Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Entertainment
All entertainment related news will be uploaded here
“ଅସ୍ତ୍ରବିରତି ପାଇଁ ଭଗବାନଙ୍କୁ ଧନ୍ୟବାଦ , ଏହି ପୋଷ୍ଟ କୁ ନେଇ ଟ୍ରେଲ ହେବା ପରେ ଡ଼ିଲିଟ କଲେ ସଲମାନ ଖାନ
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗତଶନିବାର ସନ୍ଧ୍ୟାରେ ଚାରି ଘଣ୍ଟା ଧରି ଅସ୍ତ୍ରବିରତି ହୋଇଥିଲା। ଏହି ସମୟରେ ଅନେକ ତାରକା ନିଜନିଜ ପ୍ରତିକ୍ରିୟା ଦେଇଥିଲେ। ଏହି କ୍ରମରେ ସଲମାନ ଖାନ ମଧ୍ୟ ଏକ ପୋଷ୍ଟ ସେୟାର କରିଥିଲେ। ପୋଷ୍ଟ ସେୟାର କରିବାର କିଛି ସମୟ ପରେ ସଲମାନ ଟ୍ରୋଲ ହୋଇଥିଲେ।…
ଭାରତ ପକ୍ଷରୁ ହୋଇଥିବା ଅପରେସନ ସିନ୍ଦୂର ପରେ ସିନେମା ଶିଳ୍ପରେ ‘ସିନ୍ଦୂର’ ଶୀର୍ଷକୁ ନେଇ ପ୍ରତିଯୋଗିତା ଆରମ୍ଭ
ଭାରତ ପକ୍ଷରୁ ହୋଇଥିବା ଅପରେସନ ସିନ୍ଦୂର ପରେ ସିନେମା ଶିଳ୍ପରେ ‘ସିନ୍ଦୂର’ ଶୀର୍ଷକୁ ନେଇ ପ୍ରତିଯୋଗିତା ଆରମ୍ଭ ହୋଇଛି। ଫେଡେରେସନ ଅଫ ୱେଷ୍ଟର୍ଣ୍ଣ ଇଣ୍ଡିଆ ସିନେ ଏମ୍ପ୍ଲୋଇଜର ଅଧ୍ୟକ୍ଷ ବି.ଏନ ତିୱାରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଆତଙ୍କବାଦୀ ଆକ୍ରମଣର କଡ଼ା ଜବାବ ଦେବାକୁ ଯାଇ…
ବିରାଟଙ୍କୁ ଜୋକର କହିଲେ ରାହୁଲ ବୈଦ୍ୟ
ଭାରତର ଷ୍ଟାର କ୍ରିକେଟର ବିରାଟ କୋହଲି କିଛି ଦିନ ପୂର୍ବରୁ ଅଭିନେତ୍ରୀ ଅବନୀତ କୌରଙ୍କ ଇନଷ୍ଟାଗ୍ରାମ ଫଟୋରେ ଦେଇଥିବା ଲାଇକ୍ ଉପରେ ସ୍ପଷ୍ଟୀକରଣ ଦେଇଥିଲେ। ସେ କହିଥିଲେ ଯେ, ସେ ଜାଣିଶୁଣି ତାଙ୍କ ଫଟୋକୁ ପସନ୍ଦ କରିନଥିଲେ ବରଂ ଏହା ଆଲଗୋରିଦମ ଯୋଗୁଁ ଘଟିଥିଲା। ପରେ ଗାୟକ ରାହୁଲ ବୈଦ୍ୟ…
ମେଟ୍ ଗାଲାରେ ଡେବ୍ୟୁ କରିଛନ୍ତି ଗର୍ଭବତୀ ଥିବା ଅଭିନେତ୍ରୀ କିଆରା
ମେଟ୍ ଗାଲାରେ ଡେବ୍ୟୁ କରିଛନ୍ତି ଗର୍ଭବତୀ ଥିବା ଅଭିନେତ୍ରୀ କିଆରା ଆଡଭାନୀ। ସେ ତାଙ୍କ ସ୍ବାମୀ ସିଦ୍ଧାର୍ଥ ମାଲହୋତ୍ରାଙ୍କ ସହ ତାଙ୍କର ପ୍ରଥମ ସନ୍ତାନକୁ ଜନ୍ମ ଦେବାକୁ ଯାଉଥିବା ବେଳେ ଡିଜାଇନର ଗୌରବ ଗୁପ୍ତାଙ୍କ ଦ୍ୱାରା ନିର୍ମିତ ଏକ ସ୍ୱତନ୍ତ୍ର ଗାଉନ ପିନ୍ଧି ମେଟ୍ ଗାଲାରେ ନଜର…
‘ଅବୀର ଗୁଲାଲ’ ଫିଲ୍ମ ରିଲିଜ୍ କର ଏବଂ ଦର୍ଶକଙ୍କୁ ନିଷ୍ପତ୍ତି ନେବାକୁ ଦିଅ – ପ୍ରକାଶ ରାଜ୍
ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ଅଭିନେତା ପ୍ରକାଶ ରାଜ୍ ତାଙ୍କର ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ଟ୍ୱିଟ୍ ଏବଂ ଭିଡିଓ ବିବାଦରେ ରହିବା ସହ ସୋସିଆଲ ମିଡିଆରେ ଖୁବ ଭାଇରାଲ ହୋଇଥାଏ। ଏବେ ଅଭିନେତାଙ୍କର ଆଉ ଏକ ବୟାନ ଆସିଛି ଯାହା ସବୁଠି ଚର୍ଚ୍ଚାରେ ରହିଛି। ପ୍ରକାଶ…
