Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Browsing Category
Entertainment
All entertainment related news will be uploaded here
ନୂଆ ଓଡ଼ିଆ ସିନେମା ‘ଛି ଛି ଛିରେ ନନୀ ଛି ଛି’ ରେ ଶୈଳେନ୍ଦ୍ର-ଶିବାନୀଙ୍କ ଯୋଡ଼ି ଦେଖିବାକୁ ପାଇବେ ଦର୍ଶକ
‘ଛି ଛି ଛିରେ ନନୀ ଛି ଛି’- କିଛିଦିନ ତଳେ ଏହି ମୁଖୁଡ଼ା ଥିବା ଗୀତଟି ସୋସିଆଲ୍ ମିଡିଆରେ ଖୁବ୍ ଭାଇରାଲ୍ ହୋଇଥିଲା। ଏବେ ସମାନ ଶବ୍ଦକୁ ଶୀର୍ଷକ ଭାବେ ନେଇ ପ୍ରସ୍ତୁତ ହେଉଛି ନୂଆ ଓଡ଼ିଆ ସିନେମା ‘ଛି ଛି ଛିରେ ନନୀ ଛି ଛି’। ଏହି ଛବିରେ ନାୟକ-ନାୟିକା ଭାବେ ଅଭିନୟ କରୁଛନ୍ତି ଶୈଳେନ୍ଦ୍ର…
ସେଲିବ୍ରିଟି ମାଷ୍ଟରସେଫ୍ ଟ୍ରଫି ହାତେଇଲେ ଅଭିନେତା ଗୌରବ ଖାନ୍ନା
ସେଲିବ୍ରିଟି ମାଷ୍ଟରସେଫ୍ର ପ୍ରଥମ ସିଜିନ୍ ଏକ ରୋମାଞ୍ଚକର ଗ୍ରାଣ୍ଡ ଫାଇନାଲ ସହିତ ଶେଷ ହୋଇଛି । ସୋ’ର ବିଜେତା ମଧ୍ୟ ଘୋଷଣା କରାଯାଇଛି। ଅଭିନେତା ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରସେଫ୍ ଟ୍ରଫି ଜିତିଛନ୍ତି। ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରସେଫ୍ ଟ୍ରଫି ସହିତ ମୋଟା ଅଙ୍କା ରାଶି…
ବିଗ୍-ବସରୁ ବଲିଉଡ୍ରେ ଏଣ୍ଟ୍ରି କରିବେ ୟାମିନୀ ମାଲହୋତ୍ରା
ବିଗ୍-ବସରୁ ବଲିଉଡ୍ରେ ଏଣ୍ଟ୍ରି। ବଲିଉଡ୍ରେ ନିଜର ପରିଚୟ ସୃଷ୍ଟି କରିବାକୁ ଯାଉଛନ୍ତି ବିଗ ବସ୍ ୧୮ ପ୍ରତିଯୋଗୀ ୟାମିନୀ ମାଲହୋତ୍ରା।। ବିଗ୍ ବସ୍ ୧୮ରେ ସେ ନିଜର ବୋଲ୍ଡ ଏବଂ ସ୍ପଷ୍ଟ କଥା ମାଧ୍ୟମରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ଏବେ ଏକ ବଲିଉଡ୍ ଚଳଚ୍ଚିତ୍ରରେ ନଜର ଆସିବେ।…
ହଠାତ୍ ‘ଇଣ୍ଡିଆନ ଆଇଡଲ ଶୋ ଛାଡ଼ି ପ୍ରଶଂସକ ଏବଂ ଦର୍ଶକ ଚକିତ କରିଛନ୍ତି ବିଶାଲ ଦଦଲାନୀ
ସୋନି ଟିଭିର ଲୋକପ୍ରିୟ ରିଆଲିଟି ଶୋ’ ମଧ୍ୟରୁ ‘ଇଣ୍ଡିଆନ ଆଇଡଲ’ ଅନ୍ୟତମ। ନିକଟରେ ଏହାର ଗ୍ରାଣ୍ଡ ଫାଇନାଲ ହୋଇଥିଲା। କୋଲକାତାର ୨୪ ବର୍ଷୀୟ ମାନସୀ ଘୋଷ ଏହାର ଟ୍ରଫି ଜିତିଥିଲେ। ଚଳିତ ସିଜନକୁ ରାପର ବାଦ୍ଶାହା, ଶ୍ରେୟା ଘୋଷାଲ ଏବଂ ବିଶାଲ ଦଦଲାନୀ ହୋଷ୍ଟ କରିଥିଲେ। ହେଲେ ଏବେ କିଛି ସମୟ…
ଆଉ ଥରେ ପରଦାରେ ଦେଖିବାକୁ ମିଳିବ ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କ୍ୟୁଁକି ଶାର୍ ଭି କଭି ବୋହୂ ଥି’
ଏକ୍ତା କପୁରଙ୍କ ଦ୍ବାରା ନିର୍ମିତ ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କ୍ୟୁଁକି ଶାର୍ ଭି କଭି ବୋହୂ ଥି’ ଆଉ ଥରେ ପରଦାରେ ଦେଖିବାକୁ ମିଳିବ ବୋଲି ଗତକିଛି ଦିନ ମଧ୍ୟରେ ଜୋର୍ଦାର୍ ଚର୍ଚ୍ଚା ହେଉଛି।
