Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Entertainment
All entertainment related news will be uploaded here
ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ଏଥିରେ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ମନୋନୀତ କରାଯାଇଛି। ତରଙ୍ଗ ସିନେ ପ୍ରଡକ୍ସନ୍ସ ପ୍ରସ୍ତୁତ ଏବଂ ସବ୍ୟସାଚୀ ମିଶ୍ରଙ୍କ ଅଭିନୀତ ଫିଲ୍ମ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ…
୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ମେସି ଓ ରାଣୀ ମୁଖାର୍ଜୀ ମୁଖ୍ୟ ଦାବିଦାର ଭାବେ ଆଗରେ
୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ବିକ୍ରାନ୍ତ ମେସି ଓ ରାଣୀ ମୁଖାର୍ଜୀ ମୁଖ୍ୟ ଦାବିଦାର ଭାବେ ଆଗରେ ରହିଛନ୍ତି। ‘୧୨ଥ ଫେଲ’ରେ ବିକ୍ରାନ୍ତଙ୍କ ଅଭିନୟ ଓ ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ରେ ରାଣୀଙ୍କ ଭୂମିକା ବର୍ଷର ଶ୍ରେଷ୍ଠ ଅଭିନୟ ମଧ୍ୟରୁ ଅନ୍ୟତମ ବୋଲି ପ୍ରଶଂସିତ ହୋଇଛି।…
୯ଦିନରେ ୩୦୦କୋଟି କ୍ଲବରେ ପ୍ରବେଶ କରିଛି ‘ସୈୟାରା’
'ସୈୟାରା' ଝଡ଼ରେ ଫିକା ପଡ଼ିଲେ ସୁପରଷ୍ଟାର। ରିଲିଜ୍ ହେଉ ହେଉ ଅନେକ ବଡ଼ ବଡ଼ ସୁପରଷ୍ଟାର ଓ ସେମାନଙ୍କ ଫିଲ୍ମକୁ ପଛରେ ପକାଇଲେ ବଲିଉଡ କଳାକାର ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡା। ନାମରେ ଖାନ୍ ବା କପୁର ନଥାଇ ବି ପ୍ରେକ୍ଷାୟଳକୁ ଭିଡ଼ ଆଣିବାରେ ସଫଳ ହେଲେ ଆହାନ। ଫିଲ୍ମଟି ଦେଖିବା ପରେ…
ସାଉଥ୍ ସୁପର୍ଷ୍ଟାର୍ ପ୍ରଭାସଙ୍କ ଚାହିଦା ଆକାଶଛୁଆଁ
ସାଉଥ୍ ସୁପର୍ଷ୍ଟାର୍ ପ୍ରଭାସ ଏବେ ତାଙ୍କର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦି ରାଜା ସାବ୍’ ପାଇଁ ଶିରୋନାମାରେ ଅଛନ୍ତି। ଫିଲ୍ମକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଢେର୍ ଚର୍ଚ୍ଚା। ‘ଦି ରାଜା ସାବ୍’ ଚଳିତ ବର୍ଷ ଡିସେମ୍ବର ୫ ତାରିଖରେ ରିଲିଜ୍ ହେବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ହେଲେ ଏବେ…
ଅଗଷ୍ଟ ୧ ରେ ପରଦାକୁ ଆସିବ ‘ଛି ରେ ନନୀ’
ଅଗଷ୍ଟ ୧ ତାରିଖରେ ମୁକ୍ତିଲାଭ କରିବ ନୂଆ ସିନେମା ‘ଛି ରେ ନନୀ’। ଏକ ଭିନ୍ନ ଧରଣର ଲଭଷ୍ଟୋରି ବୋଲି କୁହାଯାଉଥିବା ସୀତାରାମ ଅଗ୍ରୱାଲ୍ ଓ ନମିତା ଅଗ୍ରୱାଲ୍ଙ୍କ ପ୍ରଯୋଜିତ ଏହି ସିନେମାର ନିର୍ଦ୍ଦେଶକ ହେଲେ ସୁଶାନ୍ତ ମଣି। ସେ ଏହାର କାହାଣୀ ଓ ଚିତ୍ରନାଟ୍ୟ ବି ଲେଖିଛନ୍ତି। ସୁଶାନ୍ତ ମଣି…
