Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Entertainment
All entertainment related news will be uploaded here
ମାତ୍ର 95 ଟଙ୍କାରେ ଦେଖିହେବ ପୁଷ୍ପା 2 ଦି ରୁଲ
ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି ଅଲୁ ଅର୍ଜୁନଙ୍କ 'ପୁଷ୍ପା-୨ ଦି ରୁଲ୍' । ଗତ ୩ ବର୍ଷ ଧରି ଏହି ଚଳଚ୍ଚିତ୍ରକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି । ଏହି ଚଳଚ୍ଚିତ୍ରର ଆଡଭାନ୍ସ ବୁକିଂରୁ ହିଁ ଚଳଚ୍ଚିତ୍ରର କ୍ରେଜ କେତେ ରହିଛି ଜଣାପଡ଼ୁଛି । ସୁକୁମାରଙ୍କ…
ପୁଣି ଏକାଠି ହେବେ ରହମାନ ଓ ସାଇରା
ପୁଣି ଚର୍ଚ୍ଚାରେ ଓସ୍କାର ବିଜେତା ସଙ୍ଗୀତକାର ଏ ଆର୍ ରେହମାନଙ୍କ ବ୍ୟକ୍ତିଗତ ଜୀବନ। କିଛିଦିନ ତଳେ ପତ୍ନୀ ସାଇରା ବାନୁଙ୍କ ସହ ୨୯ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିବା ଖବର ଆସିଥିଲା। ଏହାକୁ ନେଇ ଆଲୋଚନା ଥମି ନ ଥିବା ବେଳେ ଏବେ ଉଭୟ ଏକାଠି ହେବା ଜଣାପଡ଼ୁଛି। ରେହମାନଙ୍କ ସହ ଏକାଠି…
ରାଜ କୁନ୍ଦ୍ରାଙ୍କ ବାସଭବନ ଇଡ଼ିର ଚଢଉ
ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିନ ଅଶ୍ଳୀଳ ନେଟୱାର୍କ ସହ ଜଡିତ ଅର୍ଥ ହେର୍ଫେର୍ ମାମଲାରେ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ବାସଭବନ ତଥା କାର୍ଯ୍ୟାଳୟରେ ଚଢ଼ଉ କରିିଛି। କେନ୍ଦ୍ରୀୟ ଏଜେନ୍ସି ଏହି ତଦନ୍ତ ଆରମ୍ଭ କରି…
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
୨୦୦୨ ଫେବୃଆରି ୨୭ରେ ଘଟିଥିବା ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ନିର୍ମାଣ ହୋଇଛି ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’। ଗତ ୧୫ ତାରିଖରେ ଏହି ଚଳଚ୍ଚିତ୍ର ସାରା ଦେଶରେ ରିଲିଜ୍ ହୋଇଛି। ଓଡ଼ିଶାରେ ପ୍ରତିଦିନ ୪୦ରୁ ଅଧିକ ସୋ’ ଲାଗିଛି। ଆଜି ଏହି ଚଳଚ୍ଚିତ୍ରକୁ ଆଜି ଓଡ଼ିଶା ସରକାର…
୫୦ ଦିନରେ ପ୍ରାୟ ୭କୋଟି ଟଙ୍କାର ବ୍ୟବସାୟ କରିଛି ଓଡ଼ିଆ ଚଳଚ୍ଚିତ୍ର ‘କର୍ମ’
ଅମୀୟ ପଟ୍ଟନାୟକ ପ୍ରଡକ୍ସନ ନିବେଦିତ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ତଥା ସୁପର୍ଷ୍ଟାର୍ ଅନୁଭବ ମହାନ୍ତିଙ୍କ ଅଭିନୀତ ଓଡ଼ିଆ ଫିଲ୍ମ ‘କର୍ମ’ ୫୦ ଦିନରେ ପହଞ୍ଚିଛି। ତେବେ ଏହି ଫିଲ୍ମଟି ଏବେ ବି ଓଡ଼ିଶାର ପ୍ରାୟ ୪୦ଟି ପ୍ରେକ୍ଷାଳୟରେ ହାଉସ୍ଫୁଲ୍ ଚାଲିଛି। ଏହି ୫୦ ଦିନରେ ପ୍ରାୟ…