ଏହି ଧାରାବାହିକକୁ ନେଇ ପ୍ରଶଂସକମାନେ ବି ଅଧିକ ଅପଡେଟ୍ ପାଇଁ…
‘ଇଣ୍ଡିଆନ୍ ଆଇଡଲ୍ ୧୫’ର ଟାଇଟଲ ଜିତିଲେ ମାନସୀ ଘୋଷ
ସୋନି ଟିଭିରେ ପ୍ରସାରିତ ଲୋକପ୍ରିୟ ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମ’ 'ଇଣ୍ଡିଆନ୍ ଆଇଡଲ୍ ୧୫'ର ଗ୍ରାଣ୍ଡ ଫିନାଲେ ଶେଷ ହୋଇ ଯାଇଛି । ଏହି ସିଜିନରେ ମାନସୀ ଘୋଷ ବିଜୟୀ ହୋଇଛନ୍ତି। କୋଲକାତାର ମାନସୀ ବିଜୟୀ ହେବାପରେ ତାଙ୍କୁ ୨୫ ଲକ୍ଷ ଟଙ୍କା ଏବଂ ଏକ ନୂତନ କାର ମଧ୍ୟ ମିଳିଛି। କେବଳ ଏତିକି…
ମା’ କୁ ହରାଇଲେ ଜ୍ୟାକଲିନ
ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗି ପଡ଼ିଛି। କିଛିଦିନ ହେବ ରୋଗରେ ପୀଡ଼ିତ ଥିବା ଜ୍ୟାକଲିନଙ୍କ ମା’ଙ୍କ ରବିବାର ଦେହାନ୍ତ ହୋଇଯାଇଛି। ସେ ମୁମ୍ବାଇସ୍ଥିତ ଲିଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିଲେ। ଆଜି ସକାଳେ ସେ ହସ୍ପିଟାଲରେ…
ଲରେନ୍ସ ଗ୍ୟାଙ୍ଗର ୫ ଜଣ ଗିରଫ, ସଲମାନଙ୍କୁ Y Plus କ୍ୟାଟେଗୋରୀର ସୁରକ୍ଷା
ମୁମ୍ବାଇ ପୋଲିସର କ୍ରାଇମବ୍ରାଞ୍ଚ ଲରେନ୍ସ ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଅନ୍ଧେରି ଅଞ୍ଚଳରୁ ଗିରଫ କରିଛି। ସେମାନଙ୍କ ପାଖରୁ ୭ଟି ପିସ୍ତଲ ଏବଂ ୨୧ଟି ଲାଇଭ କାର୍ଟ୍ରିଜ ଜବତ କରିଛି। ବଲିଉଡ୍ ଭାଇଜାନ୍ ସଲମାନ ଖାନଙ୍କୁ ବାରମ୍ବାର ଧମକ ଦେଉଥିବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଆତଙ୍କ ମୁମ୍ବାଇରେ…
ଆରପାରିରେ ବରିଷ୍ଠ ଅଭିନେତା ମନୋଜ କୁମାର
ବଲିଉଡରୁ ଆସିଛି ଏକ ଦୁଃଖଦ ଖବର । ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ଦେହାନ୍ତ ହୋଇଛି । ସେ ୮୭ ବର୍ଷ ବୟସରେ ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ଦେଶପ୍ରେମପୂର୍ଣ୍ଣ ସିନେମା କରିଥିଲେ । ସେଥିପାଇଁ…
ମୁଁ ସମସ୍ତଙ୍କୁ କହିବାକୁ ଚାହେଁ ଯେ, ମୋତେ ବି ସମର୍ଥନର ଆବଶ୍ୟକତା ରହିଛି – ସଲମାନ
ବଲିଉଡର ଭାଇଜାନ ସଲମାନ ଖାନ୍ ଏବେ ତାଙ୍କ ଫିଲ୍ମ ସିକନ୍ଦର ପାଇଁ ଚର୍ଚ୍ଚାରେ ଅଛନ୍ତି। ସିକନ୍ଦର ଇଦ୍ ଅବସରରେ ସିନେମା ହଲରେ ମୁକ୍ତିଲାଭ କରିଥିଲା। ପ୍ରଥମ ଦିନ ଫିଲ୍ମଟି ଭଲ ଆୟ କରିଥିଲେ ବି ଏବେ ଫିଲ୍ମର ଆୟ କମିବାରେ ଲାଗିଛି। ଫିଲ୍ମଟି ୧୦୦କୋଟି ପାର୍ କରିପାରିବ କି ନାହିଁ, ସେ ଚିନ୍ତା…