‘ୱାର ୨ ର ଟ୍ରେଲର ରିଲିଜ୍
ଅୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ଆଗାମୀ ଆକ୍ସନ ଫିଲ୍ମ 'ୱାର ୨' ଘୋଷଣା ହେବା ପରଠାରୁ, ଦର୍ଶକ ଏହାର ରିଲିଜକୁ ନେଇ ଉତ୍ସାହିତ ଅଛନ୍ତି। ଫିଲ୍ମଟି ରିଲିଜ୍ ହେବାକୁ ଆଉ ମାତ୍ର ତିନି ସପ୍ତାହ ବାକି ଥିବା ବେଳେ ଏବେ ଏହାର ବହୁ ପ୍ରତୀକ୍ଷିତ ଚମତ୍କାର ଟ୍ରେଲର ରିଲିଜ୍ ହୋଇଛି। ଆଜିି ଏହାର…
୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପରେ ମଞ୍ଚସ୍ଥ ହେବ ଆହେ ନୀଳଶଇଳ’
ଭାବର ଠାକୁର ସେ । ଥରେ ଭାବରେ ଡାକି ଦେଲେ ରତ୍ନସିଂହାସନ ଛାଡ଼ି ଧାଇଁ ଆସନ୍ତି । ଶରଧାରେ କିଛି ଯାଚିଲେ ହାତ ବଢ଼ାଇ ନେଇଯାଆନ୍ତି । ଭକ୍ତର ଭାବରେ ବନ୍ଧା ଓଡ଼ିଆ ଜାତିର ଆତ୍ମା ଶ୍ରୀଜଗନ୍ନାଥ । ଆମ ଇତିହାସ, କଥାକାହଣୀ, ଜନଜୀବନ, ପରମ୍ପରା ସବୁ କିଛି ତାଙ୍କ ବିନା ଅସମ୍ପୂର୍ଣ୍ଣ । ସେଇ…
ମୋ ଜୀବନ ବିପଦରେ ଅଛି – ତନୁଶ୍ରୀ ଦତ୍ତ।
ପୁଣି ଥରେ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତ। ନିକଟରେ ସେ କାନ୍ଦି କାନ୍ଦି ଏକ ଭିଡିଓ କରି ତାହାକୁ ଇନ୍ଷ୍ଟାଗ୍ରାମ୍ରେ ପୋଷ୍ଟ୍ କରିଛନ୍ତି। ତାଙ୍କ କହିବାନୁସାରେ, ୨୦୧୮ ମସିହାର ମିଠୁ ପ୍ରସଙ୍ଗ ପରେ ପରେ ତାଙ୍କୁ ଖୁବ୍ ହଇରାଣ କରାଯାଉଛି। ତାଙ୍କ ଜୀବନ ଏବେ…
ଅଧିକ ବିଳମ୍ବ ହେବା ପୂର୍ବରୁ ମୋତେ ସାହାଯ୍ୟ କରନ୍ତୁ” ବୋଲି ଭିଡିଓରେ କାନ୍ଦି କାନ୍ଦି କହିଛନ୍ତି ତନୁଶ୍ରୀ
'ମୋତେ ମୋ ଘରେ ହଇରାଣ କରାଯାଉଛି। ବହୁତ ସହିଲିଣି। ଆଉ ହେବନି। ମୋତେ ସାହାଯ୍ୟ କରନ୍ତୁ।' କାନ୍ଦି କାନ୍ଦି ଭିଡିଓରେ ଏଭଳି କହିଛନ୍ତି ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତା। ସେ ଦାବି କରିଛନ୍ତି ଯେ, ତାଙ୍କୁ ଗତ ୪-୫ ବର୍ଷ ଧରି ତାଙ୍କ ଘରେ ନିର୍ଯାତନା ଦିଆଯାଉଛି। ଏନେଇ ତାଙ୍କୁ ମଙ୍ଗଳବାର…
ବିନା ଷ୍ଟାରରେ ଧମାଲ କରୁଛି ଟୁରିଷ୍ଟ ଫ୍ୟାମିଲି , ଆୟ 85 କୋଟି
ସାଉସାଉଥ ସିନେମାରେ ଏପରି ଅନେକ ଫିଲ୍ମ ଅଛି ଯାହା ନିର୍ମାତାମାନଙ୍କୁ ସେମାନଙ୍କ ବଜେଟ୍ ଠାରୁ ଅଧିକ ରୋଜଗାର କରି ମାଲାମାଲ କରିଥାଏ। ଆଜି ଆମେ ଆପଣଙ୍କୁ ଏପରି ଏକ ମହାନ ଫିଲ୍ମ ବିଷୟରେ କହିବାକୁ ଯାଉଛୁ ଯାହା ୨୦୨୫ ମସିହାରେ ଥିଏଟରରେ ମୁକ୍ତିଲାଭ କରିଥିଲା ଏବଂ ବକ୍ସ ଅଫିସରେ ଜବରଦସ୍ତ…