ଖୁବଶୀଘ୍ର ପରଦାକୁ ଆସିବ ‘ଶ୍ରୀଜଗନ୍ନାଥଙ୍କ ନବକଳେବର ’
ପ୍ରଯୋଜନା ପରେ ନିର୍ଦ୍ଦେଶନା କ୍ଷେତ୍ରରେ ପାଦ ଥାପିଥିବା ବିନି ସାମଲଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ ମୁକ୍ତିଲାଭ କରିବାକୁ ଯାଉଛି। ଅଶୋକ ପତିଙ୍କ ନିର୍ଦ୍ଦେଶିତ ‘ଅଜବ ସଞ୍ଜୁର ଗଜବ ଲଭ୍’ ଓ ସୁଧାକର ବସନ୍ତଙ୍କ ନିର୍ଦ୍ଦେଶିତ ‘ସାଥୀ ତୁ ଫେରିଆ’ର…
ପାକିସ୍ତାନ ରେଡ଼ିଓ ଷ୍ଟେସନଗୁଡ଼ିକରେ ବାଜୁଥିବା ସମସ୍ତ ଭାରତୀୟ ଗୀତ ନିଷେଧ
ଜମ୍ମୁ-କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଅଧିକ ଉତ୍ତେଜନାପୂର୍ଣ୍ଣ ହୋଇଛି। ଇତି ମଧ୍ୟରେ ଭାରତ ଏକ ବଡ଼ ପଦକ୍ଷେପସ୍ଵରୂପ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍, ପାକିସ୍ତାନୀ କଳାକାର ଏବଂ ସେମାନଙ୍କ ସୋସିଆଲ ମିଡିଆ…
ସାମନ୍ଥାଙ୍କ ନାମରେ ଏକ ମନ୍ଦିର ନିର୍ମାଣ କରିଛନ୍ତି ପ୍ରଶଂସକ
ଅଭିନେତ୍ରୀଙ୍କ ପାଇଁ ମନ୍ଦିର ତିଆରି କଲେ ଫ୍ୟାନ୍ସ। ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସାମନ୍ଥା ରୁଥ୍ ପ୍ରଭୁ ନିକଟରେ ତାଙ୍କର ୩୮ତମ ଜନ୍ମଦିନ ପାଳନ କରିଛନ୍ତି। ଅଭିନେତ୍ରୀଙ୍କ ଏହି ଜନ୍ମଦିନ ବହୁତ ସ୍ୱତନ୍ତ୍ର ଥିଲା କାରଣ ଏଥର ତାଙ୍କୁ ତାଙ୍କ ପ୍ରଶଂସକମାନଙ୍କ ଠାରୁ ଏକ…
ଖୁବ୍ ଶୀଘ୍ର ଫିଲ୍ମ ଇଣ୍ଡଷ୍ଟ୍ରିକୁ ‘ବାଏ ବାଏ’ କରିବାକୁ ପଡିବ – ଅଭିନେତ୍ରୀ ସୀମା ପାହୱା
ବଲିଉଡର ବରିଷ୍ଠ ଅଭିନେତ୍ରୀ ସୀମା ପାହୱା ୫ଦଶନ୍ଧିରୁ ଅଧିକ ସମୟ ଧରି ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି। ଏବେ ବର୍ଷ ରହିବା ପରେ ଏବେ ସେ ଇଣ୍ଡଷ୍ଟ୍ରିର ଅବସ୍ଥା ଖରାପ ହେବାରେ ଲାଗିଥିବା କହିଛନ୍ତି। ସର୍ଜନଶୀଳତାକୁ ବଲିଉଡ ହତ୍ୟା କରୁଛି ବୋଲି ସେ କହିଛନ୍ତି।…
ଲୋକଙ୍କୁ କାଶ୍ମୀର ବୁଲିବା ପାଇଁ ଆସିବାକୁ ଅପିଲ୍ କଲେ ଅଭିନେତା ଅତୁଲ୍ କୁଲକର୍ଣ୍ଣୀ
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶ ସ୍ତବ୍ଧ ହୋଇଥିବା ବେଳେ ବଲିଉଡ୍ ଅଭିନେତା ଅତୁଲ୍ କୁଲକର୍ଣ୍ଣୀ କାଶ୍ମୀର ବୁଲିବାକୁ ଯାଇଛନ୍ତି । ଭୂସ୍ବର୍ଗ ବୋଲାଉଥିବା କାଶ୍ମୀରରେ ସେ ଅନେକ ଫଟୋ ଉଠାଇବା ସହ ସ୍ଥାନୀୟ ଲୋକଙ୍କ ସହ କଥା ହୋଇଛନ୍ତି । ଅଭିନେତା ଲୋକଙ୍କୁ କାଶ୍ମୀର ବୁଲିବା ପାଇଁ…