ମୋ କଫି ସହିତ କଦାପି ଖେଳନ୍ତୁ ନାହିଁ
ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ ଦକ୍ଷତା ସହିତ ବଲିଉଡରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ତମନ୍ନା ଭାଟିଆ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ରାଗିଥିବାର ଦେଖାଯାଇଛି।
ଇନଷ୍ଟାଗ୍ରାମରେ ଏହି ଭିଡିଓ ଶେୟାର କରିବାବେଳେ ଅଭିନେତ୍ରୀ କ୍ୟାପସନରେ…
ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡା ରିଲେସନସିପରେ ଥିବା ବେଶ ଚର୍ଚ୍ଚା
ଷ୍ଟେଜରେ ସମସ୍ତଙ୍କ ସାମ୍ନାରେ ନିଜ ପ୍ରେମ ବିଷୟରେ କହିଲେ ରଶ୍ମିକା ମାନ୍ଦାନା । ରଶ୍ମିକା ନିଜର ଆଗାମୀ ଫିଲ୍ମ ପୁଷ୍ପା-୨ର ପ୍ରମୋସନ ପାଇଁ ଖୁବ ବ୍ୟସ୍ତ ରହୁଛନ୍ତି । ଚେନ୍ନାଇର ଏକ ସୋ'ରେ ପୁଷ୍ପା ୨ ଗୀତର ଲଞ୍ଚ ବେଳେ ସେହି ସୋ'ର ହୋଷ୍ଟ ତାଙ୍କୁ ତାଙ୍କ ବୟଫ୍ରେଣ୍ଡ ବିଷୟରେ ପଚାରିଥିଲେ…
ରିଲ୍ସ କରିବା ପଡ଼ିଲା ମହଙ୍ଗା, ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି
ରିଲ୍ସ କରିବା ପଡ଼ିଲା ମହଙ୍ଗା। ଜବତ ହେଲା ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି। ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରୁଥିଲେ। ଗାଡ଼ି ଜବତ ସହ ଜାରିମାନା କଲା ଆରଟିଓ । ଜଣେ ଯୁବତୀ ବିନା ହେଲମେଟରେ ବେପରୁଆ ଭାବେ ଗାଡ଼ି ଚଳାଇବା ସହ ରିଲ୍ସ କରୁଥିବା ନେଇ ନାରାୟଣ…
ଜାନୁଆରିରେ ଆସୁଛି ବର୍ଷାଙ୍କ “WIFE”
ସୁରକ୍ଷା-ସମ୍ମାନ-ସଂସ୍କୃତି ଆଉ ସହନଶୀଳତା । ଏଇ 4 ଫଣ୍ଡାକୁ ନେଇ ବର୍ଷା ଆସୁଛନ୍ତି ୱାଇଫ୍ ହୋଇ । ପୁଣି ଥରେ ବର୍ଷାଙ୍କ ଫିଲ୍ମର ଗୀତ ମାର୍କେଟରେ ଧୂମ୍ ମଚାଇବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଜାନୁଆରୀ ମାସରେ ଫିଲ୍ମ ରିଲିଜ୍ ନେଇ ନିଜେ ଘୋଷଣା କରିଛନ୍ତି ବର୍ଷା। ଫିଲ୍ମର କାହାଣୀକୁ…
ସୁଲୋଚନା’ରେ ରାଜେଶ ଓ ଅର୍ଲିନ୍ ଯୋଡ଼ିକୁ ଦେଖିବାକୁ ପାଇବେ ଦର୍ଶକ
ଓଲିଉଡ୍ର ଦୁଇ ପ୍ରତିଭାବାନ ଯୁବକଳାକାର ରାଜ୍ ରାଜେଶ ଓ ଅର୍ଲିନ୍ ଅଙ୍କିତାଙ୍କୁ ନୂଆ ୱେବ୍ସିରିଜ୍ ‘ସୁଲୋଚନା’ରେ ଦେଖିବାକୁ ପାଇବେ ଦର୍ଶକ। ରାଜ୍ ରାଜେଶ ଶ୍ରୀକାନ୍ତ ଗୌତମଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ମିଠାମିଠା’ଜରିଆରେ ନାୟକ ଭାବେ ବ୍ରେକ୍ ପାଇଥିବା ବେଳେ ଅର୍ଲିନ୍ ଅଙ୍କିତା ସୁଧାଂଶୁ…