ୍ର ପ୍ରକ୍ରିୟା ସମାପ୍ତ କରିଛନ୍ତି। ଏହି ଖବର ସେମାନଙ୍କ ଉଭୟ ପ୍ରଶଂସକଙ୍କ ହୃଦୟକୁ ଭାଙ୍ଗି ଦେଇଛି।
ଏହି…
ଅଭିନେତା ସୋହମ ସିଂହ ହୃଦ୍ଘାତର ଶିକାର ହୋଇ ହସ୍ପିଟାଲ୍ରେ ଭର୍ତ୍ତି
ଅଭିନେତା ସୋହମ ସିଂହ ହୃଦ୍ଘାତର ଶିକାର ହେବା ପରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି । ଘରୋଇ ହସ୍ପିଟାଲ୍ରେ ଆଇସିୟୁରେ ସୋହମଙ୍କ ଚିକିତ୍ସା ଚାଲିଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି । ଏବେ ସୋହମଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି ।
ଓଡ଼ିଆ ଫିଲ୍ମ…
ହଠାତ୍ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶକିରା
କଲମ୍ବିଆର ପ୍ରସିଦ୍ଧ ସିଙ୍ଗର ତଥା ସଙ୍ଗ୍ ରାଇଟର ଶକିରା ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫଳରେ ପେରୁର ରାଜଧାନୀ ଲିମାରେ ହେବାକୁ ଥିବା ଶକିରାଙ୍କ ବହୁ ପ୍ରତୀକ୍ଷିତ ମ୍ୟୁଜିକ୍ କନ୍ସର୍ଟକୁ ବାତିଲ କରିବାକୁ ପଡ଼ିଛି। ଏନେଇ ଶକିରା ଏକ୍ସ’ରେ ଏକ…
ହିରୋଇନ ଶ୍ରୀଲୀଲାଙ୍କ ପ୍ରେମରେ କାର୍ତ୍ତିକ
ଦକ୍ଷିଣୀ ସୁନ୍ଦରୀଙ୍କ ପ୍ରେମରେ ପଡିଛନ୍ତି ଅଭିନେତା କାର୍ତ୍ତିକ ଆର୍ଯ୍ୟନ। ଏହା ସତ କି ମିଛ ଫ୍ୟାନ୍ସଙ୍କ ମନରେ ପ୍ରଶ୍ନ ଉଠୁଥିବାବେଳେ ପ୍ରକୃତରେ ସେମିତି କିଛି ନାହିଁ। କହିବାକୁ ଗଲେ କାର୍ତ୍ତିକ ଏକ ନୂଆ ଫିଲ୍ମରେ ନଜର ଆସୁଛନ୍ତି । ଯେଉଁଥିରେ ତାଙ୍କ ବିପକ୍ଷରେ ଅଛନ୍ତ ଜଣେ ସାଉଥ…
ପୁଣି ମାଆ ହେବେ ଇଲିଆନା ଡିକ୍ରୁଜ୍
ପୁଣି ମାଆ ହେବେ ଇଲିଆନା ଡିକ୍ରୁଜ୍ । ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରି ନିଜ ଫ୍ୟାନ୍ସମାନଙ୍କୁ କନଫର୍ମ କରିଛନ୍ତି ଇଲିଆନା । ନିଜ ଷ୍ଟୋରୀରେ କୁରକୁରି ଏବଂ ଚିପ୍ସର ଫଟୋ ରଖି ସେ କ୍ୟାପସନରେ ଲେଖିଛନ୍ତି, ନିଜେ ଗର୍ଭବତୀ ଅଛ ବୋଲି କାହାକୁ ମୁହଁରେ ନକହି , ଜଣାଅ ଯେ ତୁମେ ଗର୍ଭବତି…
ଉନ୍ମୋଚିତ ହେଲା ପୁସ୍ତକ ‘ବ୍ଲକବ୍ଲଷ୍ଟର ଟୁ ବାଲେଟ ବକ୍ସ’
ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତିଙ୍କ ଆତ୍ମଜୀବନି ଶନିବାର ଉନ୍ମୋଚିତ ହୋଇ ଯାଇଛି । ବ୍ଲକ୍ ବଷ୍ଟରରୁ ବାଲଟ ବକ୍ସ ନାମରେ ଅନୁଭବ ମହାନ୍ତିଙ୍କ ପୁସ୍ତକର ଉନ୍ମୋଚନ ହୋଇଛି । ‘ଅନୁଭବ ମହାନ୍ତି’ ଜୀବନୀ ପୁସ୍ତକ ରଚନା କରିଛନ୍ତି ବିଶିଷ୍ଟ ସାମ୍ବାଦିକା ତଥା ଲେଖିକା ଜାଗୃତି ଶୁକ୍ଳା ।…
ମାର୍ଚ୍ଚ ୧୪ ତାରିଖରେ ମୁକ୍ତିଲାଭ କରିବ ‘ଶିମଲୀ’
ଏମ୍କେଆର୍ ପ୍ରଡକ୍ସନ୍ସ ବ୍ୟାନରରେ ନିର୍ମିତ ‘ଶିମଲୀ’ ଆଗାମୀ ମାର୍ଚ୍ଚ ୧୪ ତାରିଖରେ ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ୟୁ/ଏ ସେନସର୍ ସାର୍ଟିଫିକେଟ୍ ପାଇଥିବା ଏହି ଓଡ଼ିଆ ଛବିର ପ୍ରଯୋଜିକା ହେଲେ ସ୍ମିତା ରାଉତ। ପରେଶ ଚନ୍ଦ୍ର ମହାନ୍ତ ଏହାର…
ଦୁର୍ଘଟଣାର ଶିକାର ହେଲେ ସଂଗୀତଜ୍ଞ ବିଶାଲ ଦଦଲାନି
ଦୁର୍ଘଟଣାର ଶିକାର ହେଲେ ବଲିଉଡ୍ କଣ୍ଠଶିଳ୍ପୀ ତଥା ସଂଗୀତଜ୍ଞ ବିଶାଲ ଦଦଲାନି । ସେ କେତେ ଆହତ ହୋଇଛନ୍ତି ତାହା ଜଣାପଡିନି । କିନ୍ତୁ ସେ ନିଶ୍ଚିତ ଗୋଟିଏ ବଡ ଅଘଟଣରୁ ବର୍ତ୍ତିଯାଇଛନ୍ତି । ତାଙ୍କର ଏବେ ବି ଚିକିତ୍ସା ଚାଲିଛି । ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏହାର କାରଣ ସେୟାର…
ବିବାଦ ପରେ ରଣବୀର ଆହ୍ଲାବାଦିଆଙ୍କର ବ୍ରେକଅପ୍
ଗୋଟିଏ ପରେ ଗୋଟିଏ ବିବାଦ ପଛ ଛାଡୁନି ରଣବୀର ଆହ୍ଲାବାଦିଆ । ସେ କମେଡି ଶୋ ‘ଇଣ୍ଡିଆ ଗଟ୍ ଲାଟେଣ୍ଟ୍’ରେ ବାପା ମାଙ୍କ ଶାରୀରିକ ସମ୍ପର୍କ ରଖିବା ସମୟର ଦୃଶ୍ୟ ଦେଖିବାକୁ ଚାହିଁବେ କି କହି ଏକ କମେଡ଼ି କରିଥିଲେ। ଯାହାପରେ ଆରମ୍ଭ ହୋଇଥିଲା ବିବାଦ। ତାଙ୍କୁ ଗିରଫ କରାଯାଉ ବୋଲି ଅନେକ…